• Latest
  • Trending
ବାତ୍ୟା ପାଇଁ ବିଜେପିର ସବୁ କାର୍ଯ୍ୟକ୍ରମ ବନ୍ଦ ରହିବ

ବାତ୍ୟା ପାଇଁ ବିଜେପିର ସବୁ କାର୍ଯ୍ୟକ୍ରମ ବନ୍ଦ ରହିବ

Oct-23-2024 03:27 PM IST
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

Feb-03-2026 11:21 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

Feb-03-2026 11:12 PM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
  • About
  • Careers
  • Contact Us
Wednesday, February 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବାତ୍ୟା ପାଇଁ ବିଜେପିର ସବୁ କାର୍ଯ୍ୟକ୍ରମ ବନ୍ଦ ରହିବ

by M M
Oct-23-2024 03:27 PM IST
in ବଡ଼ ଖବର
0
ବାତ୍ୟା ପାଇଁ ବିଜେପିର ସବୁ କାର୍ଯ୍ୟକ୍ରମ ବନ୍ଦ ରହିବ
491
SHARES
1.4k
VIEWS
Share on FacebookShare on Twitter

ବାତ୍ୟା ପାଇଁ ବିଜେପିର ସବୁ ରାଜନୈତିକ କାର୍ଯ୍ୟକ୍ରମ ବନ୍ଦ ରହିବ  । ଏଭଳି  ଘୋଷଣା କରିଛନ୍ତ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ।   ଏହି ସମୟରେ ପବନର ବେଗ ଘଂଟା ପ୍ରତି ୧୦୦ରୁ ୧୨୦ କିମି ରହିବା ସହିତ ଅତି ପ୍ରବଳ ବର୍ଷା ହେବ । ତେଣୁ ବିଜେପି ପକ୍ଷରୁ ଏଭଳି ସମୟରେ ଲୋକଙ୍କ ସହ ରହିବା ପାଇଁ ଅନୁରୋଧ କରାଯାଇଛି ।

ଦାନା ବାତ୍ୟା ପ୍ରଭାବରେ ବିଶେଷ ଭାବେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ, କେନ୍ଦୁଝର, ମୟୁରଭଂଜ ସମେତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବ । ଏହି ସମୟରେ ଭୟଭୀତ ନହୋଇ ଧର୍ଯ୍ୟର ସହ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଓଡିଶାବାସୀଙ୍କୁ ରାଜ୍ୟ ସଭାପତି  ମନମୋହନ ସାମଲ ପରାମର୍ଶ ଦେଇଛନ୍ତି । ଦଳ ପକ୍ଷରୁ  ବାତ୍ୟା ନେଇ ହେଲ୍ପ ଲାଇନ୍ ନଂ ୦୬୭୪-୨୩୯୩୯୮୪ ଜାରି ହୋଇଛି।

ବାତ୍ୟା ପାଇଁ ବିଜେପିର ସାଂଗଠନିକ ନିର୍ବାଚନ କାମକୁ ସ୍ଥଗିତ ରଖାଯାଇଛି। ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମନମୋହନ ସାମଲ କହିଛନ୍ତି, ବାତ୍ୟା ପାଇଁ ବିଜେପିର ସବୁ କାର୍ଯ୍ୟକ୍ରମ ବନ୍ଦ ରହିବ। ସମସ୍ତ ବିଧାୟକ, ମନ୍ତ୍ରୀ ଓ କାର୍ଯ୍ୟକର୍ତ୍ତା ଲୋକଙ୍କ ସେବାରେ ରହିବେ। ବାତ୍ୟାର ମୁକାବିଲା ପାଇଁ ଦଳମତ ନିର୍ବିଶେଷରେ ଆଗେଇ ଆସିବାକୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଆହ୍ବାନ ଦେଇଛନ୍ତି।

ଶ୍ରୀ ସାମଲ କହିଛନ୍ତି, ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ସଫଳ ମୁକାବିଲା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ବିଭନ୍ନ ପଦକ୍ଷେପ ନିଆଯାଇଛି । ବାତ୍ୟାବେଳେ ଜିରୋ କାଜୁଆଲିଟି ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବାବେଳେ ସେବା, ସହାୟତା, ରିଲିଫ କାର୍ଯ୍ୟରେ ପ୍ରଶାସନ ଓ ସରକାରଙ୍କୁ ପୂର୍ଣ୍ଣ ସହଯୋଗ କରିବାକୁ କାର୍ଯ୍ୟକର୍ତାମାନଙ୍କୁ ଆହ୍ୱାନ ଦେଇଛନ୍ତି । ବାତ୍ୟା ପୂର୍ବରୁ ଜନସାଧାରଣ ଓ ପ୍ରାଣୀ ସଂପଦକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ, ଶୁଖିଲା ଓ ରନ୍ଧା ଖାଦ୍ୟ ବଂଟନ, ବୃଦ୍ଧବୃଦ୍ଧା, ଗର୍ଭବତୀ ମହିଳା ଓ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା କାର୍ଯ୍ୟରେ ପ୍ରଶାସନ ଓ ସରକାରଙ୍କୁ କାର୍ଯ୍ୟକର୍ତାମାନେ ସହଯୋଗ କରିବେ । ସେହିପରି ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟରେ ବିଜେପି କାର୍ଯ୍ୟକର୍ତାମାନେ କାର୍ଯ୍ୟ କରିବାକୁ ରାଜ୍ୟ ସଭାପତି ଶ୍ରୀ ସାମଲ ଆହ୍ୱାନ ଦେଇଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
February 4, 2026, 3:08 PM
 
NE
Overcast
29°C
2.3 m/s
Apparent: 21°C
Pressure: 1018 mb
Humidity: 74%
Winds: 2.3 m/s NE
Windgusts: 7.1 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:39 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

February 3, 2026
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

February 3, 2026
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

February 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom