• Latest
  • Trending

ଆୟୁର୍ବେଦ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

Oct-29-2024 05:28 PM IST
odisha.newsroom.in

ନିର୍ବାଚନ ଶେଷ…କିଏ ଦଖଲ କରିବ କେଉଁ ରାଜ୍ୟ…କଣ କହୁଛି EXIT POLL ?

Apr-29-2026 06:58 PM IST
odisha.newsroom.in

ପଶ୍ଚିମବଙ୍ଗରେ ରେକର୍ଡ ମତଦାନ…ଦାଦା ନା ଦିଦି…କିଏ ଗଢ଼ିବେ ସରକାର ?

Apr-29-2026 05:52 PM IST
odisha.newsroom.in

ହାଇକୋର୍ଟରେ ଚାଲିଥିଲା ଅନଲାଇନ୍ ଶୁଣାଣି…ହଠାତ ପ୍ଳେ ହେଲା ପର୍ଣ୍ଣ ଭିଡ଼ିଓ…

Apr-29-2026 03:46 PM IST
odisha.newsroom.in

ଅହଂକାରର ଲଢ଼େଇ : ୯୦ ବର୍ଷୀୟା ବୃଦ୍ଧାଙ୍କୁ ଆହୁରି ୨୦ ବର୍ଷ ଅପେକ୍ଷା କରିବାକୁ କହିଲେ ହାଇକୋର୍ଟ

Apr-29-2026 02:42 PM IST
odisha.newsroom.in

ପଶ୍ଚିମବଙ୍ଗରେ EVM ଜାଲିଆତି…ବିଜେପି ପ୍ରାର୍ଥୀଙ୍କ ନାଁ ଉପରେ କଳାପଟି !

Apr-29-2026 12:51 PM IST
odisha.newsroom.in

କେନ୍ଦୁଝର ଟ୍ରାଜେଡି…ମୁଖ୍ୟମନ୍ତ୍ରୀଙ୍କ ରିପୋର୍ଟ ତଲବ ପରେ RDC ତଦନ୍ତ ଆରମ୍ଭ…

Apr-29-2026 12:30 PM IST
odisha.newsroom.in

ଇରାନର ତେଲ ରପ୍ତାନି ଠପ୍ ! କମୁଛି ଷ୍ଟୋରେଜ କ୍ଷମତା…ଆଗକୁ ଭୟଙ୍କର ସ୍ଥିତି…

Apr-29-2026 11:25 AM IST
odisha.newsroom.in

ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭରୁ ହିଂସା…ମମତା ଆଣିଲେ ସାଙ୍ଘାତିକ ଅଭିଯୋଗ…

Apr-29-2026 10:49 AM IST
Horoscope 2026 April 29: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 April 29: ଜାଣନ୍ତୁ ଆଜିର ରାଶିଫଳ…

Apr-29-2026 10:34 AM IST
odisha.newsroom.in

ସାବଧାନ ! ପୁରୁଣା ଆଣ୍ଡ୍ରଏଡ୍ ଫୋନରେ ବନ୍ଦ ହୋଇଯିବ WhatsApp: ଆପଣଙ୍କ ମୋବାଇଲ୍ ଏହି ତାଲିକାରେ ଅଛି କି ?

Apr-28-2026 05:54 PM IST
  • About
  • Careers
  • Contact Us
Thursday, April 30, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଆୟୁର୍ବେଦ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

by M M
Oct-29-2024 05:28 PM IST
in ଦେଶ ବିଦେଶ
0
491
SHARES
1.4k
VIEWS
Share on FacebookShare on Twitter

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆୟୁର୍ବେଦ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ ଭଗବାନ ଧନ୍ୱନ୍ତରୀଙ୍କ ଜୟନ୍ତୀର ଶୁଭ ଉତ୍ସବ ଆମ ମହାନ ସଂସ୍କୃତିରେ ଆୟୁର୍ବେଦର ଉପଯୋଗିତା ଏବଂ ଅବଦାନ ସହିତ ଜଡିତ । ଶ୍ରୀ ମୋଦୀ ଆତ୍ମବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ ଆୟୁର୍ବେଦ – ଏକ ପ୍ରାଚୀନ ଔଷଧ ପ୍ରଣାଳୀ ସମଗ୍ର ମାନବିକତାର ସୁସ୍ଥ ଜୀବନ ପାଇଁ ଉପଯୋଗୀ ହୋଇ ରହିବ ।

ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି :

“ସମଗ୍ର ଦେଶବାସୀଙ୍କୁ ଆୟୁର୍ବେଦ ଦିବସର ଶୁଭେଚ୍ଛା । ଭଗବାନ ଧନ୍ୱନ୍ତରୀଙ୍କ ଜୟନ୍ତୀର ଏହି ଶୁଭ ଉତ୍ସବ ଆମର ମହାନ ସଂସ୍କୃତିରେ ଆୟୁର୍ବେଦର ଉପଯୋଗିତା ଏବଂ ଅବଦାନ ସହିତ ଜଡିତ, ଯାହାର ମହତ୍ୱ ଆଜି ସମ୍ପୂର୍ଣ୍ଣ ବିଶ୍ୱ ସ୍ୱୀକାର କରିଛି । ମୋର ବିଶ୍ୱାସ ଯେ ଚିକିତ୍ସାର ଏହି ପ୍ରାଚୀନ ପଦ୍ଧତି ସମ୍ପୂର୍ଣ୍ଣ ମାନବିକତାର ଆରୋଗ୍ୟପୂର୍ଣ୍ଣ ଜୀବନ ନିର୍ବାହ ପାଇଁ ନିରନ୍ତର ଉପଯୋଗୀ ହେବ ।”

Share196Tweet123
M M

M M

ଆଜିର ପାଗ

Bhubaneswar
April 30, 2026, 1:28 AM
 

SSW
Thunderstorm
28°C
6.2 m/s
Apparent: 32°C
Pressure: 1004 mb
Humidity: 82%
Winds: 6.2 m/s SSW
Windgusts: 12.8 m/s
UV-Index: 0
Precip.: 0mm /24% / Rain
Sunrise: 5:17 AM
Sunset: 6:09 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom