• Latest
  • Trending

ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ

Oct-30-2024 08:03 PM IST
ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ଲାଗିଲା ମୋହର

ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ଲାଗିଲା ମୋହର

May-08-2026 05:05 PM IST
ଭାରତରେ ପ୍ରଥମେ EVMରେ ଭୋଟ ଗ୍ରହଣ କେବେ ଓ କେଉଁଠି ହୋଇଥିଲା ?

ଭାରତରେ ପ୍ରଥମେ EVMରେ ଭୋଟ ଗ୍ରହଣ କେବେ ଓ କେଉଁଠି ହୋଇଥିଲା ?

May-08-2026 12:14 PM IST
ଆଜି ବସିବ ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ବୈଠକ, ଚୂଡ଼ାନ୍ତ ହୋଇପାରେ ମୁଖ୍ୟମନ୍ତ୍ରୀଙ୍କ ନାମ

ଆଜି ବସିବ ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ବୈଠକ, ଚୂଡ଼ାନ୍ତ ହୋଇପାରେ ମୁଖ୍ୟମନ୍ତ୍ରୀଙ୍କ ନାମ

May-08-2026 10:35 AM IST
ତାମିଲନାଡୁ ରାଜନୀତିରେ ହଲଚଲ୍; ଇସ୍ତଫା ଦେବେ TVKର ସମସ୍ତ ୧୦୮ ଜଣ ବିଧାୟକ, ଯଦି…

ତାମିଲନାଡୁ ରାଜନୀତିରେ ହଲଚଲ୍; ଇସ୍ତଫା ଦେବେ TVKର ସମସ୍ତ ୧୦୮ ଜଣ ବିଧାୟକ, ଯଦି…

May-08-2026 10:11 AM IST
ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

May-08-2026 09:26 AM IST
ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

May-07-2026 07:32 PM IST
ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

May-07-2026 07:21 PM IST
ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

May-07-2026 07:11 PM IST
ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

May-07-2026 04:47 PM IST
ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

May-07-2026 03:54 PM IST
  • About
  • Careers
  • Contact Us
Friday, May 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ

by M M
Oct-30-2024 08:03 PM IST
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ନଭେମ୍ବର ୨୬ ତାରିଖରେ ଉପସ୍ଥାପନ ହେବ । ପ୍ରଥମ ଅତିରିକ୍ତ ବଜେଟ୍। ଡିସେମ୍ବର ୫ ତାରିଖରେ ଆଗତ ହେବ ପ୍ରଥମ ଅତିରିକ୍ତ ବଜେଟ ଉପରେ ବ୍ୟୟ ମଞ୍ଜୁରୀ ବିଲ୍। ଶୀତକାଳୀନ ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି। ୨୫ଟି ସରକାରୀ କାର୍ଯ୍ୟଦିବସ ଥିବା ବେଳେ, ୫ଟି ବେସରକାରୀ କାର୍ଯ୍ୟ ଦିବସ ରହିଛି। ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Share196Tweet123
M M

M M

ଆଜିର ପାଗ

Bhubaneswar
May 8, 2026, 5:24 PM
 
S
Mainly clear
32°C
4 m/s
Apparent: 32°C
Pressure: 1010 mb
Humidity: 96%
Winds: 4 m/s S
Windgusts: 10 m/s
UV-Index: 0
Precip.: 0mm /17% / Rain
Sunrise: 5:13 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom