• Latest
  • Trending

ସୁନନ୍ଦା ୬ରେ ବିଜେପିରେ ମିଶିବେ

Nov-01-2024 07:18 PM IST
ବିଜୁଳି ମାରିଲେ କରିବେ କ’ଣ? ଜାଣନ୍ତୁ ଜରୁରୀ ପଦକ୍ଷେପ…

ବିଜୁଳି ମାରିଲେ କରିବେ କ’ଣ? ଜାଣନ୍ତୁ ଜରୁରୀ ପଦକ୍ଷେପ…

May-08-2026 07:11 PM IST
ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ଲାଗିଲା ମୋହର

ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ଲାଗିଲା ମୋହର

May-08-2026 05:05 PM IST
ଭାରତରେ ପ୍ରଥମେ EVMରେ ଭୋଟ ଗ୍ରହଣ କେବେ ଓ କେଉଁଠି ହୋଇଥିଲା ?

ଭାରତରେ ପ୍ରଥମେ EVMରେ ଭୋଟ ଗ୍ରହଣ କେବେ ଓ କେଉଁଠି ହୋଇଥିଲା ?

May-08-2026 12:14 PM IST
ଆଜି ବସିବ ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ବୈଠକ, ଚୂଡ଼ାନ୍ତ ହୋଇପାରେ ମୁଖ୍ୟମନ୍ତ୍ରୀଙ୍କ ନାମ

ଆଜି ବସିବ ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ବୈଠକ, ଚୂଡ଼ାନ୍ତ ହୋଇପାରେ ମୁଖ୍ୟମନ୍ତ୍ରୀଙ୍କ ନାମ

May-08-2026 10:35 AM IST
ତାମିଲନାଡୁ ରାଜନୀତିରେ ହଲଚଲ୍; ଇସ୍ତଫା ଦେବେ TVKର ସମସ୍ତ ୧୦୮ ଜଣ ବିଧାୟକ, ଯଦି…

ତାମିଲନାଡୁ ରାଜନୀତିରେ ହଲଚଲ୍; ଇସ୍ତଫା ଦେବେ TVKର ସମସ୍ତ ୧୦୮ ଜଣ ବିଧାୟକ, ଯଦି…

May-08-2026 10:11 AM IST
ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

ଆଜିର ରାଶିଫଳ; ସାବଧାନ ରୁହନ୍ତୁ ଏହି ୮ ରାଶିର ବ୍ୟକ୍ତି, ଜାଣନ୍ତୁ କେମିତି କଟିବ ଆଜିର ଦିନ?

May-08-2026 09:26 AM IST
ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

May-07-2026 07:32 PM IST
ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

May-07-2026 07:21 PM IST
ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

May-07-2026 07:11 PM IST
ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

May-07-2026 04:47 PM IST
  • About
  • Careers
  • Contact Us
Friday, May 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ସୁନନ୍ଦା ୬ରେ ବିଜେପିରେ ମିଶିବେ

by M M
Nov-01-2024 07:18 PM IST
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଗତ ନିର୍ବାଚନରେ ବିଜେଡିରେ ଅଫିସରମାନେ ଟିକେଟ ବାଣ୍ଟୁଥିଲେ ବୋଲି ସେ କହିଥିଲେ। ଟିକେଟ ପାଇଁ ଡିଏସ୍ କୁଟ୍ଟେ ଓ ଆଶିଷ ସିଂହଙ୍କୁ ଭେଟିବାକୁ ତାଙ୍କୁ କୁହାଯାଇଥିଲା ବୋଲି ସେ କହିଥିଲେ। ଏମିତିକି ସେ ଏହି ଦୁଇ ଅଧିକାରୀଙ୍କୁ ଭେଟିଥିଲେ।

ବିଜେଡିରୁ ଇସ୍ତଫା ଦେଇଥିବା ବରୀର ପୂର୍ବତନ ବିଧାୟକ ସୁନନ୍ଦା ଦାସ ନଭେମ୍ବର ୬ ତାରିଖରେ ବିଜେପିରେ ଯୋଗ ଦେବେ। ୬ ତାରିଖ ପୂର୍ବାହ୍ନରେ ସେ ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳରେ ସାମିଲ ହେବେ। ତାଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଏହି ସୂଚନା ଦେଇଛନ୍ତି।

ଗତ ୫ ମାସ ହେଲେ ଅଣଦେଖା ହୋଇ ରହିଥିବା ଅଭିଯୋଗ ଆଣି ସୁନନ୍ଦା ଦାସ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ଛାଡ଼ିବା ପରେ ସେ ଦଳର ଅନେକ ଗୁମର ଖୋଲିଥିଲେ। ପ୍ରଣବ ପ୍ରକାଶ ଦାସ ବବିଙ୍କ ଉପରେ ମନଇଚ୍ଛା ବର୍ଷିଥିଲେ।

Share196Tweet123
M M

M M

ଆଜିର ପାଗ

Bhubaneswar
May 8, 2026, 7:12 PM
 
ENE
Light drizzle
27°C
3.1 m/s
Apparent: 32°C
Pressure: 1010 mb
Humidity: 96%
Winds: 3.1 m/s ENE
Windgusts: 10 m/s
UV-Index: 0
Precip.: 2.5mm /25% / Rain
Sunrise: 5:13 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom