• Latest
  • Trending
ଆଜି ଆପଣଙ୍କ ରାଶିରେ ଅଛି ଶୁଭ ଫଳ

ଆଜି ଆପଣଙ୍କ ରାଶିରେ ଅଛି ଶୁଭ ଫଳ

November 14, 2024
ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

September 10, 2025
ଦକ୍ଷିଣ ଓଡ଼ିଶାରୁ ବିଜେଡି ହାତ ଛାଡୁଛନ୍ତି ବରିଷ୍ଠ ନେତା

ଦକ୍ଷିଣ ଓଡ଼ିଶାରୁ ବିଜେଡି ହାତ ଛାଡୁଛନ୍ତି ବରିଷ୍ଠ ନେତା

September 10, 2025
ବିଜେଡି ଗୋଷ୍ଠୀ କନ୍ଦଳ ବଢ଼ିଲା

ବିଜେଡି ଗୋଷ୍ଠୀ କନ୍ଦଳ ବଢ଼ିଲା

September 10, 2025
ସିପି ରାଧାକ୍ରିଷ୍ଣନ ହେଲେ ଉପରାଷ୍ଟ୍ରପତି, ମିଳିଲା 452 ଭୋଟ

ସିପି ରାଧାକ୍ରିଷ୍ଣନ ହେଲେ ଉପରାଷ୍ଟ୍ରପତି, ମିଳିଲା 452 ଭୋଟ

September 10, 2025
ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

ଉପରାଷ୍ଟ୍ରପତି ନିର୍ବାଚନ : ଭୋଟ ଗଣତିରେ ଜିତିପାରନ୍ତି ଏନଡିଏ ପ୍ରାର୍ଥୀ

September 9, 2025
ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି କାହାକୁ ଦେବ ଭୋଟ ?

ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି କାହାକୁ ଦେବ ଭୋଟ ?

September 8, 2025
ଭାରତ ଏସିଆ କପ୍ ହକି ଚାମ୍ପିଆନ୍

ଭାରତ ଏସିଆ କପ୍ ହକି ଚାମ୍ପିଆନ୍

September 8, 2025
ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

September 5, 2025

ଅନଲାଇନରେ ଟଙ୍କା ରୋଜଗାର ନିଶା ଛାଡିଗଲା, ଠକାମି ପରେ ଥାନାର ଦ୍ବାରସ୍ଥ ହେଲେ ଲୋକେ

September 5, 2025
ଶତାଧିକ ଗୁରୁଙ୍କୁ ସମ୍ମାନ ଜଣାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ

ଶତାଧିକ ଗୁରୁଙ୍କୁ ସମ୍ମାନ ଜଣାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ

September 5, 2025
  • About
  • Careers
  • Contact Us
Wednesday, September 10, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ସ୍ୱାସ୍ଥ୍ୟ ଏବଂ ଜୀବନଶୈଳୀ

ଆଜି ଆପଣଙ୍କ ରାଶିରେ ଅଛି ଶୁଭ ଫଳ

by M M
November 14, 2024
in ସ୍ୱାସ୍ଥ୍ୟ ଏବଂ ଜୀବନଶୈଳୀ
0
ଆଜି ଆପଣଙ୍କ ରାଶିରେ ଅଛି ଶୁଭ ଫଳ
491
SHARES
1.4k
VIEWS
Share on FacebookShare on Twitter

ମେଷ: ଆପଣଙ୍କ ଆଖପାଖର ଲୋକ ଆପଣଙ୍କୁ ପ୍ରୋତ୍ସାହିତ କରିବେ ଏବଂ ଆପଣଙ୍କ କାମ ପ୍ରଶଂସା କରିବେ। କିଛି ଲୋକଙ୍କ ସହିତ ମିଶି ଆପଣ ଖୁସି ରହିବେ। ବନ୍ଧୁ ଠାରୁ  ସୁନ୍ଦର ଉପହାର ପାଇବେ।  ‌

ବୃଷ: ବକେୟା ଅର୍ଥ ପାଇବେ। କାରବାରରେ ଉନ୍ନତି ହେବ। କୌଣସି ଅନୁଭବୀ ବ୍ୟକ୍ତିଙ୍କ ସହିତ ମିଶି ଆପଣଙ୍କୁ ସମସ୍ୟାର ସମାଧାନ ମିଳିଯିବ। ପରିବାର ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ‌

ମିଥୁନ: କୌଣସି ପୁରୁଣା କଥାରେ ଫସି ଯିବେ। ଆପଣଙ୍କ ବ୍ୟକ୍ତିତ୍ବ ଲୋକମାନଙ୍କୁ ଆକର୍ଷିତ କରିବ। ଆପଣଙ୍କ ରୁଚି ସାମାଜିକ ଗତିବିଧିରେ ରହିବ। ଅଫିସରେ କାମ ତରବରିଆରେ କରନ୍ତୁ ନାହିଁ।  ‌

କର୍କଟ: ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ଆପଣଙ୍କ ଉତ୍ସାହକୁ ଦିଗୁଣା କରିବ। ଆପଣ ନୂଆ ଘର କିଣିବା ପାଇଁ ବିଚାର କରିବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ଯୋଜନା କରିବେ।

ସିଂହ: ଶ୍ରୀଜଗନ୍ନାଥଙ୍କ ପ୍ରତି ଆସ୍ଥା ବଢ଼ିବ। ଜୀବନସାଥୀ ସହିତ ସମ୍ବନ୍ଧ ମଧୁର ହେବ। ବ୍ୟବସାୟରେ ଅଧିକ ମନୋଯୋଗର କାମ କରନ୍ତୁ। ସମୟ ଓ ଶକ୍ତି ଅନ୍ୟମାନଙ୍କ ସାହାଯ୍ୟରେ ଲଗାନ୍ତୁ।

କନ୍ୟା: ନିଜର ମହତ୍ବାକାଂକ୍ଷା ଉପରେ ନିୟନ୍ତ୍ରଣ ରଖନ୍ତୁ। ସକାରାତ୍ମକ ଭାବନା ଘେନି କାମ କରନ୍ତୁ। କୌଣସି ମହଳାଙ୍କ ସାହାଯ୍ୟରେ ନିଜ ପେସାରେ ଲାଭ ହେବ। ପ୍ରେମୀ ଯୁଗଳ ରମଣୀୟ ସ୍ଥାନକୁ ବୁଲି ଯିବେ।

ତୁଳା: ଦିନଦଟି ବ୍ୟସ୍ତତା ଭରା ରହିବ। ଆର୍ଥିକ ବିଷୟରେ ଆପଣଙ୍କୁ ଲାଭ ହେବ। ପରିବାର ଲୋକଙ୍କୁ ଆପଣଙ୍କ ଠାରୁ ଅଧିକ ଆଶା ରହିବ। ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କ ଭାବନାକୁ ସମ୍ମାନ କରିବେ।

ବିଛା: ସବୁ କଷ୍ଟ ନିବାରଣ ହେବ। ଘର ସଜାଇବା ଉପକରଣ କିଣିବା ପାଇଁ ବଜାରକୁ ଯିବେ। କୌଣସି ବ୍ୟକ୍ତି ନିଜର କଥା ଆପଣଙ୍କୁ କହିବେ। ଆପଣ ନିଜର ପ୍ରିୟବନ୍ଧୁ ସହିତ ମିଶିବା ପାଇଁ ଯୋଜନା କରିପାରନ୍ତି।

ଧନୁ: ବ୍ୟବସାୟର ଲାଭ ଅର୍ଥ ପୁଣି ବ୍ୟବସାୟରେ ଲଗାଇବେ। ପରିବାର ସହିତ ବାହାରକୁ ବୁଲି ଯାଇପାରନ୍ତି। ଖେଳାଳୀଙ୍କ ଲାଗି ଦିନଟି ଭଲ। ପ୍ରେମୀ ଯୁଗଳଙ୍କ ବ୍ୟବହାରରେ ସକାରାତ୍ମକ ଆସିବ।

ମକର: ଖର୍ଚ୍ଚ ଆପଣଙ୍କୁ ଚିନ୍ତାରେ ପକାଇପାରେ। ଆପଣଙ୍କ ବ୍ୟକ୍ତିତ୍ବରେ ସକାରାତ୍ମକ ପରିବର୍ତ୍ତନ ଆସିବ। କତୃପକ୍ଷ ଆପଣଙ୍କ କାମରେ ପ୍ରଶଂସା କରିବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

କୁମ୍ଭ: ଘରର ସମସ୍ୟା ଜାଣିବା ପାଇଁ ଘରର ବରିଷ୍ଠଙ୍କ ସହିତ ସମୟ କଟାଇବେ। ବେପାରରେ ଲାଭ ହେବ। ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ। ଛାତ୍ରଛାତ୍ରୀ କଲେଜ ପ୍ରୋଜେକ୍ଟ ପୂରା କରିବାରେ ସଫଳ ହେବେ।

ମୀନ: ପୂର୍ବରୁ କରିଥିବା ନିବେଶ ଲାଭପ୍ରଦ ରହିବ। କିଛି ନୂଆ ଓ ସୃଜନାତ୍ମକ କରିବା ପାଇଁ ଦିନଟି ଭଲ। ଆର୍ଥିକ ବିଷୟ ଅଧିକ ଗମ୍ଭୀରତାରେ ନେବେ। ଅଫିସରେ ସହକର୍ମୀଙ୍କର ସାହାଯ୍ୟ ସହଯୋଗ ପାଇବେ।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

ଗୋପ-କୋଣାର୍କକୁ ମିଶାଇ ସ୍ୱତନ୍ତ୍ର ବିଧାନସଭା ଆସନ କରି “ପଦ୍ମକ୍ଷେତ୍ର” ନାମକରଣ ପ୍ରସ୍ତାବ

September 10, 2025
ଦକ୍ଷିଣ ଓଡ଼ିଶାରୁ ବିଜେଡି ହାତ ଛାଡୁଛନ୍ତି ବରିଷ୍ଠ ନେତା

ଦକ୍ଷିଣ ଓଡ଼ିଶାରୁ ବିଜେଡି ହାତ ଛାଡୁଛନ୍ତି ବରିଷ୍ଠ ନେତା

September 10, 2025
ବିଜେଡି ଗୋଷ୍ଠୀ କନ୍ଦଳ ବଢ଼ିଲା

ବିଜେଡି ଗୋଷ୍ଠୀ କନ୍ଦଳ ବଢ଼ିଲା

September 10, 2025

Weather

Bhubaneswar
September 10, 2025, 11:08 pm
 

NE
Overcast
27°C
0.1 m/s
Apparent: 35°C
Pressure: 1005 mb
Humidity: 90%
Winds: 0.1 m/s NE
Windgusts: 5.7 m/s
UV-Index: 0
Precip.: 5.1mm /55% / Rain
Sunrise: 5:33 am
Sunset: 5:53 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom