• Latest
  • Trending
ନିଜ ଅପରାଧିକ ଘଟଣାକୁ ମନେ ପକାଇ ବିଳିବିଳି ହେଉଛି ବିଜେଡି

ନିଜ ଅପରାଧିକ ଘଟଣାକୁ ମନେ ପକାଇ ବିଳିବିଳି ହେଉଛି ବିଜେଡି

Nov-16-2024 07:58 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ନିଜ ଅପରାଧିକ ଘଟଣାକୁ ମନେ ପକାଇ ବିଳିବିଳି ହେଉଛି ବିଜେଡି

by M M
Nov-16-2024 07:58 AM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
ନିଜ ଅପରାଧିକ ଘଟଣାକୁ ମନେ ପକାଇ ବିଳିବିଳି ହେଉଛି ବିଜେଡି
491
SHARES
1.4k
VIEWS
Share on FacebookShare on Twitter

ବରିଷ୍ଠ ନେତା ତଥା ବିଧାୟକ ଜୟନାରାୟଣ ମିଶ୍ରଙ୍କ ଉପରେ ବିଜେଡିର ମନ୍ତବ୍ୟକୁ ନେଇ ବିଜେପି ବର୍ଷିଛି । ବିଜେପି କହିଛି ବିଜେଡି ଏବେ ସବୁ ଭୁଲିଯାଉଛି । ନିଜ ସରକାର ସମୟରେ ଆଇନ ତା ବାଟରେ ଯିବା କହି ନିଜ ନେତାକୁ ସୁରକ୍ଷା ଦେଉଥିଲା  । ଆମେ ସେପରି କରିନାହୁଁ । ସରକାର ଠିକ୍ କାର୍ଯ୍ୟ କରୁଛନ୍ତି । ମାନ୍ୟବର ସୁପ୍ରିମକୋର୍ଟ କ’ଣ ରାୟ ଦେଇଛନ୍ତି, ଆଗକୁ ଏନେଇ ଆଇନ ଅନୁଯାୟୀ କ’ଣ କରାଯିବ, ସେନେଇ ରାଜ୍ୟ ସରକାର ଠିକ୍ ସମୟରେ ଠିକ୍ ପଦକ୍ଷେପ ନେବେ ବୋଲି ପ୍ରେସ୍ ବିବୃତି ଜରିଆରେ ରାଜ୍ୟ ମୁଖପାତ୍ର ଶ୍ରୀ ଦିଲୀପ ମଲ୍ଲିକ ପ୍ରଶ୍ନ କରିଛନ୍ତି ।

ସେପର୍ଯ୍ୟନ୍ତ ବିଧାୟକ ପ୍ରତାପ ଦେବ ଧୈର୍ଯ୍ୟ ରଖନ୍ତୁ । ଆଇନ୍ ତା’ବାଟରେ ଯିବ । ଏଥିରେ ହସ୍ତକ୍ଷେପ କରିବାର ଅଧିକାର କାହା ପାଖରେ ନାହିଁ । ମାତ୍ର ବିଜେଡିର ଯେଉଁ ନେତାମାନେ ଏହି ଘଟଣାରେ ବ୍ୟସ୍ତବିବ୍ରତ ହେଉଛନ୍ତି ସେମାନେ ଶାସନରେ ଥିଲାବେଳେ ବିଭିନ୍ନ ଅପରାଧିକ ମାମଲାରେ ସମ୍ପୃକ୍ତ ନେତାଙ୍କ ବିରୋଧରେ କ’ଣ ସବୁ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବୋଲି
ଶ୍ରୀ ମଲ୍ଲିକ କହିଛନ୍ତି ଯେ, ମାହାଙ୍ଗା ତ୍ରିପଲ୍ ମର୍ଡର ଘଟଣାରେ ପ୍ରତାପ ଜେନା ୧୩ ନଂ. ମୁଦାଲା ଥିଲେ । ସେତେବେଳେ ସରକାର ତାଙ୍କ ବିରୋଧରେ କି କାର୍ଯ୍ୟାନୁଷ୍ଠାନ ନେଇଥିଲେ? ତତ୍କାଳୀନ ତିର୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କୁ କୋର୍ଟ ଦୋଷୀ ବୋଲି କହିଥିଲା । ମାତ୍ର ବିଜେଡି ସରକାର ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିଲା । ସେହିପରି ଅରୁଣ ସାହୁ, ପ୍ରଣବ ବଳବନ୍ତ ରାୟ, ତତ୍କାଳୀନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ଅପରାଧିକ ମାମଲା ଥିବା ସତ୍ୱେ ବିଜେଡି ସରକାର ରାଜନୈତିକ ସ୍ୱାର୍ଥ ଚରିତାର୍ଥ କରିବା ପାଇଁ ସେତେବେଳେ ସେମାନଙ୍କୁ ନ ବାନ୍ଧି ଚୁପ ବସିଥିଲା ।

କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ନାମରେ ସଙ୍ଗୀନ ମାମଲା ଥିଲେ ମଧ୍ୟ ବିଜେଡି ସରକାର କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିଲା । ଏଭଳି ବିଭିନ୍ନ କାରଣ ଯୋଗୁ ଏହି ଭ୍ରଷ୍ଟ ସରକାରକୁ ଲୋକେ ଗାଦିରୁ ହଟାଇ ଦେବା ପରେ ଏବେ ସେମାନେ ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି । ବର୍ତମାନ ବିଜେପି ସରକାରଙ୍କୁ କେବଳ ବିରୋଧ କରିବା ପାଇଁ ବିରୋଧୀ ଏଭଳି ଭିତିହୀନ ରାଜନୀତି କରୁଛି ।

ଖବରରେ ରହିବା ପାଇଁ ସେମାନେ ନିଜ ଆଇନାରେ ନିଜ ମୁହଁ ଦେଖୁଛନ୍ତି । ନିଜ ଅପରାଧିକ ଘଟଣାକୁ ମନେପକାଇ ବିଳିବିଳି ହେଉଛନ୍ତି । ବିଜେଡି ସରକାର ସେତେବେଳେ ରାଜନୈତିକ ଅଭିସନ୍ଧି ରଖି ବହୁ ବିରୋଧୀ ଦଳର ନେତା ଓ ସୂଚନା ଅଧିକାର କର୍ମୀମାନଙ୍କୁ ହଇରାଣ କରୁଥିଲେ । ଯେଉଁମାନେ ନ୍ୟାୟସଙ୍ଗତ ସ୍ୱର ଉତୋଳନ କରୁଥିଲେ ସେମାନଙ୍କୁ ପୋଲିସ ମାଧ୍ୟମରେ ନିର୍ଯାତନା ଦିଆଯାଉଥିଲା ।

ସେମାନଙ୍କ ଉପରେ ବିଭିନ୍ନ ଅତ୍ୟାଚାର କରାଯାଉଥିଲା । ନବୀନ ପଟ୍ଟନାୟକ ସେତେବେଳେ କେବଳ ଆଇନ ତା’ବାଟରେ ଯିବ ବୋଲି କହି ନୀରବ ପ୍ରତିମୂର୍ତି ସାଜିଥିଲେ । ମାତ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀଙ୍କ ସରକାର ଏହାକୁ କାର୍ଯ୍ୟରେ କରି ଦେଖାଇବ । ଏହା ହେଉଛି ଲୋକଙ୍କ ସରକାର । ତେଣୁ ଆଇନ ଉପରେ ଭରସା ରଖିବାକୁ ଶ୍ରୀ ମଲ୍ଲିକ କହିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
February 3, 2026, 7:42 AM
 
N
Fog
17°C
0.9 m/s
Apparent: 22°C
Pressure: 1017 mb
Humidity: 87%
Winds: 0.9 m/s N
Windgusts: 5.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom