• Latest
  • Trending

ବ୍ରାଜିଲରେ ଅନୁଷ୍ଠିତ ଜି୨୦ ସମ୍ମିଳନୀରେ ବାଇଡେନ୍‌ଙ୍କୁ ଭେଟିଲେ ମୋଦି

Nov-19-2024 09:58 AM IST
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

Mar-17-2026 05:13 PM IST
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

Mar-16-2026 11:47 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Mar-16-2026 11:40 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
  • About
  • Careers
  • Contact Us
Tuesday, March 17, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବ୍ରାଜିଲରେ ଅନୁଷ୍ଠିତ ଜି୨୦ ସମ୍ମିଳନୀରେ ବାଇଡେନ୍‌ଙ୍କୁ ଭେଟିଲେ ମୋଦି

by M M
Nov-19-2024 09:58 AM IST
in ଦେଶ ବିଦେଶ
0
491
SHARES
1.4k
VIEWS
Share on FacebookShare on Twitter

ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ବ୍ରାଜିଲର ରିଓ ଡି ଜନେଇରୋରେ ପହଞ୍ଚତ୍ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ଆମେରିକାର ବିଦାୟୀ ରାଷ୍ଟ୍ରପତି ଜୋ ବାଇଡେନ୍‌, ବ୍ରାଜିଲ ରାଷ୍ଟ୍ରପତି ଲୁଲା ଡା ସିଲ୍‌ଭା ଏବଂ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁରେରେସ୍‌ଙ୍କ ସମେତ ଅନେକ ବିଶ୍ୱନେତାଙ୍କୁ ଭେଟିଛନ୍ତି। ୧୮ ଓ ୧୯ ଦୁଇଦିନ ଧରି ଜି୨୦ ସମିଟ୍‌ ଚାଲିବ। ସମ୍ମିଳନୀରେ ଆସନ ଗ୍ରହଣ କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ବାଇଡେନ୍‌ଙ୍କ ସହ କରମର୍ଦ୍ଦନ କରିଥିବାବେଳେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପାଇଁ ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇଥିଲେ। ନାଇଜେରିଆ ଗସ୍ତ ପରେ ବ୍ରାଜିଲରେ ପହଞ୍ଚତ୍ଥିବା ମୋଦିଙ୍କୁ ରିଓ ଡି ଜନେଇରୋରେ ପ୍ରବାସୀ ଭାରତୀୟମାନେ ସଂସ୍କୃତ ଶ୍ଳୋକ ଗାଇ ସ୍ବାଗତ କରିଥିଲେ।

Tags: internationalmodinewsnewsroom
Share196Tweet123
M M

M M

ଆଜିର ପାଗ

Bhubaneswar
March 17, 2026, 11:18 PM
 
SSW
Partly cloudy
25°C
2.2 m/s
Apparent: 30°C
Pressure: 1010 mb
Humidity: 90%
Winds: 2.2 m/s SSW
Windgusts: 10.4 m/s
UV-Index: 0
Precip.: 0mm /20% / Rain
Sunrise: 5:53 AM
Sunset: 5:56 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

March 17, 2026
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

March 16, 2026
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

March 16, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom