ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପୂଜାର୍ଚ୍ଚନା କରିବା ପରେ ଧାନ କିଣା ପ୍ରକ୍ରିୟା ଆରମ୍ଭ ହୋଇଛି ଏଥିଲାଗି ସୋହେଲାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଧାନ ମଣ୍ଡି ଖୋଲିବା ଅବସରରେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ଏହା ଏକ ଗୁରୁତ୍ୱପୂର୍ଣ୍ଣ ଦିନ, ଚାଷୀଙ୍କ ପାଇଁ ଖୁସିର ଦିନ। ଚଳିତ ଖରିଫ ଋତୁରେ ଧାନ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କା ପାଇବେ ଚାଷୀ। ୨୩୦୦ ଟଙ୍କା ଏମ୍ଏସପି ଓ ୮୦୦ ଟଙ୍କା ବୋନସ୍ ପାଇବେ ।




















