• Latest
  • Trending
ବିଜେପି ମେଣ୍ଟ ମହାରାଷ୍ଟ୍ରରେ ପୁଣି ସରକାର ଗଠନ କରିବ !

ବିଜେପି ମେଣ୍ଟ ମହାରାଷ୍ଟ୍ରରେ ପୁଣି ସରକାର ଗଠନ କରିବ !

Nov-21-2024 12:27 AM IST
କ’ଣ ରହିଛି ଆଜିର ରାଶିଫ

କ’ଣ ରହିଛି ଆଜିର ରାଶିଫ

Dec-31-2025 09:06 AM IST

ମୋଦିଜୀଙ୍କ ନେତୃତ୍ୱ ବିଜେପିକୁ ଆଜି ବିରାଟ ବଟବୃକ୍ଷରେ ପରିଣତ କରିଛି: ଅଭିଳାଷ ପଣ୍ଡା

Dec-30-2025 06:47 PM IST
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

Dec-30-2025 03:15 PM IST
ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

ପୁଟିନଙ୍କ ବାସଭବନ ଉପରକୁ ୟୁକ୍ରେନ କଲା  ଲଙ୍ଗ ରେଞ୍ଜ୍ ଡ୍ରୋନ୍ ଆକ୍ରମଣ

Dec-30-2025 03:08 PM IST
ସ୍ଥାପନ ହେବ ‘ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’

ସ୍ଥାପନ ହେବ ‘ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’

Dec-29-2025 07:03 PM IST

ଚାଷୀଙ୍କ ଆୟ ଦୁଇଗୁଣା କରିବା ସରକାରଙ୍କ ଲକ୍ଷ୍ୟ

Dec-29-2025 07:00 PM IST
ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

ବଦ୍ରିନାରାୟଣ ପାତ୍ର ପୁଣି ପାଣ୍ଡିଆନଙ୍କୁ କଲେ ଟାର୍ଗେଟ

Dec-29-2025 03:22 PM IST

ଗଂଜାମରେ ବାଲି ଗାଡ଼ି ଧରିଲେ ମନ୍ତ୍ରୀ

Dec-29-2025 03:15 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-29-2025 09:52 AM IST
‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

‘ଜାଗରଣ କନକ୍ଲେଭ’: ଭାରତୀୟ ଜ୍ଞାନ ପରମ୍ପରା ଓ ଆଧୁନିକତାର ସେତୁ

Dec-29-2025 03:02 PM IST
  • About
  • Careers
  • Contact Us
Wednesday, December 31, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ବିଜେପି ମେଣ୍ଟ ମହାରାଷ୍ଟ୍ରରେ ପୁଣି ସରକାର ଗଠନ କରିବ !

by M M
Nov-21-2024 12:27 AM IST
in ଦେଶ ବିଦେଶ, ବଡ଼ ଖବର, ମୁଖ୍ୟ ଖବର, ରାଜନୀତି
0
491
SHARES
1.4k
VIEWS
Share on FacebookShare on Twitter

ମହାରାଷ୍ଟ୍ରରେ ପୁଣି ବିଜେପି ମେଂଟ ସରକାର ଗଠନ କରିବ କି ? କାରଣ ଅଧିକାଂଶ ଏକଜିଟ ପୋଲ ମହାୟୁତି ପୁଣି ସରକାର ଗଠନ କରିବ ବୋଲି ଭବିଷ୍ୟବାଣୀ କରିଛନ୍ତି ।   ୨୮୮ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୧୪୫। ଅଧିକାଂଶ ସଂସ୍ଥା ଏହି ମ୍ୟାଜିକ ନମ୍ବର ମହାୟୁତି ଅତିକ୍ରମ କରିବ ବୋଲି କହିଛନ୍ତି । ତେବେ ଆସନ୍ତା ୨୩ ତାରିଖରେ ଭୋଟ ଗଣତି ପରେ  ଫଳାଫଳ ଜଣାପଡ଼ିବ ।

ମାଟ୍ରିଜ କରିଥିବା ଏକଜିଟ ପୋଲରେ କୁହାଯାଇଛି ଯେ ବିଜେପି ମେଣ୍ଟ ମହାରାଷ୍ଟ୍ରରେ ୧୫୦-୧୭୦ଟି ଆସନ ଜିତିବ। ସେହିପରି କଂଗ୍ରେସ, ଉଦ୍ଧବ ଠାକରେଙ୍କ ଶିବସେନା ଓ ଶରଦ ପାୱାରଙ୍କ ଏନସିପି ମିଳିତ ଭାବେ ଗଠନ କରିଥିବା ମହା ବିକାଶ ଅଘାଡ଼ି ୧୧୦ରୁ ୧୩୦ ଓ ଅନ୍ୟାନ୍ୟ ଦଳ ୮ରୁ ୧୦ଟି ଆସନ ଜିତିବେ।

ଚାଣକ୍ୟ ପକ୍ଷରୁ କରାଯାଇଥିବା ଏକଜିଟ ପୋଲରେ ବିଜେପି ମେଣ୍ଟ ୧୫୨ରୁ ୧୬୦, ଏମଭିଏ ୧୩୦ରୁ ୧୩୮ ଓ ଅନ୍ୟାନ୍ୟ ଦଳ ୬ରୁ ୮ଟି ଆସନ ଜିତିବେ।

 

ପି-ଏମଆରକ୍ୟୁ ଏକଜିଟ ପୋଲରେ କୁହାଯାଇଛି ଯେ ବିଜେପି ମେଣ୍ଟ ୧୩୭ରୁ ୧୫୭, ଏମଭିଏ ୧୨୬ରୁ ୧୪୬ ଓ ଅନ୍ୟାନ୍ୟ ଦଳ ୨ରୁ ୮ଟି ଆସନ ଜିତିବେ।

ଇଲେକ୍ଟୋରାଲ ଏଡଜ କହିଛି ବିଜେପି ମେଣ୍ଟ ୧୧୮, ଏମଭିଏ ୧୫୦ ଓ ଅନ୍ୟାନ୍ୟ ଦଳ ୨୦ଟି ଆସନ ଜିତିବେ।

ପିପୁଲ୍ସ ପ୍ଲସ କହିଛି ମହାରାଷ୍ଟ୍ରରେ ବିଜେପି ମେଣ୍ଟ ୧୭୫ରୁ ୧୯୫, ଏମଭିଏ ୮୫ରୁ ୧୧୨ ଓ ଅନ୍ୟାନ୍ୟ ଦଳ ୭ରୁ ୧୨ଟି ଆସନ ପାଇବେ।

 

Share196Tweet123
M M

M M

ଆଜିର ପାଗ

Bhubaneswar
December 31, 2025, 9:06 AM
 

ENE
Partly cloudy
18°C
2.2 m/s
Apparent: 18°C
Pressure: 1014 mb
Humidity: 100%
Winds: 2.2 m/s ENE
Windgusts: 5.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
କ’ଣ ରହିଛି ଆଜିର ରାଶିଫ

କ’ଣ ରହିଛି ଆଜିର ରାଶିଫ

December 31, 2025

ମୋଦିଜୀଙ୍କ ନେତୃତ୍ୱ ବିଜେପିକୁ ଆଜି ବିରାଟ ବଟବୃକ୍ଷରେ ପରିଣତ କରିଛି: ଅଭିଳାଷ ପଣ୍ଡା

December 30, 2025
ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

December 30, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom