• Latest
  • Trending

ମନୋଜ ମିଶ୍ର ଓ ବବି ଇସଲାମ କଳି, ଡିସିପି ଅଫିସ ଆଗରେ ହାତାହାତି

Nov-22-2024 03:09 PM IST
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

Mar-17-2026 05:13 PM IST
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

Mar-16-2026 11:47 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Mar-16-2026 11:40 AM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
  • About
  • Careers
  • Contact Us
Wednesday, March 18, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ମନୋଜ ମିଶ୍ର ଓ ବବି ଇସଲାମ କଳି, ଡିସିପି ଅଫିସ ଆଗରେ ହାତାହାତି

by M M
Nov-22-2024 03:09 PM IST
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ଡିସିପି ଅଫିସ ଆଗରେ ହାତାହାତି ହେଲେ ମନୋଜ ଓ ବବି । କଳିରେ ସାମିଲ ହୋଇଛନ୍ତି ଓଲିଉଡର ଅନ୍ୟ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ । ସେପଟେ ପୋଲିସ ସେବା ଭବନରେ ଦୁଇ ପକ୍ଷକୁ ବୁଝାଇବା ପାଇଁ ଆରମ୍ଭ ହୋଇଛି ଉଦ୍ୟମ । ପୋଲିସ କମିଶନର ଓ ଡିସିପିଙ୍କ ଉପସ୍ଥିତିରେ ଚାଲିଛି ବୁଝାସୁଝା । ଘଟଣାକୁ ନେଇ ଚନ୍ଦ୍ରଶେଖରପୁର ଥାନାରେ ହାଜର ହୋଇଥିଲେ ବବି ଇସଲାମ। ଅଭିନେତା ମନୋଜ ମିଶ୍ରଙ୍କ ଅଭିଯୋଗ ଆଧାରରେ ଦ୍ଵିତୀୟ ଥର ପାଇଁ ଚନ୍ଦ୍ରଶେଖରପୁର ଥାନାରେ ହାଜର ହୋଇଥିଲେ ନିର୍ଦ୍ଦେଶକ ବବି ଇସଲାମ। ହେଲେ ସେଦିନ ଆସିନଥିଲେ ମନୋଜ ମିଶ୍ର। ମନୋଜଙ୍କୁ ରାଣ୍ଡୀ ପୁଅ ଅନନ୍ତା କହିବା ପରେ, ଥାନାରେ ଅଭିଯୋଗ କରିଥିଲେ ମନୋଜ। ଆପୋସ ବୁଝାମଣା ପାଇଁ ପୋଲିସ ଉଭୟ ପକ୍ଷଙ୍କୁ ଥାନାକୁ ଆସିବାକୁ କହିଥିଲା। ମନୋଜଙ୍କୁ ଯୋଗାଯୋଗ କରାଯାଇଥିଲେ ବି ସେ ଆସିନଥିଲେ । ଏପଟେ ମନୋଜଙ୍କ ଗ୍ୟାଙ୍ଗ ଧମକାଉଥିବା ନେଇ ପୂର୍ବରୁ ଦରଘା ବଜାର ଥାନାରେ ଅଭିଯୋଗ କରିଥିଲେ ବବି ଇସଲାମ। ଦୁଇ ପକ୍ଷର ବୁଝାମଣା ପରେ ବି ଥମିବାର ନାଁ ଧରିଲାନି ସେଲିବ୍ରିଟି କଳି । ଆଜିର ଘଟଣା ପାଇଁ ମନୋଜ ମିଶ୍ର କ୍ଷମା ମାଗିଥିଲେ ମଧ୍ୟ ଏ ନେଇ ଆଉ ଏକ ମାମଲା ସହିଦନଗର ଥାନାରେ ହେବ ବୋଲି କହିଛନ୍ତି ବବି ଇସଲାମ ।

Share196Tweet123
M M

M M

ଆଜିର ପାଗ

Bhubaneswar
March 18, 2026, 3:44 AM
 
SSW
Overcast
24°C
1.2 m/s
Apparent: 29°C
Pressure: 1011 mb
Humidity: 86%
Winds: 1.2 m/s SSW
Windgusts: 8.7 m/s
UV-Index: 0
Precip.: 0mm /25% / Rain
Sunrise: 5:52 AM
Sunset: 5:56 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

କଂଗ୍ରେସର ବଡ଼ କାର୍ଯ୍ୟାନୁଷ୍ଠାନ , ୩ ବିଧାୟକ ବିଦା

March 17, 2026
ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

ଭୟାବହ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣ ରୋଗୀଙ୍କର ମୃତ୍ୟୁ, ୫ ରୋଗୀଙ୍କ ଅବସ୍ଥା ଗୁରୁତର

March 16, 2026
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

March 16, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom