• Latest
  • Trending
ବୁମରା ପୁଣି ୧ନଂ ବୋଲର

ବୁମରା ପୁଣି ୧ନଂ ବୋଲର

Nov-27-2024 08:51 PM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ବୁମରା ପୁଣି ୧ନଂ ବୋଲର

by M M
Nov-27-2024 08:51 PM IST
in ଖେଳ
0
ବୁମରା ପୁଣି ୧ନଂ ବୋଲର
491
SHARES
1.4k
VIEWS
Share on FacebookShare on Twitter

ବୁମରା ପୁଣି ବିଶ୍ବର ଏକ ନମ୍ବର ବୋଲର ହୋଇଛନ୍ତି ।  ଫେବୃଆରୀ ମାସରେ ପ୍ରଥମ ଥର ପାଇଁ ଆଇସିସି ଟେଷ୍ଟ ବୋଲିଂ ରାଙ୍କିଙ୍ଗର ଶୀର୍ଷ ସ୍ଥାନ ଦଖଲ କରିଥିଲେ ବୁମରା । ସେ ଭାରତର ପ୍ରଥମ ଦ୍ରୁତ ବୋଲର ଭାବେ ୧ନଂ ସ୍ଥାନରେ ପହଞ୍ଚିବାର ରେକର୍ଡ ମଧ୍ୟ କରିଛନ୍ତି।  ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ବୁମରା ୧୧ଟି ୱିକେଟ ନେବାରୁ ଅକ୍ଟୋବର ମାସରେ କିଛି ସପ୍ତାହ ପାଇଁ ପୁଣି ରାଙ୍କିଙ୍ଗର ୧ନଂ ସ୍ଥାନରେ ପହଞ୍ଚିଥିଲେ। ଏବେ  ଅଷ୍ଟ୍ରେଲିଆକୁ ହରାଇବା ପରେ ଯଶପ୍ରୀତ ବୁମରା ପୁଣିଥରେ ବିଶ୍ୱର ୧ନଂ ଟେଷ୍ଟ ବୋଲର ହୋଇଛନ୍ତି। ବୁମରା ମ୍ୟାଚ୍‌ରେ ୮ଟି ୱିକେଟ ନେବା ସହ ଭାରତ ମଧ୍ୟ ୨୯୫ ରନର ବୃହତ୍ତ ବିଜୟ ହାସଲ କରିଥିଲା। ପର୍ଥ ପ୍ରଦର୍ଶନ ପରେ ବୁମ୍ରା ୨ଟି ସ୍ଥାନ ଉପରକୁ ଉଠି ୧ନଂରେ ପହଞ୍ଚି ଯାଉଛନ୍ତି।

ଆଇସିସି ପକ୍ଷରୁ ଜାରି କରାଯାଇଥିବା ଟେଷ୍ଟ ବୋଲିଂରେ ବୁମରା ଦକ୍ଷିଣ ଆଫ୍ରିକାର କାଗିସୋ ରବାଡାଙ୍କୁ ପଛକୁ ଠେଲି ଶୀର୍ଷ ସ୍ଥାନ ଦଖଲ କରିଛନ୍ତି। ଚଳିତ ବର୍ଷ ବୁମରା ଦ୍ୱିତୀୟ ଥର ପାଇଁ ଆଇସିସି ଟେଷ୍ଟ ବୋଲିଂ ରାଙ୍କିଙ୍ଗର ୧ନଂ ସ୍ଥାନରେ ପହଞ୍ଚିଛନ୍ତି।

Tags: ICC rankingsJasprit Bumrah
Share196Tweet123
M M

M M

ଆଜିର ପାଗ

Bhubaneswar
February 3, 2026, 1:38 AM
 
N
Clear sky
19°C
0.5 m/s
Apparent: 22°C
Pressure: 1017 mb
Humidity: 85%
Winds: 0.5 m/s N
Windgusts: 5.7 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom