• Latest
  • Trending
ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ

March 9, 2025
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

ବାସବରାଜୁ ଏନକାଉଁଟର,ଦୁଇ ଭାଇ: ଦୁଇ ଭିନ୍ନ ପଥ

May 27, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

May 21, 2025
ଅମଲାତନ୍ତ୍ରରୁ  ନେତାଙ୍କ ଶାସନ ଆରମ୍ଭ

ଅମଲାତନ୍ତ୍ରରୁ ନେତାଙ୍କ ଶାସନ ଆରମ୍ଭ

May 21, 2025
ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

May 20, 2025
୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

May 16, 2025
ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

May 16, 2025
  • About
  • Careers
  • Contact Us
Saturday, June 7, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ

by newsroom
March 9, 2025
in ବଡ଼ ଖବର
0
ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକ
492
SHARES
1.4k
VIEWS
Share on FacebookShare on Twitter

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କହିଛନ୍ତି- ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ।  ଜନପ୍ରତିନିଧି ଭାବେ ଦୀର୍ଘଦିନ ଧରି ଲୋକଙ୍କ ସେବାରେ ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି । ଭୋଗରାଇର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ଅନନ୍ତ ଦାସ ୨୦୦୪ ମସିହାରୁ ପ୍ରଶାସନିକ ସେବାରୁ ରାଜନୀତିକୁ ଆସିଥିଲେ । ୨୦୦୪ ମସିହାରୁ ଲଗାତାର ୪ଥର ବିଜେଡି ଦଳରୁ ଭୋଗରାଇର ବିଧାୟକ ହୋଇଥିଲେ । ୨୦୦୪ ରୁ ୨୦୦୯ରେ ପ୍ରଥମେ ବିଧାୟକ । ୨୦୦୯ରୁ ୨୦୧୪ ବିଧାନସଭାର ମୁଖ୍ୟ ସଚେତକ । ୨୦୧୪ରୁ ୨୦୧୯ ଉଚ୍ଚଶିକ୍ଷା ମନ୍ତ୍ରୀ ଓ ଶିଳ୍ପ ମନ୍ତ୍ରୀ । ୨୦୧୯ରୁ ୨୦୨୪ରେ ଜିଲ୍ଲା ଯୋଜନା ବୋଡ଼ର ଅଧ୍ୟକ୍ଷ ଥିଲେ । ୨୮ ଅଗଷ୍ଟ ୧୯୪୦ରେ ଭୋଗରାଇ ବ୍ଲକର କୁରୁଠିଆରେ ଜନ୍ମ ଗ୍ରହଣ କରିଥିଲେ ଅନନ୍ତ ଦାସ । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ଅନନ୍ତ ଦାସଙ୍କ ମୃତ୍ୟୁରେ ଭୋଗରାଇ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

Tags: ananta dasbjdnewsnewsroomodisha
Share197Tweet123
newsroom

newsroom

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

Weather

Bhubaneswar
June 7, 2025, 7:01 pm
 

SSW
Partly cloudy
29°C
0.9 m/s
Apparent: 36°C
Pressure: 1004 mb
Humidity: 95%
Winds: 0.9 m/s SSW
Windgusts: 6.4 m/s
UV-Index: 0
Precip.: 0mm /45% / Rain
Sunrise: 5:05 am
Sunset: 6:24 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom