• Latest
  • Trending

ଛାତିରେ ଯନ୍ତ୍ରଣା ହେବାରୁ ଏମସ ରେ ଭର୍ତି ହେଲେ ଉପରାଷ୍ଟ୍ରପତି

March 9, 2025

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

ମୋଦି କହିଲେ ଅପରେସନ ସିନ୍ଦୂର ସମୟରେ କଣ ଘଟିଥିଲା

July 30, 2025

କଂଗ୍ରେସର ଅନାସ୍ଥା ପ୍ରସ୍ତାବ ଦାବି- ବିଜେଡି କହିଲା ନିଷ୍ପତ୍ତି ହୋଇନି

July 23, 2025
ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

ନିଉଜରୁମ୍ ‘ ଡିଭାଇନ ପୁରୀ କନକ୍ଲେଭ’

July 19, 2025

ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଲା ଇଂଲଣ୍ଡ

July 10, 2025

ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ବାଳ କଂଗ୍ରେସରେ ଯୋଗ ଦେଇଛନ୍ତି

July 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

ବିଜେପି ଭିତରେ ମନମୋହନଙ୍କ ଶକ୍ତି ବଢ଼ିଛି

July 10, 2025
  • About
  • Careers
  • Contact Us
Wednesday, August 6, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଛାତିରେ ଯନ୍ତ୍ରଣା ହେବାରୁ ଏମସ ରେ ଭର୍ତି ହେଲେ ଉପରାଷ୍ଟ୍ରପତି

by newsroom
March 9, 2025
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନକଡ । ଛାତିରେ ଯନ୍ତ୍ରଣା, ନିଃଶ୍ବାସ ନେବାରେ ସମସ୍ୟା ଦେଖାଯିବାରୁ ତାଙ୍କୁ ଏମ୍ସର କ୍ରିଟିକାଲ କେୟାର ୟୁନିଟରେ ଭର୍ତ୍ତି କରାଯାଇଛି । ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପହେବାରୁ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ତେବେ ଦିଲ୍ଲୀ ଏମ୍ସ କାର୍ଡିଓଲୋଜି ମୁଖ୍ୟ ଡାକ୍ତର ରାଜୀବ ନାରାଙ୍ଗଙ୍କ ତତ୍ତ୍ବାବଧାନରେ ଧନକଡଙ୍କୁ ଚିକିତ୍ସାରେ ରଖାଯାଇଛି ।
ତେବେ ଉପରାଷ୍ଟ୍ରପତିଙ୍କୁ ଦେଖିବାକୁ ଏମ୍ସ ଯାଇଥିଲେ ପ୍ରଧାନମନ୍ତ୍ରୀ । ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ପରେ ମୋଦୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ମୁଁ ଏମ୍ସ ଯାଇ ଉପରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟକଥା ପଚାରି ବୁଝିଲି ଏବଂ ତାଙ୍କର ଶୀଘ୍ର ସୁସ୍ଥତା କାମନା କରୁଛି ।

Share196Tweet123
newsroom

newsroom

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

ବଳଙ୍ଗା ପୀଡିତା ମୃତ୍ୟୁ ପରେ ବିଜେଡିର ତୀବ୍ର ପ୍ରତିକ୍ରିୟା

August 3, 2025

Weather

Bhubaneswar
August 6, 2025, 10:43 pm
 

SW
Overcast
27°C
0.5 m/s
Apparent: 35°C
Pressure: 1004 mb
Humidity: 91%
Winds: 0.5 m/s SW
Windgusts: 6.9 m/s
UV-Index: 0
Precip.: 20.3mm /73% / Rain
Sunrise: 5:23 am
Sunset: 6:20 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom