• Latest
  • Trending
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ

Mar-17-2025 08:32 AM IST
ମହାପ୍ରଭୁଙ୍କ ଦର୍ଶନ କଲେ ସୂର୍ଯ୍ୟକୁମାର, ଗମ୍ଭୀରଙ୍କ ସହ ଅନ୍ୟ ଖେଳାଳି

ମହାପ୍ରଭୁଙ୍କ ଦର୍ଶନ କଲେ ସୂର୍ଯ୍ୟକୁମାର, ଗମ୍ଭୀରଙ୍କ ସହ ଅନ୍ୟ ଖେଳାଳି

Dec-09-2025 04:30 PM IST
ବାରବାଟୀରେ କିଏ ମାରିବ ବାଜି ?

ବାରବାଟୀରେ କିଏ ମାରିବ ବାଜି ?

Dec-09-2025 04:22 PM IST
ନାଗରିକତା ହାସଲ କରିବା ପୂର୍ବରୁ ଭୋଟର ତାଲିକାରେ ନାମ ପ୍ରସଙ୍ଗରେ ସୋନିଆ ଗାନ୍ଧୀଙ୍କୁ କୋର୍ଟର ନୋଟିସ

ନାଗରିକତା ହାସଲ କରିବା ପୂର୍ବରୁ ଭୋଟର ତାଲିକାରେ ନାମ ପ୍ରସଙ୍ଗରେ ସୋନିଆ ଗାନ୍ଧୀଙ୍କୁ କୋର୍ଟର ନୋଟିସ

Dec-09-2025 04:09 PM IST
ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ

ଶୀତ ଅଧିବେଶନରେ ମୋଟ ୧୧ ଦିନ ଚାଲିଲା ଗୃହକାର୍ଯ୍ୟ

Dec-09-2025 03:49 PM IST
ମୁଣ୍ଡବିହୀନ ମୃତଦେହକୁ ନେଇ ଗଣ୍ଡଗୋଳ: ରାଖାଲଗୁଡ଼ା ଓ ଏମ୍‌ଭି-୨୬ ଗାଁରେ ‘BNS ୧୬୬’ ଧାରା ଲାଗୁ

ମୁଣ୍ଡବିହୀନ ମୃତଦେହକୁ ନେଇ ଗଣ୍ଡଗୋଳ: ରାଖାଲଗୁଡ଼ା ଓ ଏମ୍‌ଭି-୨୬ ଗାଁରେ ‘BNS ୧୬୬’ ଧାରା ଲାଗୁ

Dec-09-2025 09:08 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Dec-09-2025 08:30 AM IST
ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ: ସଂରକ୍ଷଣରେ ସଂଶୋଧନ ପାଇଁ ଦାବି

Dec-08-2025 04:51 PM IST
ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

ଶୁଭମନ ଗିଲ୍ ଫିଟ୍- ଆସନ୍ତାକାଲି ଖେଳିବେ ବାରବାଟୀରେ ମ୍ୟାଚ୍

Dec-08-2025 02:57 PM IST
ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

ଇଣ୍ଡିଗୋ ଏୟାରଲାଇନ୍ସର ଆଜି ୩୫୦ରୁ ଅଧିକ ଫ୍ଲାଇଟ୍ ବାତିଲ୍, ବଢ଼ୁଛି ଯାତ୍ରୀ ଅସନ୍ତୋଷ

Dec-08-2025 10:26 AM IST
ଶିକ୍ଷକଙ୍କ ଅଭିନବ ପ୍ରତିବାଦ; ବିଦ୍ୟାଳୟରେ ପାଠପଢ଼ା ଚାଲିବ କେମିତି ?

ଶିକ୍ଷକଙ୍କ ଅଭିନବ ପ୍ରତିବାଦ; ବିଦ୍ୟାଳୟରେ ପାଠପଢ଼ା ଚାଲିବ କେମିତି ?

Dec-08-2025 10:15 AM IST
  • About
  • Careers
  • Contact Us
Tuesday, December 9, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ

by newsroom
Mar-17-2025 08:32 AM IST
in ବଡ଼ ଖବର
0
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ
492
SHARES
1.4k
VIEWS
Share on FacebookShare on Twitter

 

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିମାନେ ଶୋକ ପ୍ରକାଶ କରିଛନ୍ତି । ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି  । ଆଜି ଅପରାହ୍ନ ୪ଟା ୩୦ ମିନିଟରେ ଦେବେନ୍ଦ୍ରଙ୍କ ପାର୍ଥିବ ଶରୀର ଓଡ଼ିଶାରେ ଆସି ପହଞ୍ଚିବ | ଢେଙ୍କାନାଳ ସାଂସଦ ରୁଦ୍ର ପାଣିଙ୍କ ସୂଚନା ମୁତାବକ ଆଜି ତାଙ୍କର ପାର୍ଥିବ ଶରୀର ଓଡିଶା ଆସିବ | ଆସନ୍ତାକାଲି ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ |

ବାଜପେୟୀ ସରକାରରେ କେନ୍ଦ୍ରମନ୍ତ୍ରୀ ଥିଲେ ଡା ଦେବେନ୍ଦ୍ର ପ୍ରଧାନ ।  ୧୯୪୧ ମସିହାରେ ଅବିଭକ୍ତ ଢେଙ୍କାନାଳ ଜିଲ୍ଲାରେ ସେ ଜନ୍ମ ହୋଇଥିଲେ । ୧୯୯୮ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ  ।

ଓଡ଼ିଶାରେ ବିଜେପିର ମୂଳଦୁଆ ପକାଇବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା  । ଦେବଗଡ ଲୋକସଭା ଆସନରୁ ସେ ନିର୍ବାଚିତ ହୋଇଥିଲେ  । ଏହା ଛଡା ବାଜପେୟୀ ସରକାରଙ୍କ ସମୟରେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ  । ୧୯୮୮ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଥିଲେ ଦେବେନ୍ଦ୍ର  ।

ଏହାପରେ ୧୯୯୩ରୁ ୧୯୯୫ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଥିଲେ  । ପୁନର୍ବାର ୧୯୯୫ରୁ ୧୯୯୭ ଯାଏଁ ବିଜେପି ସଭାପତି ରହିଥିଲେ  ।

Tags: Debendra PradhanEx-Union Minister Debendra Pradhan dies at 84
Share197Tweet123
newsroom

newsroom

ଆଜିର ପାଗ

Bhubaneswar
December 9, 2025, 4:40 PM
 

N
Overcast
25°C
0.9 m/s
Apparent: 16°C
Pressure: 1016 mb
Humidity: 79%
Winds: 0.9 m/s N
Windgusts: 6 m/s
UV-Index: 0
Precip.: 0mm /0% / Rain
Sunrise: 6:10 AM
Sunset: 5:07 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ମହାପ୍ରଭୁଙ୍କ ଦର୍ଶନ କଲେ ସୂର୍ଯ୍ୟକୁମାର, ଗମ୍ଭୀରଙ୍କ ସହ ଅନ୍ୟ ଖେଳାଳି

ମହାପ୍ରଭୁଙ୍କ ଦର୍ଶନ କଲେ ସୂର୍ଯ୍ୟକୁମାର, ଗମ୍ଭୀରଙ୍କ ସହ ଅନ୍ୟ ଖେଳାଳି

December 9, 2025
ବାରବାଟୀରେ କିଏ ମାରିବ ବାଜି ?

ବାରବାଟୀରେ କିଏ ମାରିବ ବାଜି ?

December 9, 2025
ନାଗରିକତା ହାସଲ କରିବା ପୂର୍ବରୁ ଭୋଟର ତାଲିକାରେ ନାମ ପ୍ରସଙ୍ଗରେ ସୋନିଆ ଗାନ୍ଧୀଙ୍କୁ କୋର୍ଟର ନୋଟିସ

ନାଗରିକତା ହାସଲ କରିବା ପୂର୍ବରୁ ଭୋଟର ତାଲିକାରେ ନାମ ପ୍ରସଙ୍ଗରେ ସୋନିଆ ଗାନ୍ଧୀଙ୍କୁ କୋର୍ଟର ନୋଟିସ

December 9, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom