• Latest
  • Trending

୧୦୦ରୁ ଅଧିକ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟ

Apr-10-2025 10:38 AM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

May-02-2026 10:53 AM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

୧୦୦ରୁ ଅଧିକ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟ

ଏହି ଟୁର୍ଣ୍ଣାମେଣ୍ଟ ଟି-୨୦ ଫର୍ମାଟରେ ଖେଳାଯିବ

by newsroom
Apr-10-2025 10:38 AM IST
in ଖେଳ, ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

୧୦୦ରୁ ଅଧିକ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରାଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ଉଭୟ ପୁରୁଷ ଓ ମହିଳା ଟିମ୍ ଅଂଶଗ୍ରହଣ କରିବେ । ଉଭୟ ମହିଳା ଓ ପୁରୁଷ ବର୍ଗରେ ୬ଟି ଟିମ୍ ମଧ୍ୟରେ ମୁକାବିଲା ହେବ । ପ୍ରତି ଟିମରେ ୧୫ ଜଣିଆ ସଦସ୍ୟ ରହିବେ । ପଦକ ପାଇଁ ଛଅଟି ଟିମ୍ ମଧ୍ୟରେ ଲଢ଼େଇ ହେବ । ଏହି ଟୁର୍ଣ୍ଣାମେଣ୍ଟ ଟି-୨୦ ଫର୍ମାଟରେ ଖେଳାଯିବ । ହୋମ୍ ଟିମ୍ ଭାବେ ଆମେରିକାର ସ୍ଥାନ ପକ୍କା ହେବ ।

ପ୍ରତି ବର୍ଗରେ ୯୦ ଜଣ ଲେଖାଏଁ ଆଥଲେଟଙ୍କୁ ସ୍ଥାନିତ କରାଯିବ । ଲସ ଏଞ୍ଜେଲସ ୨୦୨୮ର ଅଫିସିଆଲ ପ୍ରୋଗ୍ରାମ ଗତକାଲି ଜାରି କରାଯାଇଥିଲା । ହୋମ ଟିମ୍ ଦୃଷ୍ଟିରୁ ଆମେରିକା ଏହି ଟୁର୍ଣ୍ଣାମେଣ୍ଟ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଛି । କ୍ରିକେଟ ସାମିଲ ହେବା ନେଇ ସ୍ପଷ୍ଟ ହୋଇସାରିଛି । ତେବେ ଯୋଗ୍ୟତା କ୍ରାଇଟେରିଆକୁ ନେଇ କିଛି ଜଣାପଡ଼ିନାହିଁ ।

Tags: cricketsports
Share196Tweet123
newsroom

newsroom

ଆଜିର ପାଗ

Bhubaneswar
May 4, 2026, 5:31 AM
 

S
Clear sky
26°C
2.8 m/s
Apparent: 31°C
Pressure: 1007 mb
Humidity: 98%
Winds: 2.8 m/s S
Windgusts: 10 m/s
UV-Index: 0
Precip.: 10.2mm /75% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom