• Latest
  • Trending
ଜବତ ହେଲାଣି ୪୬୫୦ କୋଟି ଟଙ୍କା

ଜବତ ହେଲାଣି ୪୬୫୦ କୋଟି ଟଙ୍କା

April 16, 2024
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

ବାସବରାଜୁ ଏନକାଉଁଟର,ଦୁଇ ଭାଇ: ଦୁଇ ଭିନ୍ନ ପଥ

May 27, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

May 21, 2025
ଅମଲାତନ୍ତ୍ରରୁ  ନେତାଙ୍କ ଶାସନ ଆରମ୍ଭ

ଅମଲାତନ୍ତ୍ରରୁ ନେତାଙ୍କ ଶାସନ ଆରମ୍ଭ

May 21, 2025
ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

May 20, 2025
୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

May 16, 2025
ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

May 16, 2025
  • About
  • Careers
  • Contact Us
Saturday, June 7, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଜବତ ହେଲାଣି ୪୬୫୦ କୋଟି ଟଙ୍କା

ଓଡ଼ିଶାରେ 13 ଲକ୍ଷ ଲିଟର ମଦ ଜବତ

by M M
April 16, 2024
in ବଡ଼ ଖବର
0
ଜବତ ହେଲାଣି ୪୬୫୦ କୋଟି ଟଙ୍କା
491
SHARES
1.4k
VIEWS
Share on FacebookShare on Twitter

୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ କୋଟି କୋଟି ଟଙ୍କା ଜବତ ହୋଇଛି । ଦେଶରେ ଲୋକସଭା ନିର୍ବାଚନର ୭୫ ବର୍ଷର ଇତିହାସରେ ଏତେ ଟଙ୍କା ଜବତ ହୋଇଥିବା କେବେ ଦେଖାଯାଇନଥିଲା ।  ଲୋକସଭା ନିର୍ବାଚନ ପାଇଁ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହେବା ପୂର୍ବରୁ ଅର୍ଥବଳ ବିରୋଧରେ ନିର୍ବାଚନ ଆୟୋଗଙ୍କ ନେତୃତ୍ୱରେ ପ୍ରବର୍ତ୍ତନ ଏଜେନ୍ସିମାନେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ରେକର୍ଡ ୪୬୫୦ କୋଟି ଟଙ୍କା ଜବତ କରିଛନ୍ତି। ୨୦୧୯ରେ ଲୋକସଭା ନିର୍ବାଚନର ସମଗ୍ର ପ୍ରକ୍ରିୟା ଅବଧିରେ ଜବତ ହୋଇଥିବା ୩୪୭୫ କୋଟି ଟଙ୍କା ତୁଳନାରେ ଏହା ଦ୍ରୁତ ବୃଦ୍ଧି ପାଇଛି। ଏହି ସମୟରେ ଓଡ଼ିଶାରୁ ୧ କୋଟି ୪୭ ଲକ୍ଷରୁ ଅଧିକ ଟଙ୍କା ଏବଂ ପ୍ରାୟ ୧୩ ଲକ୍ଷ ୨୪ ହଜାର ୧୧୧ ଲିଟର ମଦ ଜବତ ହୋଇଛି । ଜବତ ମଦର ଆନୁମାନିକ ମୂଲ୍ୟ ୧୬ କୋଟିରୁ ଅଧିକ ଟଙ୍କା ହେବ । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଦେଶବ୍ୟାପୀ ଜବତ ହୋଇଥିବା ୪୫ ପ୍ରତିଶତ ଡ୍ରଗ୍ସ ଓ ନିଶାଦ୍ରବ୍ୟ ଉପରେ ଆୟୋଗଙ୍କ ବିଶେଷ ଫୋକସରେ ରହିଛି। ବ୍ୟାପକ ଯୋଜନା, ସହଯୋଗ ବୃଦ୍ଧି ଏବଂ ଏଜେନ୍ସିଗୁଡ଼ିକର ସମନ୍ୱିତ ପ୍ରତିରୋଧ କାର୍ଯ୍ୟ, ସକ୍ରିୟ ନାଗରିକ ଅଂଶଗ୍ରହଣ ଏବଂ ପ୍ରଯୁକ୍ତିବିଦ୍ୟାର ସର୍ବୋତ୍ତମ ନିୟୋଜନ ଦ୍ୱାରା ଏହି ଜବତ ସମ୍ଭବ ହୋଇପାରିଛି ।

Tags: bjdbjpnewsodishapolitics
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

Weather

Bhubaneswar
June 7, 2025, 7:56 pm
 

SSW
Partly cloudy
28°C
0.9 m/s
Apparent: 36°C
Pressure: 1004 mb
Humidity: 95%
Winds: 0.9 m/s SSW
Windgusts: 5.5 m/s
UV-Index: 0
Precip.: 5.1mm /45% / Rain
Sunrise: 5:05 am
Sunset: 6:25 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom