• Latest
  • Trending

ରିସେପ୍ସନ ଦେଲେ ପିନାକୀ-ମହୁଆ

Aug-06-2025 08:22 AM IST
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

Feb-03-2026 11:21 PM IST
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

Feb-03-2026 11:17 PM IST
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

Feb-03-2026 11:15 PM IST
ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

ନରୱାଣେଙ୍କ ବିବାଦୀୟ ବହି ଯୁଦ୍ଧ କରିବୁକି ? ଉତ୍ତର ମିଳିଲା ନାହିଁ

Feb-03-2026 11:12 PM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
  • About
  • Careers
  • Contact Us
Wednesday, February 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରିସେପ୍ସନ ଦେଲେ ପିନାକୀ-ମହୁଆ

by M M
Aug-06-2025 08:22 AM IST
in ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ଜର୍ମାନୀରେ ବାହାଘର ଆଉ ଦିଲ୍ଲୀରେ ଦେଲେ ରିସେପ୍ସନ | ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଥିବା ଯୋଡି ପିନାକୀ ମିଶ୍ର ଓ ମହୁଆ ମଇତ୍ର ଗତକାଲି ରାତିରେ ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇଛନ୍ତି | ଏହି ଭୋଜିରେ ଦଳମତ ନିର୍ବିଶେଷରେ ଅନେକ ନେତା/ନେତ୍ରୀ ଯୋଗ ଦେଇଥିଲେ | ବିଶେଷ କରି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ, ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଳେଶ ଯାଦବ, ତାଙ୍କ ପତ୍ନୀ ଡିମ୍ପଲ ଯାଦବ ପ୍ରମୁଖ ଯୋଗ ଦେଇଥିଲେ | ସେହିପରି ମହୁଆଙ୍କ ସହକର୍ମୀ ଭାବେ ସାଂସଦ ତଥା ଅଭିନେତ୍ରୀ ରଚନା ବାନାର୍ଜୀ, ବିଜେଡିର ସୁଲତା ଦେଓ, ସୁପ୍ରିୟା ସୁଲେ, କେନ୍ଦ୍ର ମନ୍ତ୍ରୀ ଅନୁପ୍ରିୟା ପଟେଲ ପ୍ରମୁଖ ଯୋଗ ଦେଇଥିଲେ |

୬୫ ବର୍ଷୀୟ ପିନାକୀ ମିଶ୍ରଙ୍କ ଏହା ଦ୍ବିତୀୟ ବିବାହ ଥିଲା । ପୂର୍ବରୁ ସେ ସଙ୍ଗୀତା ମିଶ୍ରଙ୍କୁ ବିବାହ କରିଥିଲେ। ତାଙ୍କର ଜଣେ ପୁଅ ଓ ଝିଅ ଅଛନ୍ତି। ପିନାକୀ ତାଙ୍କର ପ୍ରଥମ ପତ୍ନୀଙ୍କୁ ଛାଡ଼ପତ୍ର ଦେଇଥିଲେ । ପିନାକୀଙ୍କର ରାଜନୈତିକ ଯାତ୍ରା କଂଗ୍ରେସରୁ ଆରମ୍ଭ ହୋଇଥିଲା। ୧୯୯୬ରେ ସେ ପ୍ରଥମ ଥର ପାଇଁ କଂଗ୍ରେସ ଟିକେଟ୍‌ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେଡିରେ ଯୋଗଦେଇ ତିନି ଥର ପୁରୀରୁ ଲୋକସଭାକୁ ପ୍ରତିନିଧିତ୍ବ କରିଥିଲେ। ୨୦୨୪ ନିର୍ବାଚନରେ ସେ ଲଢ଼ି ନଥିଲେ। ତାହା ପରଠାରୁ ରାଜ୍ୟ ରାଜନୀତିରେ ସେ ସକ୍ରିୟ ନାହାନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
February 4, 2026, 1:14 AM
 
WNW
Overcast
19°C
0.4 m/s
Apparent: 20°C
Pressure: 1017 mb
Humidity: 77%
Winds: 0.4 m/s WNW
Windgusts: 6.4 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:39 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

WhatsAppକୁ ସୁପ୍ରିମ ତାଗିଦ ଆମ କଥା ମାନ, ନହେଲେ ଦେଶ ଛାଡ଼

February 3, 2026
ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

ଭିଣୋଇଙ୍କ ଗୁଳିରେ, ବବି ଘାଇଲା….

February 3, 2026
କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

କାହାକୁ ଆକ୍ଷେପ କଲେ ଅରିନ୍ଦମ ?ମୁଁ ମନା କରୁଛି, ମୋ ସାଙ୍ଗେ ଲାଗେନା, ଏବେ ନାମ ନେ

February 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom