• Latest
  • Trending
ବିସିସିଆଇର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରୋଜର ବିନ୍ନି

ବିସିସିଆଇର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରୋଜର ବିନ୍ନି

Aug-29-2025 11:12 AM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିସିସିଆଇର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରୋଜର ବିନ୍ନି

by M M
Aug-29-2025 11:12 AM IST
in ବଡ଼ ଖବର
0
ବିସିସିଆଇର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରୋଜର ବିନ୍ନି
491
SHARES
1.4k
VIEWS
Share on FacebookShare on Twitter

ବିସିସିଆଇର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରୋଜର ବିନ୍ନି। ଏଭଳି ଏକ ଖବର ଏବେ ଜାତୀୟ ଗଣମାଧ୍ୟମ ଦୈନିକ ଜାଗରଣରେ ପ୍ରକାଶ ପାଇଛି। ପ୍ରକାଶିତ ଖବରରେ କୁହାଯାଇଛି ଯେ, ସେ ବୋର୍ଡର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ରୋଜର ବିନ୍ନିଙ୍କ ଇସ୍ତଫା ପରେ, ବୋର୍ଡର ଦାୟିତ୍ୱ ଏବେ ରାଜୀବ ଶୁକ୍ଳାଙ୍କ କାନ୍ଧକୁ ଆସିଛି। ଆଗାମୀ ନିର୍ବାଚନ ପର୍ଯ୍ୟନ୍ତ ରାଜୀବ ଶୁକ୍ଳା ବିସିସିଆଇର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବେ।

ହିନ୍ଦୀ ଖବରକାଗଜ ଦୈନିକ ଜାଗରଣର ରିପୋର୍ଟ ଅନୁଯାୟୀ, ବୁଧବାର ବିସିସିଆଇର ଆପେକ୍ସ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଏଡା ରାଜୀବ ଶୁକ୍ଳାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଆପେକ୍ସ ପରିଷଦ ବୈଠକରେ ଡ୍ରିମ୧୧ର ଚୁକ୍ତିନାମାର ଅବଧି ଏବଂ ଆଗାମୀ ଅଢ଼େଇ ବର୍ଷ ପାଇଁ ନୂତନ ପ୍ରାୟୋଜକଙ୍କୁ ଆଣିବାର ସମ୍ଭାବନା ଉପରେ ଆଲୋଚନା କରାଯାଇଥିଲା। ତେବେ ସମସ୍ୟା ହେଉଛି ଯେ, ଏସିଆ କପ୍ ସେପ୍ଟେମ୍ବର ୧୦ରୁ ଆରମ୍ଭ ହେଉଛି ଏବଂ ଏତେ କମ୍ ସମୟ ମଧ୍ୟରେ ନୂତନ ପ୍ରାୟୋଜକ ଖୋଜିବା ସହଜ ନୁହେଁ।

“ଆମ ପାଖରେ ଦୁଇ ସପ୍ତାହ ମଧ୍ୟ ବାକି ନାହିଁ। ଆମେ ଚେଷ୍ଟା କରୁଛୁ। କିନ୍ତୁ ଏକ ନୂତନ ଟେଣ୍ଡର ଜାରି କରିବା, ଆଇନଗତ ପ୍ରକ୍ରିୟା ସମାପ୍ତ କରିବା ଏବଂ ବୈଷୟିକ କାର୍ଯ୍ୟ ପରିଚାଳନା କରିବାରେ ସମୟ ଲାଗିବ। କେବଳ ଏସିଆ କପ୍ ପାଇଁ ଏକ ସ୍ୱଳ୍ପକାଳୀନ ପ୍ରାୟୋଜକ ଚାହୁଁନାହୁଁ। ଆମର ଧ୍ୟାନ ଏବେ ଆଗାମୀ ଅଢ଼େଇ ବର୍ଷ ପାଇଁ ପ୍ରାୟୋଜକ ଖୋଜିବା, ଯିଏ ଅକ୍ଟୋବର-ନଭେମ୍ବରରେ ଓଡିଆଇ-୨୦୨୭ବିଶ୍ୱକପ୍ ପର୍ଯ୍ୟନ୍ତ ଆମ ସହିତ ରହି ପାରିବ” ବୋଲି ବୈଠକରେ ରାଜୀବ ଶୁକ୍ଲା କହିଥିବା ଦାବି କରାଯାଉଛି।

Share196Tweet123
M M

M M

ଆଜିର ପାଗ

Bhubaneswar
February 3, 2026, 9:59 PM
 
SSE
Clear sky
21°C
0.5 m/s
Apparent: 22°C
Pressure: 1017 mb
Humidity: 87%
Winds: 0.5 m/s SSE
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

February 3, 2026
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom