• Latest
  • Trending
ବାଲେଶ୍ବରରେ ସାଂସଦ ଖେଳ ମହୋତ୍ସବ ରେଜିଷ୍ଟ୍ରେସନ ଉଦଘାଟନ କରାଇଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ବାଲେଶ୍ବରରେ ସାଂସଦ ଖେଳ ମହୋତ୍ସବ ରେଜିଷ୍ଟ୍ରେସନ ଉଦଘାଟନ କରାଇଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

Aug-29-2025 02:18 PM IST
ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

Oct-22-2025 01:45 PM IST
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-22-2025 10:04 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-22-2025 09:54 AM IST
ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା: ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ

Oct-22-2025 09:39 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ବାଲେଶ୍ବରରେ ସାଂସଦ ଖେଳ ମହୋତ୍ସବ ରେଜିଷ୍ଟ୍ରେସନ ଉଦଘାଟନ କରାଇଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ଉଦ୍ଦେଶ୍ୟ ହେଉଛି  ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା କ୍ରୀଡା ପ୍ରତିଭାମାନଙ୍କୁ ଚିହ୍ନଟ କରି ପ୍ରୋତ୍ସାହନ ଦେବା

by M M
Aug-29-2025 02:18 PM IST
in ଖେଳ, ରାଜ୍ୟ
0
ବାଲେଶ୍ବରରେ ସାଂସଦ ଖେଳ ମହୋତ୍ସବ ରେଜିଷ୍ଟ୍ରେସନ ଉଦଘାଟନ କରାଇଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
491
SHARES
1.4k
VIEWS
Share on FacebookShare on Twitter

ବାଲେଶ୍ବର : ସାଂସଦ ଖେଳ ମହୋତ୍ସବ (Sansad Khel Mahotsav) ରେଜିଷ୍ଟ୍ରେସନ ବାଲେଶ୍ବର ସଂସଦୀୟ କ୍ଷେତ୍ରରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଦ୍ବାରା ଶୁଭାରମ୍ଭ ହୋଇଛି  । ଏହି କ୍ରୀଡ଼ା ମହୋତ୍ସବକୁ ଉଦଘାଟନ କରି ସାଂସଦ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି ଯେ  ଏହା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ଏକ ଜାତୀୟ କ୍ରୀଡା ଉତ୍ସବ। ଏହାର ଉଦ୍ଦେଶ୍ୟ ହେଉଛି  ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା କ୍ରୀଡା ପ୍ରତିଭାମାନଙ୍କୁ ଚିହ୍ନଟ କରି ପ୍ରୋତ୍ସାହନ ଦେବା । ଏହି କ୍ରୀଡ଼ା ମହୋତ୍ସବ ମାଧ୍ୟମରେ ଗାଁରେ ଖେଳାଯାଉଥିବା କ୍ରୀଡାକୁ ପ୍ରୋତ୍ସାହନ ମିଳୁଛି ଏବଂ ଯୁବକମାନଙ୍କଠାରେ ସ୍ୱାସ୍ଥ୍ୟ ଓ କ୍ରୀଡ଼ା ଭାବନା ସଚେତନତା ବଢ଼ୁଛି ବୋଲି କହିଛନ୍ତି ସାଂସଦ  । ନିଜ  ନିର୍ବାଚନ ମଣ୍ଡଳୀରେ ଯୁବକମାନଙ୍କୁ ଭାଗ ନେବାକୁ ଆହ୍ୱାନ ଜଣାଇଛନ୍ତି ସାଂସଦ ଶ୍ରୀ ଷଡ଼ଙ୍ଗୀ । ଏଥିରେ ଭାଗନେବା ପାଇଁ ଅନଲାଇନ୍ ରେଜିଷ୍ଟ୍ରେସନ୍ ୨୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଖୋଲା ରହିବ ଏବଂ ପ୍ରତିଯୋଗିତା ୨୧ ସେପ୍ଟେମ୍ବରରୁ ୨୫ ଡିସେମ୍ବର୍ ପର୍ଯ୍ୟନ୍ତ ଚାଲିବ ବୋଲି ସାଂସଦ କହିଛନ୍ତି ।

୨୦୨୫ରେ ଏହି ମହୋତ୍ସବର ତୃତୀୟ ସଂସ୍କରଣ ଦେଶର ବିଭିନ୍ନ ସଂସଦୀୟ କ୍ଷେତ୍ରରେ  ଆରମ୍ଭ ହୋଇଛି। ୨୦୨୨ରେ ପ୍ରଥମଥର ଆୟୋଜିତ ହୋଇଥିବା ଏହି ମହୋତ୍ସବରେ ଲକ୍ଷାଧିକ ଯୁବକ-ଯୁବତୀ ଭାଗ ନେଇଥିଲେ। ଏହି କ୍ରୀଡ଼ା ସ୍ଥାନୀୟ ସାଂସଦମାନଙ୍କ ଦ୍ୱାରା ନିଜ ନିର୍ବାଚନ ମଣ୍ଡଳୀରେ ଆୟୋଜିତ ହୋଇଥାଏ ।  ଯେଉଁଠାରେ କବାଡ୍ଡି, ଖୋକ୍କୋ, ଭଲିବଲ, ବ୍ୟାଡ୍‌ମିନ୍ଟନ୍, କୁସ୍ତି ଆଦି ଖେଳରେ ପ୍ରତିଯୋଗିତା ହୋଇଥାଏ। । ଏଭଳି ଖେଳ ପ୍ରତିଯୋଗିତା ଦ୍ବାରା ଗ୍ରାମ୍ୟସ୍ତରର ପ୍ରତିଭାଙ୍କୁ ଖୋଜାଯାଇ ବଡ଼ ସୁଯୋଗ ପ୍ରଦାନ କରାଯାଉଛି ।  ଦେଶର କ୍ରୀଡା ବିକାଶରେ ଏଭଳି ଖେଳ ମହୋତ୍ସବ  ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏଭଳି ଉଦ୍ୟମ ମାଧ୍ୟମରେ ଭାରତ ଏକ କ୍ରୀଡା ଶକ୍ତି ଭାବେ ଉଭା ହେବାର ସ୍ୱପ୍ନକୁ ସାକାର କରୁଥିବା ସାଂସଦ ଶ୍ରୀ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 22, 2025, 2:59 PM
 

ENE
Partly cloudy
32°C
2.8 m/s
Apparent: 32°C
Pressure: 1011 mb
Humidity: 93%
Winds: 2.8 m/s ENE
Windgusts: 8 m/s
UV-Index: 0
Precip.: 0mm /18% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

ପୀତବାସ ପଣ୍ଡା ହତ୍ୟା ମାମଲା , ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା

October 22, 2025
ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଆଜିଠୁ ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

October 22, 2025
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

October 22, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom