• Latest
  • Trending
ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

Sep-05-2025 11:25 AM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

by M M
Sep-05-2025 11:25 AM IST
in ବଡ଼ ଖବର
0
ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା
491
SHARES
1.4k
VIEWS
Share on FacebookShare on Twitter

ଛଣଗିରି ସ୍ଵର୍ଣ୍ଣ ଅଳଙ୍କାର ପ୍ରତିଷ୍ଠାନ ରୁ ଲୁଟ ଘଟଣାର ଛଣଗିରି ସ୍ଵର୍ଣ୍ଣ ଅଳଙ୍କାର ପ୍ରତିଷ୍ଠାନରୁ ଲୁଟ ଘଟଣାର ପର୍ଦ୍ଦାଫାଶ। ଜବତ ହେଲା ଲୁଟ ସୁନା, ରୂପା, ନଗଦ ଟଙ୍କା, ଘଟଣାରେ ୪ ଗିରଫ ।ଖୋର୍ଦ୍ଧା ଜିଲ୍ଲା ଜଂକିଆ ଥାନା ଅନ୍ତର୍ଗତ ଛଣଗିରୀ ଗ୍ରାମରେ ଥିବା ସ୍ଵର୍ଣ୍ଣ ଅଳଙ୍କାର ପ୍ରତିଷ୍ଠାନ ରୁ ଗତ ୨୪ ତାରିଖ ଦିନ ଦ୍ୱିପହର ସମୟ ରେ ଲୁଟ ହୋଇଥିବା ଘଟଣାର ପର୍ଦ୍ଧାଫାଶ କରିଛି ଜିଲ୍ଲା ପୋଲିସ।

ଗତ ୨୪ତାରିଖ ରେ ୧୦ ଜଣ ଡକାୟତ ମୁଖା, ହେଲମେଟ ପିନ୍ଧି ବନ୍ଧୁକ, ବମ୍ ଫୁଟାଇ ସମସ୍ତ ସ୍ଵର୍ଣ୍ଣ ରୂପା,ଅଳଙ୍କାର,ନଗଦ ଟଙ୍କା ଲୁଟ କରି ବାଇକ୍ ଯୋଗେ ପଳାଇଥିଲେ। ଲୁଟ ସମୟ ର ଦୃଶ୍ୟ ସିସିଟିଭି ଫୁଟେଜ ରେ ମିଳିଥିଲା। ସାଇ ସୋନୁ ଅଳଙ୍କାର ପ୍ରତିଷ୍ଠାନ ର ମାଲିକ ଅରୁନ୍ଧତୀ ସାହୁ ଙ୍କ ଅଭିଯୋଗ କ୍ରମେ ଜଂକିଆ ପୋଲିସ ମକଦ୍ଦମା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ।

ଏସପି ବିବେକାନନ୍ଦ ଶର୍ମା ଙ୍କ ନିର୍ଦ୍ଧେଶ ରେ ତିନୋଟି ଟିମ୍ ବିଭିନ୍ନ ସ୍ଥାନ ରେ ଚଢ଼ାଉ କରି ଏହି ଲୁଟ ଘଟଣାର ପର୍ଦ୍ଧାଫାଶ କରିଛନ୍ତି। ଘଟଣାରେ ୪ଜଣ ଙ୍କୁ ଗିରଫ କରାଯାଇଛି। ସେମାନଙ୍କ ଠାରୁ ୯୦୦ଗ୍ରାମ ସୁନା , ୨କିଲୋ ୩୬୩ ଗ୍ରାମ ରୂପା, ଓ ନଗଦ ୯ଲକ୍ଷ ୪୫ହଜାର ଟଙ୍କା ଜବତ ହୋଇଛି। ଏହି ଘଟଣା ରେ ୪ଜଣ କୁଖ୍ୟାତ ଡକାୟତ ଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ଦେଶୀ ବନ୍ଧୁକ, ଜୀବନ୍ତ ଗୁଳି, ଓ ମାରଣାସ୍ତ୍ର ଜବତ ହୋଇଛି । ଲୁଟ ରେ ୧୦ଜଣ ସମ୍ପୂର୍କ୍ତ ଥିବାବେଳେ ୪ଜଣ ଙ୍କୁ ଗିରଫ କରିବାରେ ସଫଳ ହେବା ସହ ଅନ୍ୟ ମାନଙ୍କୁ ଚିହ୍ନଟ କରିଛି ପୋଲିସ।।

ଏ ସମ୍ପର୍କ ରେ ପୋଲିସ ଡି ଆଇ ଜି ସତ୍ୟଜିତ ନାୟକ ଏକ ସାମ୍ବାଦିକ ସମ୍ମିଳନୀ ରେ ଏହି ଲୁଟ ଘଟଣାର ପର୍ଦ୍ଧାଫାଶ କରି କହିଲେ ଯେ ଏହା ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ଥିଲା, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଭୁବନେଶ୍ୱର ଅଞ୍ଚଳ ରେ ରେଡ କରି ସମସ୍ତ ଲୁଟ ସୁନା ରୂପା ଏବଂ ଚୋରା ସୁନା କିଣିଥିବା ଲୋକ ଠାରୁ ନଗଦ ଟଙ୍କା ଜବତ ହୋଇଛି

Share196Tweet123
M M

M M

ଆଜିର ପାଗ

Bhubaneswar
February 3, 2026, 8:20 PM
 
SSE
Clear sky
22°C
2.6 m/s
Apparent: 22°C
Pressure: 1017 mb
Humidity: 87%
Winds: 2.6 m/s SSE
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

February 3, 2026
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom