• Latest
  • Trending
ପୁରୀରେ ଦ୍ୱିତୀୟ କୃଷି ବିଜ୍ଞାନ କେନ୍ଦ୍ର ସ୍ଥାପନ ପାଇଁ ବିଜେପି କୃଷକ ମୋର୍ଚ୍ଚାର ଦାବି

ପୁରୀରେ ଦ୍ୱିତୀୟ କୃଷି ବିଜ୍ଞାନ କେନ୍ଦ୍ର ସ୍ଥାପନ ପାଇଁ ବିଜେପି କୃଷକ ମୋର୍ଚ୍ଚାର ଦାବି

Sep-15-2025 02:58 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-07-2026 09:22 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

Feb-06-2026 09:12 PM IST
ପ୍ରଧାନମନ୍ତ୍ରୀଙ୍କ ଗୁରୁ ମନ୍ତ୍ର, ମାର୍କ ଏକ ବେମାର

ପ୍ରଧାନମନ୍ତ୍ରୀଙ୍କ ଗୁରୁ ମନ୍ତ୍ର, ମାର୍କ ଏକ ବେମାର

Feb-06-2026 09:09 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-06-2026 06:15 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-05-2026 06:57 AM IST
ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

Feb-05-2026 06:55 AM IST
ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

Feb-05-2026 07:39 AM IST
  • About
  • Careers
  • Contact Us
Saturday, February 7, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ପୁରୀରେ ଦ୍ୱିତୀୟ କୃଷି ବିଜ୍ଞାନ କେନ୍ଦ୍ର ସ୍ଥାପନ ପାଇଁ ବିଜେପି କୃଷକ ମୋର୍ଚ୍ଚାର ଦାବି

by M M
Sep-15-2025 02:58 AM IST
in ରାଜ୍ୟ
0
ପୁରୀରେ ଦ୍ୱିତୀୟ କୃଷି ବିଜ୍ଞାନ କେନ୍ଦ୍ର ସ୍ଥାପନ ପାଇଁ ବିଜେପି କୃଷକ ମୋର୍ଚ୍ଚାର ଦାବି
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ୱର: ପୁରୀ ଜିଲ୍ଲାର କୃଷିକୁ ଆଗକୁ ବଢ଼ାଇବା, କୃଷକଙ୍କୁ ସମୟୋପଯୋଗୀ କୃଷି ସହାୟତା ଏବଂ ଆଧୁନିକ ଜ୍ଞାନକୌଶଳ ପହଞ୍ଚାଇବା ପାଇଁ ଏକ ଦ୍ୱିତୀୟ କୃଷି ବିଜ୍ଞାନ କେନ୍ଦ୍ର (KVK) ସ୍ଥାପନ ହେବା ଦରକାର ବୋଲି ବିଜେପି କୃଷକ ମୋର୍ଚ୍ଚା ଦାବି କରିଛି।

ଏହି ସମ୍ବନ୍ଧରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସମ୍ପାଦକ ପ୍ରଶାନ୍ତ ସ୍ୱାଇଁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଜୟ ପଣ୍ଡା, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଅଜୟ ପ୍ରଧାନ, ଉପସଭାପତି ରଞ୍ଜନ ବରାଳ ଓ ଅର୍ଜୁନ ବରାଳ ସହିତ କୃଷକ ସମୂହ କୃଷି ମନ୍ତ୍ରଣାଳୟ, ଭାରତ ସରକାର ଏବଂ ଆଇ.ସି.ଏ.ଆର୍. କୁ ଚିଠି ଲେଖି ପୁରୀରେ ଦ୍ୱିତୀୟ କୃଷି ବିଜ୍ଞାନ କେନ୍ଦ୍ର ସ୍ଥାପନ ପାଇଁ ଅନୁରୋଧ କରିଛନ୍ତି।

ବର୍ତ୍ତମାନ ସାଖିଗୋପାଳରେ ଏକମାତ୍ର କେ.ଭି.କେ ରହିଥିବା ସତ୍ତ୍ୱେ, ପୁରୀ ଜିଲ୍ଲାର ବିଶାଳ କୃଷିକ୍ଷେତ୍ର, ବିଶେଷକରି ନିମାପଡା, ଗୋପ, କାକଟପୁର ଓ ଅସ୍ତରଙ୍ଗ ଅଞ୍ଚଳରେ ସେହି କେ.ଭି.କେ ର ପହଞ୍ଚ ଅସୁବିଧାଜନକ ହେଉଥିବାରୁ, କୃଷକମାନେ ଅନେକ ସମୟରେ ସମୟୋପଯୋଗୀ ପ୍ରଶିକ୍ଷଣ, ପ୍ରଦର୍ଶନୀ ଓ ପରାମର୍ଶ ଠାରୁ ବଞ୍ଚିତ ହେଉଛନ୍ତି।

କୃଷକ ନେତାମାନେ କହିଛନ୍ତି ଯେ, ପୁରୀର ଉର୍ବର ମାଟି, ପ୍ରଚୁର ଧାନ, ପାନ, ମୀନ, ସବୁଜ ପନିପରିବା, ଉଦ୍ୟାନ ଫସଲ ସହିତ ବିଭିନ୍ନ ପ୍ରକାର କୃଷିର ବ୍ୟାପକ ସମ୍ଭାବନା ରହିଛି। କିନ୍ତୁ ଘୂର୍ଣ୍ଣି ବାତ୍ୟା, ଲୁଣିଆ ପାଣିର ଅନୁପ୍ରବେଶ ଓ ପରିବର୍ତ୍ତନଶୀଳ ପାଣିପାଗ ଦ୍ୱାରା ସେମାନଙ୍କ ଜୀବିକା  ସଙ୍କଟାପନ୍ନ ହେଉଛି।

ସେହିପରି, ଦ୍ୱିତୀୟ କୃଷି ବିଜ୍ଞାନ କେନ୍ଦ୍ର ସ୍ଥାପନ ହେଲେ ସ୍ଥାନୀୟ କୃଷକମାନେ ପ୍ରତ୍ୟକ୍ଷ ଲାଭ ଉଠାଇପାରିବେ,ସମୁଦ୍ରକୁଳିଆ ଏବଂ ଲୁଣିଆ ପ୍ରଭାବିତ ଅଞ୍ଚଳରେ ଉଚିତ କୃଷି ପ୍ରଣାଳୀ ପ୍ରଚାରିତ ହେବ,
ଗ୍ରାମୀଣ ଯୁବକ-ଯୁବତୀ ଓ ମହିଳାଙ୍କ ପାଇଁ ରୋଜଗାର ସୃଷ୍ଟି ହେବ।

ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ କୁହାଯାଇଛି, “ପୁରୀରେ ଦ୍ୱିତୀୟ କେ.ଭି.କେ ସ୍ଥାପନ କୃଷକଙ୍କ ଆୟ ବୃଦ୍ଧି, ସ୍ଥାୟୀ କୃଷି ପ୍ରଣାଳୀର ପ୍ରଚାର ଓ ଆତ୍ମନିର୍ଭର ଗ୍ରାମାଞ୍ଚଳ ଗଠନରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନେବ ବୋଲି ଦୃଢ ଆଶାବ୍ୟକ୍ତ କରିଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
February 7, 2026, 9:13 PM
 
SSE
Partly cloudy
20°C
1.8 m/s
Apparent: 23°C
Pressure: 1015 mb
Humidity: 96%
Winds: 1.8 m/s SSE
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

February 7, 2026
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

February 6, 2026
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

February 6, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom