• Latest
  • Trending
ସୁଭଦ୍ରା ଅଭିଯୋଗ ପୋର୍ଟାଲ ଆରମ୍ଭ

ସୁଭଦ୍ରା ଅଭିଯୋଗ ପୋର୍ଟାଲ ଆରମ୍ଭ

Sep-15-2025 02:09 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-07-2026 09:22 AM IST
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

Feb-06-2026 09:20 PM IST
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

Feb-06-2026 09:18 PM IST
ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି

Feb-06-2026 09:15 PM IST
ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

ସମୁଦ୍ର ଭିତରେ ହଜିଗଲା ଓଡ଼ିଆ ପୁଅ, ସମୁଦ୍ରରେ ସର୍ଚ୍ଚ ଅପରେସନରୁ ମିଳିଲା କି ସୁରାକ ?

Feb-06-2026 09:12 PM IST
ପ୍ରଧାନମନ୍ତ୍ରୀଙ୍କ ଗୁରୁ ମନ୍ତ୍ର, ମାର୍କ ଏକ ବେମାର

ପ୍ରଧାନମନ୍ତ୍ରୀଙ୍କ ଗୁରୁ ମନ୍ତ୍ର, ମାର୍କ ଏକ ବେମାର

Feb-06-2026 09:09 PM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-06-2026 06:15 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Feb-05-2026 06:57 AM IST
ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

ସବୁବେଳେ ପ୍ରଶାସନ ତପ୍ତର ରହୁ କେବଳ ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ କାହିଁକି ?

Feb-05-2026 06:55 AM IST
ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

ସଂସଦରେ ଶବ୍ଦର ଯୁଦ୍ଧ, ରାହୁଲ-ବିଟ୍ଟୁ ମୁହାଁମୁହିଁ, ‘ଗଦ୍ଦାର’ କିଏ ?

Feb-05-2026 07:39 AM IST
  • About
  • Careers
  • Contact Us
Saturday, February 7, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜ୍ୟ

ସୁଭଦ୍ରା ଅଭିଯୋଗ ପୋର୍ଟାଲ ଆରମ୍ଭ

by M M
Sep-15-2025 02:09 PM IST
in ରାଜ୍ୟ
0
ସୁଭଦ୍ରା ଅଭିଯୋଗ ପୋର୍ଟାଲ ଆରମ୍ଭ
491
SHARES
1.4k
VIEWS
Share on FacebookShare on Twitter

ସୁଭଦ୍ରା ଅଭିଯୋଗ ପୋର୍ଟାଲ ଆରମ୍ଭ ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏକ୍ସ ମାଧ୍ୟମରେ କହିଛନ୍ତି ଯେ ଆଜି ଲୋକସେବା ଭବନଠାରେ ସୁଭଦ୍ରା ଯୋଜନା ପାଇଁ ବହୁ ପ୍ରତୀକ୍ଷିତ ଅଭିଯୋଗ ସମାଧାନ ମଡ୍ୟୁଲ୍‌ର ଶୁଭାରମ୍ଭ କରାଯାଇଛି । ଏହି ମଡ୍ୟୁଲ୍‌କୁ ଉପଯୋଗ କରି ଡିଜିଟାଲ୍‌ ବ୍ୟବସ୍ଥାରେ ସୁଭଦ୍ରା ଆବେଦନକାରୀଙ୍କ ଅଭିଯୋଗ ଯଥା ଆବେଦନ ପ୍ରତ୍ୟାଖ୍ୟାନ ଓ ସୁଭଦ୍ରା ସହାୟତା ନମିଳିବା ଆଦିର ତ୍ୱରିତ ଉପାୟରେ ତଦନ୍ତ କରି ନିଷ୍ପତ୍ତି ଗ୍ରହଣ କରାଯିବ । ଏହି ମଡ୍ୟୁଲ୍‌ ଜରିଆରେ ପ୍ରଥମେ ବ୍ଲକ୍‌ ସ୍ତରରେ, ନଗର ସ୍ତରରେ ଓ ପରେ କ୍ଷେତ୍ର ସ୍ତରରେ ଯାଞ୍ଚ ରିପୋର୍ଟ ଉପରେ ଆଧାର କରି ହିତାଧିକାରୀଙ୍କ ଯୋଗ୍ୟତା ବାବଦରେ ନିଷ୍ପତ୍ତି ନିଆଯିବ। ଶେଷରେ ଜିଲ୍ଲା ସ୍ତରୀୟ ଓ ନଗର ନିଗମ ସ୍ତରୀୟ ସ୍କୃୁଟିନି କମିଟି ଅନୁମୋଦନ ଓ ପ୍ରତ୍ୟାଖ୍ୟାନର ଚୂଡ଼ାନ୍ତ ନିଷ୍ପତ୍ତି ନେବେ। ଏହି ମଡ୍ୟୁଲ୍‌ ଦ୍ୱାରା ପୂର୍ବରୁ ସୁଭଦ୍ରା ପୋର୍ଟାଲରେ ଆସିଥିବା ୨,୮୩,୨୬୪ଟି ଅଭିଯୋଗର ମଧ୍ୟ ସମାଧାନ କରାଯିବ ।

ଗତବର୍ଷ ସେପ୍ଟେମ୍ବର ୧୭ ତାରିଖରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଜନ୍ମଦିନରେ ଓଡ଼ିଶାର ଭଉଣୀମାନଙ୍କୁ ‘ସୁଭଦ୍ରା’ ଉପହାର ପ୍ରଦାନ କରାଯାଇଥିଲା । ଏହା ୧ କୋଟିରୁ ଉର୍ଦ୍ଧ୍ୱ ସୁଭଦ୍ରା ଭଉଣୀମାନଙ୍କ ପାଇଁ ଆଶାର କିରଣ ସାଜିବା ସହ ସେମାନଙ୍କୁ ସ୍ୱାବଲମ୍ବୀ ହେବା ଦିଗରେ ପ୍ରୋତ୍ସାହନ ଯୋଗାଇଛି । ଏଥର ମୋଦୀ ଜୀଙ୍କ ଜନ୍ମଦିନ ଅବସରରେ ସୁଭଦ୍ରା ଯୋଜନାର ଏକବର୍ଷ ପୂର୍ତ୍ତି ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇବା ପାଇଁ ‘ଧନ୍ୟବାଦ ମୋଦୀ ଜୀ’ କାର୍ଯ୍ୟକ୍ରମକୁ ସୁଭଦ୍ରା ଭଉଣୀମାନେ ଏବଂ ୩୩୮ଟି ସମନ୍ୱିତ ଶିଶୁ ବିକାଶ ସେବା କାର୍ଯ୍ୟାଳୟ (ଆଇସିଡିଏସ୍‌)ରେ ଉତ୍ସବ ଭାବେ ପାଳନ କରିବା ପାଇଁ ଆହ୍ୱାନ କରୁଛି।

Share196Tweet123
M M

M M

ଆଜିର ପାଗ

Bhubaneswar
February 7, 2026, 9:06 PM
 

SSE
Partly cloudy
20°C
2.3 m/s
Apparent: 23°C
Pressure: 1016 mb
Humidity: 94%
Winds: 2.3 m/s SSE
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:19 AM
Sunset: 5:41 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0
 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0
ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

February 7, 2026
ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

ଦୂର ହେବ ଘରଭଡ଼ା ଟେନସନ, ସରକାର ଦେବେ ଘର

February 6, 2026
ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

ଇସଲାମାବାଦ ଜଳୁଛି ପାକିସ୍ତାନ ଥରିଗଲା

February 6, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom