• Latest
  • Trending
ଦଳ ଭଲ ପାଇଁ କହୁଛନ୍ତି ଶ୍ରୀମୟୀ, କଣ କହିଲେ ଦେବାଶିଷ ସାମନ୍ତରାୟ

ଦଳ ଭଲ ପାଇଁ କହୁଛନ୍ତି ଶ୍ରୀମୟୀ, କଣ କହିଲେ ଦେବାଶିଷ ସାମନ୍ତରାୟ

Sep-19-2025 10:29 AM IST
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

Feb-03-2026 09:46 AM IST
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

Feb-02-2026 07:41 PM IST
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

Feb-02-2026 07:36 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
  • About
  • Careers
  • Contact Us
Tuesday, February 3, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଦଳ ଭଲ ପାଇଁ କହୁଛନ୍ତି ଶ୍ରୀମୟୀ, କଣ କହିଲେ ଦେବାଶିଷ ସାମନ୍ତରାୟ

by M M
Sep-19-2025 10:29 AM IST
in ବଡ଼ ଖବର
0
ଦଳ ଭଲ ପାଇଁ କହୁଛନ୍ତି ଶ୍ରୀମୟୀ, କଣ କହିଲେ ଦେବାଶିଷ ସାମନ୍ତରାୟ
491
SHARES
1.4k
VIEWS
Share on FacebookShare on Twitter

ଗତ କିଛି ଦିନ ଧରି ବିଜେଡି ଉପରେ ଅସନ୍ତୋଷ ପ୍ରକାଶ କରୁଛନ୍ତି ଶ୍ରୀମୟୀ ମିଶ୍ର । ଯାହାକୁ ନେଇ ଦଳ ତାଙ୍କ ଉପରେ କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରେ ବୋଲି ଚର୍ଚା ହେଉଛି । ଏହାରି ଭିତରେ  ଶୀମୟୀଙ୍କ ସପକ୍ଷରେ ବାହାରିଛନ୍ତି ରାଜ୍ୟସଭା ସାଂସଦ ତଥା କଟକ-ବାରବାଟୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ । ଶ୍ରୀମୟୀଙ୍କ କଟାକ୍ଷକୁ ନେଇ ସେ କହିଛନ୍ତି ଯେଉଁମାନେ ଦଳର ଭଲ ପାଇଁ କହୁଛନ୍ତି ତାଙ୍କ କଥା ଦଳ ଚିନ୍ତା କରିବା ଦରକାର । ଶ୍ରୀମୟୀଙ୍କ ସପକ୍ଷରେ ବାହାରିବା ସହ ଦେବାଶିଷ କହିଛନ୍ତି ଯେ ଶ୍ରୀମୟୀଙ୍କୁ ଦଳ ଅଣଦେଖା କରିଛି । ଶ୍ରୀମୟୀ ଦଳପାଇଁ ଅନେକ କାମ କରିଛନ୍ତି । ଦଳକୁ ନେଇ ଶ୍ରୀମୟୀ ଯେତେବେଳେ ଯାହା କହିଛନ୍ତି ଠିକ୍‍ କହିଛନ୍ତି  । ଦେବାଶିଷ ଆହୁରି କହିଛନ୍ତି ଯେ ଦଳ ତାଙ୍କୁ ଟିକେଟ ଦେବାକୁ କହି ଟିକେଟ ଦେଲାନାହିଁ । ଦଳ ବିରୋଧରେ ମୁହଁ ଖୋଲିଲେ କିଛି ଅସୁବିଧା ନାହିଁ । ଏଭଳି ନେତାଙ୍କ ଉପରେ ଆକ୍ସନ ନେବା ଠିକ୍‍ ନୁହେଁ ।

ଦେବାଶିଷ ଆହୁରି କହିଛନ୍ତି ଯେ ପ୍ରଫୁଲ୍ଲ ମଲ୍ଲିକ, ଭାସ୍କର ରାଓ ସୁବିଧାବାଦୀ ନେତା ନୁହଁନ୍ତି । ସେମାନେ ଦଳ ପାଇଁ ଅନେକ କାର୍ଯ୍ୟ କରିଛନ୍ତି । ପ୍ରଫୁଲ୍ଲ ମଲ୍ଲିକ ଜଣେ ବରିଷ୍ଠ ନେତା, ବିଜେଡି ପାଇଁ ସେ ପରିଶ୍ରମ କରିଛନ୍ତି  । ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳରୁ ସସ୍‍ପେଣ୍ଡ କରିବା ଭୁଲ ନିଷ୍ପତ୍ତି । ଭାସ୍କର ରାଓ ଭଳି ପୁରୁଖା ନେତା ବିଜେଡି ଛାଡି ଚାଲି ଯାଇଛନ୍ତି । ଯାହା ଦଳକୁ ଅନେକ କ୍ଷତି ପହଞ୍ଚାଇପାରେ । ସମସ୍ତଙ୍କ କଥା ଦଳ ଶୁଣିବା କଥା । ମତେ ଦଳ ଯାହା କୁହେ ମୁଁ ଶୁଣେ । ମତେ କେବେ ବି ଦଳରେ ଅଣଦେଖା କରାଯାଇନାହିଁ କହିଛନ୍ତି ଦେବାଶିଷ ସାମନ୍ତରାୟ ।

ସେପଟେ ଦେବାଶିଷଙ୍କ ଏଭଳି ବୟାନ ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟିକା ତଥା ଦଳର ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ । ପ୍ରମିଳା କହିଛନ୍ତି ଯେ କ୍ଷମତା ଉପଭୋଗ ପରେ ବୟାନବାଜି କରିବା ଦୁର୍ଭାଗ୍ୟଜନକ । ଦେବାଶିଷ ସାମନ୍ତରାୟ ବାରମ୍ବାର ଦଳ ବିରୋଧୀ ମନ୍ତବ୍ୟ ଦେଉଛନ୍ତି । ଦଳରେ କିଏ କଣ କରୁଛି ତାହା ଶୃଙ୍ଖଳା କମିଟି ଦେଖୁଛି । ଏ ବିଷୟରେ ଦଳର ସଭାପତି ମଧ୍ୟ ଅବଗତ ଅଛନ୍ତି । ସମସ୍ତେ ଦଳର ଶୃଙ୍ଖଳା ମାନି କାମ କରିବା ଉଚିତ  । ଦଳ ବଡ଼  ବୋଲି ପ୍ରମିଳା ମଲ୍ଲିକ କହିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
February 3, 2026, 7:00 PM
 
SSE
Clear sky
25°C
2.2 m/s
Apparent: 22°C
Pressure: 1017 mb
Humidity: 87%
Winds: 2.2 m/s SSE
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ କିପରି କଟିବ ଆଜିର ଦିନ

ଜାଣନ୍ତୁ କିପରି କଟିବ ଆଜିର ଦିନ

February 3, 2026
ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

ନବୀନଙ୍କୁ ଜିଲ୍ଲାପାଳଙ୍କ କଟାକ୍ଷ , ଏମିତି ଜବାବ ରଖିଲେ ଲେନିନ

February 2, 2026
ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom