• Latest
  • Trending
ନବରାତ୍ରୀର ଚତୁର୍ଥ ଦିନରେ ଦେବୀ କୁଷ୍ମାଣ୍ଡାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା

ନବରାତ୍ରୀର ଚତୁର୍ଥ ଦିନରେ ଦେବୀ କୁଷ୍ମାଣ୍ଡାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା

Sep-25-2025 11:23 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-21-2025 12:19 PM IST
କଣ କହୁଛି ଆପଣଙ୍କ ରାଶିଫଳ

କଣ କହୁଛି ଆପଣଙ୍କ ରାଶିଫଳ

Oct-21-2025 07:07 AM IST
ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

Oct-20-2025 12:43 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବିଶେଷ

ନବରାତ୍ରୀର ଚତୁର୍ଥ ଦିନରେ ଦେବୀ କୁଷ୍ମାଣ୍ଡାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା

by M M
Sep-25-2025 11:23 AM IST
in ବିଶେଷ
0
ନବରାତ୍ରୀର ଚତୁର୍ଥ ଦିନରେ ଦେବୀ କୁଷ୍ମାଣ୍ଡାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା
491
SHARES
1.4k
VIEWS
Share on FacebookShare on Twitter

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନବରାତ୍ରୀର ଚତୁର୍ଥ ଦିନରେ ଦେବୀ କୁଷ୍ମାଣ୍ଡାଙ୍କୁ ପ୍ରାର୍ଥନା କରିଛନ୍ତି ।

ଏକ୍ସରେ ଏକ ଭିଡିଓ ସେୟାର କରି ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି;

“ନବରାତ୍ରୀରେ ଆଜି ଦେବୀ ମାତାଙ୍କ ଚତୁର୍ଥ ସ୍ୱରୂପ ମା’ କୁଷ୍ମାଣ୍ଡାଙ୍କୁ ମୋର ସାଦର ପ୍ରଣାମ! ସୂର୍ଯ୍ୟଙ୍କ ସମାନ ଦୈଦୀପ୍ୟମାନ ଦେବୀ ମା’ଙ୍କୁ ଏହା ପ୍ରାର୍ଥନା, ସେ ସମସ୍ତ ଭକ୍ତଙ୍କୁ ସମ୍ପନ୍ନତା ଓ ପ୍ରସନ୍ନତାର ଆଶୀର୍ବାଦ ଦିଅନ୍ତୁ । ତାଙ୍କର ଦିବ୍ୟ ଆଲୋକ ପ୍ରତ୍ୟେକଙ୍କ ଜୀବନକୁ ଆଲୋକିତ କରୁ ।

କୁଷ୍ମାଣ୍ଡା‌ ଦେବୀ ବ୍ରହ୍ମାଣ୍ଡ ସୃଷ୍ଟି କରିପାରନ୍ତି ।  କୁଷ୍ମାଣ୍ଡା‌ଙ୍କୁ ଦେବୀ ଦୁର୍ଗାଙ୍କର ଚତୁର୍ଥ ଅବତାର ବୋଲି ମନେକରାଯାଏ । ନବରାତ୍ରୀର ଚତୁର୍ଥ ଦିବସରେ କୁଷ୍ମାଣ୍ଡା‌ଙ୍କୁ ପୂଜା କରାଯାଏ; ସେ ସମ୍ପଦ ଓ ଶକ୍ତିର ଦେବୀ ଅଟନ୍ତି ।  ଦେବୀ କୁଷ୍ମାଣ୍ଡା‌ଙ୍କର ଆଠଟି ହାତ ଥିବାରୁ ସେ ଅଷ୍ଟଭୂଜା ଦେବୀ ଭାବରେ ପରିଚିତ । ତାଙ୍କ ଜପାମାଳାରେ ସିଦ୍ଧି ଓ ନିଧି ଦେବାର ସମସ୍ତ ଶକ୍ତି ନିହିତ ଥାଏ ।

ପ୍ରବାଦ ଅଛି, ସେ କେବଳ ସ୍ମିତ ହସଦ୍ୱାରା ସମସ୍ତ ବ୍ରହ୍ମାଣ୍ଡ ସୃଷ୍ଟି କରିଥିଲେ । ସେ ଧଳା କ‌ଖାରୁ ବା କୁଷ୍ମାଣ୍ଡକୁ ଭଲ ପାଆନ୍ତି । ତାଙ୍କର ବ୍ରହ୍ମାଣ୍ଡ ଓ କୁଷ୍ମାଣ୍ଡ ସାଥିରେ ସମ୍ପର୍କ ରହିବା ଯୋଗୁ ତାଙ୍କର ଏହି ଲୋକପ୍ରିୟ କୁଷ୍ମାଣ୍ଡା ନାମ ହୋଇଛି ।

କୁଷ୍ମାଣ୍ଡା‌ଙ୍କର ୮ ବା ଦଶ ହାତ ଥିବା ବର୍ଣ୍ଣନା କରାଯାଏ ଯାହା ସାହାଯ୍ୟରେ ସେ ପଦ୍ମ, ଚକ୍ର, କମଣ୍ଡଳୁ, ଧନୁ, ତୀର, ଗଦା, ମାଳା, ଅମୃତ ପାତ୍ର ଓ ରକ୍ତ ଇତ୍ୟାଦି ଧରିଥାଆନ୍ତି । ତାଙ୍କର ଭକ୍ତମାନଙ୍କୁ ତାଙ୍କର ଗୋଟିଏ ହାତରେ ଥିବା ଅଭୟ ମୁଦ୍ରା ସାହାଯ୍ୟରେ ସେ ଆଶୀର୍ବାଦ ଦିଅନ୍ତି । ବାଘ ହେଉଛି ତାଙ୍କର ବାହନ ।

ଏପରି ଗୋଟିଏ ସମୟ ଥିଲା ଯେତେବେଳେ ପୃଥିବୀ ବୋଲି କିଛି ନଥିଲା, ଗୋଟିଏ ଶୂନ୍ୟ ସ୍ଥାନ ଅନ୍ଧକାରରେ ଆଚ୍ଛାଦିତ ଥିଲା । ସଂସାରର କୌଣସି ଚିହ୍ନ ବର୍ଣ୍ଣ ନଥିଲା । କେବଳ ଗୋଟିଏ ଆଲୋକ ରେଖା ସର୍ବଦା ବିରାଜମାନ ଥିଲା ଯାହା ଏହି ଶୂନ୍ୟ ସ୍ଥାନ‌କୁ ଆଲୋକିତ କରୁଥିଲା । ଏହି ଆଲୋକ ସାଗରର ଆକାର ନଥିଲା । ହଠାତ ଏହି ଶୂନ୍ୟ ସ୍ଥାନରେ ଆକାର ବିରାଜମାନ ହେଲା ଯାହା ଏକ ସ୍ୱର୍ଗୀୟ ଦେବୀ ଭଳି ପ୍ରତୀତ ହେଲେ ଓ ସେ କୁଷ୍ମାଣ୍ଡା ଥିଲେ । ଦେବୀଙ୍କର ନିରବ ସ୍ମିତ ହସରୁ ବ୍ରହ୍ମାଣ୍ଡର ସୃଷ୍ଟି ଆରମ୍ଭ ହେଲା ।  ତାଙ୍କ ସ୍ମିତ ହସଦ୍ୱାରା ଅନ୍ଧକାର ଦୂରୀଭୂତ ହୋଇ ଏକ ନୂଆ ବ୍ରହ୍ମାଣ୍ଡ ତିଆରି ହେଲା । ଏହି ହସରୁ ଆଲୋକ ଓ ଜୀବନ ସୃଷ୍ଟି ହେଲା । ପୃଥିବୀ, ଗ୍ରହ, ନକ୍ଷତ୍ର ଓ ଆକାଶ ଗଙ୍ଗାର ସୃଷ୍ଟି ହୋଇଥିଲା । ଜୀବ ଜଗତ ବଞ୍ଚିବା ନିମନ୍ତେ ସୂର୍ଯ୍ୟ ଦରକାର ହେଲା । ତେଣୁ ସେ ସୂର୍ଯ୍ୟ ଓ ଶକ୍ତି ସୃଷ୍ଟି କଲେ ଓ ଜୀବ ଜଗତ ବଞ୍ଚି ରହିବା ନିମନ୍ତେ ଶକ୍ତି ଓ ଆଲୋକ ଦେଲେ । ତାଙ୍କର ଶକ୍ତି ପାଇ ସୂର୍ଯ୍ୟ ଏତେ ଶକ୍ତିଶାଳୀ  ।

ସେ ହିଁ ସୂର୍ଯ୍ୟଙ୍କର ଉତ୍ସ । ତାଙ୍କ ବିନା ଆଲୋକ ଓ ଶକ୍ତି ନିଷ୍ପ୍ରଭ ହୋଇଯିବ । ସୃଷ୍ଟିକୁ ସୂର୍ଯ୍ୟ ଆଲୋକିତ କରୁଥିଲେ ମଧ୍ୟ ତାଙ୍କ ଯୋଗୁ ସୂର୍ଯ୍ୟ ଶକ୍ତିପ୍ରାପ୍ତ ହେଉଛନ୍ତି । କୁଷ୍ମାଣ୍ଡା ରୂପରେ ସେ ଶକ୍ତିମୟୀ ହୁଅନ୍ତି । ଦେବତା, ମାନବ ଓ ଅନ୍ୟାନ୍ୟ ପାର୍ଥିବ ଜୀବ ତାଙ୍କର ପୂଜା କଲେ ସେ ସ୍ମିତ ହସ ପ୍ରଦାନ କରନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 22, 2025, 1:45 AM
 

NW
Clear sky
25°C
0.6 m/s
Apparent: 32°C
Pressure: 1010 mb
Humidity: 91%
Winds: 0.6 m/s NW
Windgusts: 7.5 m/s
UV-Index: 0
Precip.: 0mm /45% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

October 21, 2025
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

October 21, 2025
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

October 21, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom