• Latest
  • Trending
ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି

ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି

Oct-02-2025 09:09 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-21-2025 12:19 PM IST
କଣ କହୁଛି ଆପଣଙ୍କ ରାଶିଫଳ

କଣ କହୁଛି ଆପଣଙ୍କ ରାଶିଫଳ

Oct-21-2025 07:07 AM IST
ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

Oct-20-2025 12:43 PM IST
  • About
  • Careers
  • Contact Us
Wednesday, October 22, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବିଶେଷ

ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି

by M M
Oct-02-2025 09:09 AM IST
in ବିଶେଷ
0
ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି
491
SHARES
1.4k
VIEWS
Share on FacebookShare on Twitter

ରାଜଧାନୀ ଭୁବନେଶ୍ବରରେ ୭ଟି ସ୍ଥାନରେ ହେବ ରାବଣ ପୋଡି

 

ଆଜି ପବିତ୍ର ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ । ମଣ୍ତପରେ ଚାଲିଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସନ୍ଧ୍ୟାରେ ଅନୁଷ୍ଠିତ ହେବ ରାବଣ ପୋଡ଼ି ।

ମଣ୍ତପରେ କରାଯାଉଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା ଜଗତଜନନୀଙ୍କ ପୂଜା । ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ ପରିବେଶ ଦେଖିବାକୁ ମିଳୁଛି । ମାନ୍ୟତା ରହିଛି ଆଜିର ଦିନରେ ମାାଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ । ସମସ୍ତ ପୂଜା ମଣ୍ଡପ ଗୁଡିକରେ ଜଗତଜନନୀ ଦେବୀ ଦୁର୍ଗାଙ୍କର ବିଜୟାଦଶମୀ ପୂଜାର୍ଚ୍ଚନା ଜାରି ରହିଛି । ସକାଳୁ ଉପଚାର ପୂଜା କରାଯିବା ପରେ ବିଜୟାଦଶମୀ ଅନୁଷ୍ଠିତ ହେବ । ଏହା ପରେ ଅପରାଜିତା ପୂଜା, ଅନ୍ନପୂର୍ଣ୍ଣା ଭିକ୍ଷା ଓ ଶେଷରେ ମଣ୍ଡପରେ ଘଟ ବିସର୍ଜନ ବିଧି ପାଳିତ ହେବ ।ପାହାଳ ଥାନା ଅନ୍ତର୍ଗତ ନହରକଣ୍ଟା, ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡା, ବଡଗଡ଼ ଥାନା ଅନ୍ତର୍ଗତ କୋରଡକଣ୍ଟା, ବଡଗଡ଼ ଥାନା ଅନ୍ତର୍ଗତ ବାଙ୍କୁଆଳ , ଇନ୍ଫୋଭ୍ୟାଲି ଥାନା ଅନ୍ତର୍ଗତ ଗୋପାଳପୁର, ଇନ୍ଫୋସିଟି ଥାନା ଅନ୍ତର୍ଗତ କିଟ ରୋଡ଼ ଓ ଏୟାରଫିଲଡ଼ ଥାନା ଅନ୍ତର୍ଗତ କପିଳପ୍ରସାଦ ଫୁଟବଲ ପଡିଆ ଠାରେ ଆଜି ଅନୁଷ୍ଠିତ ହେବ ରାବଣ ପୋଡି। ଭୁବନେଶ୍ୱରରେ କମିଶନରେଟ ପୋଲିସ ଓ ଅଗ୍ନିଶମ ବିଭାଗ ପକ୍ଷରୁ ୭ ଟି ସ୍ଥାନରେ ରାବଣ ପୋଡି ପାଇଁ ଅନୁମତି ଦିଆଯାଇଛି ।

ଦର୍ଶକଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁନିଶ୍ଚିତ କରିବା ପାଇଁ ବରମୁଣ୍ଡା ପୂଜା ମଣ୍ଡପ ଠାରେ ଅଗ୍ନିଶମ ଅଧିକାରୀ ମାନେ ଯାଞ୍ଚ କରିଛନ୍ତି । ବାଣ ଫୁଟିବା ସ୍ଥାନ ଠାରୁ ଶହେ ମିଟର ଦୂରରେ ଲୋକମାନେ ରହିବେ । ଏଥିପାଇଁ ବ୍ୟାରିକେଡ କରାଯାଇଛି । ବିଶେଷ ଶବ୍ଦ ପ୍ରଦୂଷଣ ନହେବା ପାଇଁ ଗ୍ରୀନ କ୍ରାକରର ବ୍ୟବହାର ପାଇଁ ପୂର୍ବରୁ ପୂଜା କମିଟି ଗୁଡିକୁ ନିର୍ଦ୍ଦେଶ ରହିଛି । କୌଣସି ଅଘଟଣ ଘଟିଲେ ରାବଣ ପୋଡି ହେଉଥିବା ସ୍ଥାନରେ ଫାୟାର ଫାଇଟର ମାନେ ଆମ୍ବୁଲାନ୍ସ ସହ ରହିବେ ବୋଲି ଅଗ୍ନିଶମ ଅଧିକାରୀ କହିଛନ୍ତି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 22, 2025, 2:29 AM
 

NW
Clear sky
25°C
0.7 m/s
Apparent: 31°C
Pressure: 1011 mb
Humidity: 95%
Winds: 0.7 m/s NW
Windgusts: 7.5 m/s
UV-Index: 0
Precip.: 0mm /45% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

October 21, 2025
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

October 21, 2025
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

October 21, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom