• Latest
  • Trending

ପୁଣି ଏଥର ୨ଟି ଆସନରେ ନିର୍ବାଚନ ଲଢିବେ ନବୀନ

April 17, 2024
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

ବାସବରାଜୁ ଏନକାଉଁଟର,ଦୁଇ ଭାଇ: ଦୁଇ ଭିନ୍ନ ପଥ

May 27, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ୮୭.୪୯, କଳାରେ ୮୦.୫୧ ଓ ବାଣିଜ୍ୟରେ ୮୩.୦୨% ପିଲା ପାସ୍

May 21, 2025
ଅମଲାତନ୍ତ୍ରରୁ  ନେତାଙ୍କ ଶାସନ ଆରମ୍ଭ

ଅମଲାତନ୍ତ୍ରରୁ ନେତାଙ୍କ ଶାସନ ଆରମ୍ଭ

May 21, 2025
ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

ଭାରତ ଭିତରେ ପାକିସ୍ତାନର ଗୁପ୍ତଚର: ଗତ ୩ ଦିନରେ ଧରାପଡ଼ିଲେଣି ୧୧ ଗୁପ୍ତଚର

May 20, 2025
୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର

May 16, 2025
ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

ରାଜା ଚକ୍ର ଅଗ୍ରୀମ ଜାମିନ ଆବେଦନ ଖାରଜ

May 16, 2025
  • About
  • Careers
  • Contact Us
Saturday, June 7, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ମୁଖ୍ୟ ଖବର

ପୁଣି ଏଥର ୨ଟି ଆସନରେ ନିର୍ବାଚନ ଲଢିବେ ନବୀନ

by M M
April 17, 2024
in ମୁଖ୍ୟ ଖବର
0
491
SHARES
1.4k
VIEWS
Share on FacebookShare on Twitter

ବିଜେପି ଗତଥର ଭଳି ଏଥର ମଧ୍ୟ ପଶ୍ଚିମ ଓଡ଼ିଶାରେ ରଣନୀତିକୁ ଜୋରଦାର କରିଛି । ପଶ୍ଚିମ ଓଡ଼ିଶା ଭୋଟକୁ ହାତେଇବା ପାଇଁ ଏଥର ମଧ୍ୟ ପଶ୍ଚିମ ଓଡ଼ିଶାରେ ନବୀନ ପଟ୍ଟନାୟକ ଆଖି ପକାଇଛନ୍ତି । ଏଥର କଣ୍ଟାବାଞ୍ଜିରୁ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯ ଭଳି ୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ହିଞ୍ଜିଳି ଆସନରୁ ମୁଖ୍ୟମନ୍ତ୍ରୀ ବିଜେଡି ପ୍ରାର୍ଥୀ ହୋଇଥିବା ବେଳେ ଆଜି କଣ୍ଟାବାଞ୍ଜିରୁ ନବୀନ ଲଢିବା ନେଇ ଘୋଷଣା ହୋଇଛି । ଯାହାକୁ ନେଇ ରାଜନୀତି ମହଲରେ ଚର୍ଚା ଜୋର ଧରିଛି । ଏହାପୂର୍ବରୁ ୨୦୧୯ରେ ହିଞ୍ଜିଳି ସହ ବିଜେପୁର ଆସନରୁ ନିର୍ବାଚନ ଲଢିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଉଭୟ ଆସନରେ ମୁଖ୍ୟମନ୍ତ୍ରୀ ବିଜୟୀ ହୋଇଥିବା ବେଳେ ପରେ ବିଜେପୁର ଆସନ ଛାଡି ହିଞ୍ଜିଳି ଆସନ ରଖିଥିଲେ ।କଣ୍ଟାବାଞ୍ଜିରୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବା ପରେ ପଶ୍ଚିମ ଓଡ଼ିଶାକୁ ବିଜେଡି ଫୋକସରେ ରଖିଥିବା କୁହାଯାଉଛି । ଗତଥର ନବୀନ ପଶ୍ଚିମ ଓଡ଼ିଶାରୁ ଲଢିଥିଲେ ଯାହାର ଫାଇଦା ବିଜେଡିକୁ ମିଳିଥିଲା । ତେଣୁ ସେହି ଷ୍ଟ୍ରାଟେଜିକୁ ବିଜେଡି ପୁଣିଥରେ ଦୋହରାଇଛି । ପଶ୍ଚିମ ଓଡ଼ିଶାରେ ବିଜେଡି ବିଧାନସଭାରେ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ଲୋକସଭାରେ ଭଲ ପ୍ରଦର୍ଶନ କରିବାରେ ବିଫଳ ହୋଇଥିଲା । ତେଣୁ ଚଳିତଥର ପଶ୍ଚିମ ଓଡ଼ିଶାରେ ଲୋକସଭା ଆସନରେ ଭଲ ପ୍ରଦର୍ଶନ ପାଇଁ ନବୀନଙ୍କୁ ମୈଦାନକୁ ଓହ୍ଲାଇଥିବା ଚର୍ଚ୍ଚା ହେଉଛି । ୨୦୧୯ରେ କଣ୍ଟାବାଞ୍ଜି ଆସନ କଂଗ୍ରେସ ଖାତାକୁ ଯାଇଥିଲା ।
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

ସହଯୋଗୀଙ୍କ ଚକ୍ର ବ୍ୟୁହ; ମଝିରେ ଫସିଲା କଂଗ୍ରେସ

January 12, 2025
କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

କେଉଁଠୁ ଟିକେଟ ପାଇବେ ଲେଖାଶ୍ରୀ ?

0
ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

0
ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

ବିଜେଡି ଛାଡ଼ିଲେ ପୂର୍ବତନ ଏମ୍‌ପି ପ୍ରଭାସ ସିଂ

0
ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

ପିଲାଙ୍କ ପାଠପଢ଼ା କେମିତି ହେବା ଉଚିତ

June 6, 2025
ଅପରେସନ ସ୍ପାଇଡର ଓ୍ବେବ୍

ଅପରେସନ ସ୍ପାଇଡର ଓ୍ବେବ୍

June 3, 2025
ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

ସିଙ୍ଗାପୁରଠାରେ ଫାଇଭ ଷ୍ଟାର ଚଳଚ୍ଚିତ୍ର ମହୋତ୍ସବ ମହାସମାରୋହରେ ଆୟୋଜିତ

May 29, 2025

Weather

Bhubaneswar
June 7, 2025, 10:01 pm
 

SSW
Mainly clear
28°C
0.3 m/s
Apparent: 36°C
Pressure: 1005 mb
Humidity: 93%
Winds: 0.3 m/s SSW
Windgusts: 6.1 m/s
UV-Index: 0
Precip.: 5.1mm /45% / Rain
Sunrise: 5:05 am
Sunset: 6:25 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom