• Latest
  • Trending
ଆଇଏଏସ୍‌ ସ୍ତରରେ ଅଦଳବଦଳ

ଆଇଏଏସ୍‌ ସ୍ତରରେ ଅଦଳବଦଳ

Oct-10-2025 02:30 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଆଇଏଏସ୍‌ ସ୍ତରରେ ଅଦଳବଦଳ

ବିଏମ୍‌ସି କମିଶନର ଚଞ୍ଚଲ ରାଣାଙ୍କୁ ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ର ଏମ୍‌ଡି ଭାବେ ଅତିରିକ୍ତ ଦାୟିତ୍ୱ

by M M
Oct-10-2025 02:30 PM IST
in ବଡ଼ ଖବର, ରାଜ୍ୟ
0
ଆଇଏଏସ୍‌ ସ୍ତରରେ ଅଦଳବଦଳ
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପକ୍ଷରୁ ବିଜ୍ଞପ୍ତି ଜାରି କରଯାଇଛି। ୨୦୦୨ ବ୍ୟାଚ୍‌ର ଆଇଏଏସ୍‌ ତଥା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସଚିବ ଗିରିଶ ଏସ୍‌ଏନ୍‌ଙ୍କୁ ମିସନ ଶକ୍ତି ବିଭାଗରେ ଅତିରିକ୍ତ ଦାୟିତ୍ବ ମିଳିଛି।

ଏନ୍‌. ଥିରୁମାଲା ନାଏକଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ନିଯୁକ୍ତ କରାଯାଇଛି। ମାନସୀ ନିମ୍ଭାଲ ଉଠା ଜଳସେଚନ ନିଗମର ଏମ୍‌ଡି ହୋଇଥିବା ବେଳେ ସୁରେନ୍ଦ୍ର କୁମାର ମୀନା ST/SC ବିକାଶ ବିଭାଗର ଅତିରିକ୍ତ ସଚିବ ଓ ଶୁଭଶ୍ରୀ ନନ୍ଦ ଯୋଜନା ଓ ସଂଯୋଜନା ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ବିଏମ୍‌ସି କମିଶନର ଚଞ୍ଚଲ ରାଣାଙ୍କୁ ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ର ଏମ୍‌ଡି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ପ୍ରେମଜିତ୍ ନାୟକଙ୍କୁ ST ବିଭାଗର ନିର୍ଦ୍ଦେଶକ, ଦୀପଙ୍କର ମହାପାତ୍ରଙ୍କୁ ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ, ପ୍ରଣତି ଛୋଟରାୟଙ୍କୁ ଗୃହ ବିଭାଗର ଅତିରିକ୍ତ ସଚିବ, ନିବେଦିତା ପୃଷ୍ଟିଙ୍କୁ ବୟନିକାର ଏମ୍‌ଡି, ମଧୁସ୍ମିତା ସାମଲଙ୍କୁ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ଏବଂ ସଞ୍ଜୟ ବିଶ୍ୱାଳଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି। ଏହାସହ ବରିଷ୍ଠ ଓଏଏସ ଅଧିକାରୀ କାହ୍ନୁଚରଣ ଧୀରଙ୍କୁ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି।

Tags: newsnewsroomodishaଆଇଏଏସ
Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 10:10 AM
 

NE
Overcast
25°C
1.2 m/s
Apparent: 28°C
Pressure: 1019 mb
Humidity: 60%
Winds: 1.2 m/s NE
Windgusts: 5.8 m/s
UV-Index: 5.35
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom