• Latest
  • Trending
ରତ୍ନଭଣ୍ଡାର ପାଇଁ ଗଠନ ହେଲା ୧୬ ଜଣିଆ କମିଟି

ରତ୍ନଭଣ୍ଡାର ପାଇଁ ଗଠନ ହେଲା ୧୬ ଜଣିଆ କମିଟି

Jul-05-2024 04:51 PM IST
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

Dec-07-2025 11:11 AM IST
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

Dec-07-2025 11:07 AM IST

ବିଶାଖାପାଟନମରେ ଭାରତର ଦମଦାର ବିଜୟ

Dec-07-2025 10:19 AM IST
ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

Dec-07-2025 08:41 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-07-2025 08:33 AM IST
ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

Dec-06-2025 09:51 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-06-2025 09:46 AM IST
ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

Dec-05-2025 05:33 PM IST
ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

Dec-05-2025 01:20 PM IST
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫିଟ୍ ଇଣ୍ଡିଆ ଅଭିଯାନର ବାର୍ତ୍ତା କପିଳାସ ହାଫ୍ ମାରାଥନରେ ପ୍ରତିଧ୍ୱନିତ ହେଉଛି- ଧର୍ମେନ୍ଦ୍ର

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫିଟ୍ ଇଣ୍ଡିଆ ଅଭିଯାନର ବାର୍ତ୍ତା କପିଳାସ ହାଫ୍ ମାରାଥନରେ ପ୍ରତିଧ୍ୱନିତ ହେଉଛି- ଧର୍ମେନ୍ଦ୍ର

Dec-05-2025 12:48 PM IST
  • About
  • Careers
  • Contact Us
Sunday, December 7, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ରତ୍ନଭଣ୍ଡାର ପାଇଁ ଗଠନ ହେଲା ୧୬ ଜଣିଆ କମିଟି

by M M
Jul-05-2024 04:51 PM IST
in ବଡ଼ ଖବର, ଭିଡ଼ିଓ, ରାଜ୍ୟ
0
ରତ୍ନଭଣ୍ଡାର ପାଇଁ ଗଠନ ହେଲା ୧୬ ଜଣିଆ କମିଟି
491
SHARES
1.4k
VIEWS
Share on FacebookShare on Twitter

ରତ୍ନଭଣ୍ଡାର ଖୋଲିବା ପାଇଁ ୧୬ ଜଣିଆ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ ନୂଆ କମିଟିର ମୁଖ୍ୟ ହେବେ । ୬ ତାରିଖରେ ଏହି ନୂଆ କମିଟିବୈଠକ କରି ରତ୍ନଭଣ୍ଡାର କେବେ ଖୋଲାଯିବ ଓ ରତ୍ନଭଣ୍ଡାର ଖୋଲାଯିବା ନେଇ ରୂପରେଖ କଣ ରହିବ ସେ ନେଇ ନିଷ୍ପତ୍ତି ନେବ । ପୁରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ଅଫିସରେ ଏହି ବୈଠକ ହେବ । ଆଉ ମରାମତି, ଗଣତି ଓ ମଣତି ନେଇ ନିଷ୍ପତି ନିଆଯିବ । କେଉଁ କେଉଁ ପ୍ରକ୍ରିୟାରେ ଏହା ହେବ ସେ ନେଇ ନିଷ୍ପତ୍ତି ନେବ କମିଟି । ଆଉ ଏହାପରେ ସରକାର ରତ୍ନଭଣ୍ଡାର ଖୋଲିବା ନେଇ ସ୍ପଷ୍ଟ ଚିତ୍ର ଦେବେ ।କମିଟରେ କେଉଁ କେଉଁମାନେ ସଦସ୍ୟ ରହିବେ ତାର ସ୍ତୁବିସ୍ତୁତ ତଥ୍ୟ କାଲି ସରକାର ଦେବେ ।ଏହି ଘୋଷଣା ସହ ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଭଙ୍ଗ ହୋଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ତତକାଳୀନ ବିଜେଡି ସରକାର ଅରିଜିତ ପଶାୟ ତ୍ତଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରିଥିଲେ । ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରତ୍ନୠଣ୍ଡାର ଖୋଲାଯିବ । ମହାପ୍ରଭୁ ମନ୍ଦିରରେ ନଥିବା ସମୟରେ ହିଁ ଖୋଲାଯିବ ରତ୍ନଭଣ୍ଡାର । ରତ୍ନଭଣ୍ଡାର କେବେ ଖୋଲିବ ? କେଉଁ ପ୍ରକ୍ରିୟାରେ ରତ୍ନ ଗଣତି ହେବ ? କିଏ କିଏ ରତ୍ନଭଣ୍ଡାର ଭିତରକୁ ଯିବେ ସେନେଇ ନିଷ୍ପତି ନେବାକୁ ରାଜ୍ୟ ସରକାର ଏହି କମିଟି ଗଠନ କରିଛନ୍ତି ।

Tags: bjpnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
December 7, 2025, 4:39 PM
 

ENE
Overcast
24°C
0.8 m/s
Apparent: 16°C
Pressure: 1017 mb
Humidity: 76%
Winds: 0.8 m/s ENE
Windgusts: 5.4 m/s
UV-Index: 0
Precip.: 0mm /0% / Rain
Sunrise: 6:09 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

December 7, 2025
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

December 7, 2025

ବିଶାଖାପାଟନମରେ ଭାରତର ଦମଦାର ବିଜୟ

December 7, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom