• Latest
  • Trending

ମଞ୍ଚ ଉପରେ ‘ରାମ’ଙ୍କୁ ହାର୍ଟ ଆଟାକ୍‌! ଚାଲିଗଲା ପ୍ରାଣ

Oct-06-2024 05:29 PM IST
ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

ବଙ୍ଗୋପସାଗରରେ ଆସୁଛି ବଡ଼ ଲଘୁଚାପ ! ହେବ କି ବାତ୍ୟା ?

May-07-2026 07:32 PM IST
ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

ଦୁଇ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମୃତ୍ୟୁଦଣ୍ଡ ଦେଲା ଚୀନ୍, ଦୁର୍ନୀତି ମାମଲାରେ ରାଷ୍ଟ୍ରପତି ସି ଜିନପିଙ୍ଗ କଠୋର କାର୍ଯ୍ୟାନୁଷ୍ଠାନ

May-07-2026 07:21 PM IST
ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

ସାବଧାନ ! ଫ୍ରିଜରେ ଅଟା ଚକଟି ରଖୁଛନ୍ତି କି ?

May-07-2026 07:11 PM IST
ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

ମୁଖ୍ୟମନ୍ତ୍ରୀ ହେବା ଆଗରୁ ବଡ ନିଷ୍ପତ୍ତି ନେଲେ ବିଜୟ, କହିଲେ…

May-07-2026 04:47 PM IST
ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

ଦୂର ହେଲା ତାମିଲନାଡୁ ସିଏମ୍ ସସପେନ୍ସ ! ସରକାର ଗଠନ ପାଇଁ ବିଜୟଙ୍କୁ ଗ୍ରୀନ ସିଗନାଲ ଦେଲେ ରାଜ୍ୟପାଳ

May-07-2026 03:54 PM IST
ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

ମମତାଙ୍କୁ ହରାଇଦେଲା ସୋସିଆଲ୍ ମିଡିଆ, ଜାଣନ୍ତୁ କେମିତି?

May-07-2026 02:56 PM IST
ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

ଗ୍ରୀଷ୍ମ ଋତୁରେ ଲେମ୍ବୁକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସଂରକ୍ଷଣ କରିବା ପାଇଁ ଆପଣାନ୍ତୁ ଏହି ୪ ଉପାୟ

May-07-2026 01:34 PM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
  • About
  • Careers
  • Contact Us
Friday, May 8, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ମଞ୍ଚ ଉପରେ ‘ରାମ’ଙ୍କୁ ହାର୍ଟ ଆଟାକ୍‌! ଚାଲିଗଲା ପ୍ରାଣ

by M M
Oct-06-2024 05:29 PM IST
in ଦେଶ ବିଦେଶ
0
491
SHARES
1.4k
VIEWS
Share on FacebookShare on Twitter

ରାମଙ୍କ ଚରିତ୍ରରେ ଅଭିନୟ କରୁଥିଲେ । ହାର୍ଟ ଆଟାକରେ ଚାଲିଗଲା ପ୍ରାଣ । ଏଭଳି ଘଟଣା ଘଟିଛି ଦିଲ୍ଲୀ ବିଶ୍ବକର୍ମା ନଗରରେ ।  ମୃତ ଅଭିନେତା ଜଣକ ହେଲେ ସୁଶୀଲ କୌଶିକ। ଭିଡିଓରେ ଦେଖିବାକୁ ମିଳିଛି ଯେ, ୪୫ ବର୍ଷୀୟ ସୁଶୀଲ କୌଶିକ ମଞ୍ଚରେ ରାମ ଭୂମିକାରେ ଅଭିନୟ କରୁଛନ୍ତି। ଡାଏଲଗଗୁଡିକ ମଧ୍ୟ ସଠିକ୍ ଭାବରେ କହୁଛନ୍ତି। ଏହି ସମୟରେ ତାଙ୍କ ସହିତ ମଞ୍ଚରେ ଅନ୍ୟ କଳାକାରମାନେ ମଧ୍ୟ ଉପସ୍ଥିତ ଅଛନ୍ତି। ଏତିକି ବେଳେ ହଠାତ୍ ସୁଶୀଲ ନିଜ ଛାତିରେ ହାତ ରଖି ମଞ୍ଚ ପଛପଟକୁ ଯାଉଥିବାର ନଜର ଆସିଛନ୍ତି।  ଛାତିରେ ଯନ୍ତ୍ରଣା ହେବା ପରେ ସେ ଚେତାଶୂନ୍ୟ ହୋଇପଡିଥିଲେ। ଏହାପରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସୁଶୀଲ ବିଶ୍ୱକର୍ମା ନଗର ଅଞ୍ଚଳର ବାସିନ୍ଦା। ସେ ପେଶାରେ ଜଣେ ପ୍ରପର୍ଟି ଡିଲର ଥିଲେ। ସେ ଭଗବନା ରାମଙ୍କ ଜଣେ ବଡ଼ ଭକ୍ତ ମଧ୍ୟ ଥିଲେ। ଏହି ଘଟଣା ପରେ ପୂରା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

ଦିଲ୍ଲୀର ଶାହାଦରା ଅଞ୍ଚଳର ବିଶ୍ୱକର୍ମା ନାଗରରେ ଏହାକୁ ନେଇ ଶୋକ ଖେଳିଯାଇଛି । ରାମ ଭୂମିକାରେ ଅଭିନୟ କରୁଥିବା ଜଣେ ଅଭିନେତାଙ୍କ ଏଭଳି ହୃଦ୍‌ଘାତକୁ ନେଇ ଗଭୀର ଶୋକ ପ୍ରକାଶ ପାଇଛି ।  ଏହି ଘଟଣାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ଯାହା ଭାଇରାଲ ହେବାରେ ଲାଗିଛି।

Share196Tweet123
M M

M M

ଆଜିର ପାଗ

Bhubaneswar
May 8, 2026, 12:34 AM
 

SSW
Thunderstorm
26°C
2.8 m/s
Apparent: 32°C
Pressure: 1010 mb
Humidity: 96%
Winds: 2.8 m/s SSW
Windgusts: 14.2 m/s
UV-Index: 0
Precip.: 0mm /80% / Rain
Sunrise: 5:13 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom