• Latest
  • Trending
ପଶ୍ଚିମବଙ୍ଗରେ ଓ୍ବାକଫ ସଂଶୋଧନ ଆଇନ୍ ଲାଗୁ ହେବ ନାହିଁ: ମମତା

ପଶ୍ଚିମବଙ୍ଗରେ ଓ୍ବାକଫ ସଂଶୋଧନ ଆଇନ୍ ଲାଗୁ ହେବ ନାହିଁ: ମମତା

Apr-10-2025 10:50 AM IST
SCB ଅଗ୍ନିକାଣ୍ଡ: ମନ୍ତ୍ରୀପଦ ଛାଡ଼ିବେ ମହାଲିଙ୍ଗ ! 

SCB ଅଗ୍ନିକାଣ୍ଡ: ମନ୍ତ୍ରୀପଦ ଛାଡ଼ିବେ ମହାଲିଙ୍ଗ ! 

Mar-22-2026 10:47 AM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-22-2026 10:44 AM IST
କିଛି ଘଣ୍ଟାରେ ପ୍ରବଳ ବର୍ଷା 

କିଛି ଘଣ୍ଟାରେ ପ୍ରବଳ ବର୍ଷା 

Mar-21-2026 05:06 PM IST
ଭୟଙ୍କର ହେଲା ଯୁଦ୍ଧ !ଭାରତ ମହାସାଗରେ ଘନଘନ ମିସାଇଲ ମାଡ଼…

ଭୟଙ୍କର ହେଲା ଯୁଦ୍ଧ !ଭାରତ ମହାସାଗରେ ଘନଘନ ମିସାଇଲ ମାଡ଼…

Mar-21-2026 05:02 PM IST
ପ୍ରତାପଙ୍କୁ ଶ୍ରୀମୟୀଙ୍କ ନିଶାନା, କହିଲେ କର୍ମଫଳ ଏଇଠି ଭୋଗିବାକୁ ହୁଏ

ପ୍ରତାପଙ୍କୁ ଶ୍ରୀମୟୀଙ୍କ ନିଶାନା, କହିଲେ କର୍ମଫଳ ଏଇଠି ଭୋଗିବାକୁ ହୁଏ

Mar-21-2026 04:58 PM IST
odisha.newsroom.in

ଏପ୍ରିଲ ପହିଲାରୁ ATM ରେ ଲାଗୁହେବ ନୂଆ ନିୟମ

Mar-21-2026 04:06 PM IST
odisha.newsroom.in

ସୋଫିଆଙ୍କ ଭବିଷ୍ୟତ ନେଇ ବଡ଼ ବୟାନ ଦେଲେ ମୋକିମ, କହିଲେ…

Mar-21-2026 02:09 PM IST
odisha.newsroom.in

ବଲିଉଡ ଇତିହାସରେ ସବୁଠୁ ବଡ଼ ରେକର୍ଡ କଲା ଧୁରନ୍ଧର-୨

Mar-21-2026 01:04 PM IST
odisha.newsroom.in

ଆଇଫୋନ ବ୍ୟବହାର କରୁଛନ୍ତି କି ? ବିପଦରେ ଏହି ସବୁ ଡିଭାଇସ

Mar-21-2026 12:31 PM IST
odisha.newsroom.in

ନେତାନ୍ୟାହୁଙ୍କ ଦୃଢ଼ୋକ୍ତି…ଦୁର୍ବଳ ହେଉଛି ଇରାନ, ଖୁବ ଶୀଘ୍ର ଶେଷ ହେବ ଯୁଦ୍ଧ

Mar-21-2026 12:01 PM IST
  • About
  • Careers
  • Contact Us
Sunday, March 22, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ପଶ୍ଚିମବଙ୍ଗରେ ଓ୍ବାକଫ ସଂଶୋଧନ ଆଇନ୍ ଲାଗୁ ହେବ ନାହିଁ: ମମତା

ମମତା କହିଛନ୍ତି ’ବାଣ୍ଟ ଓ ରାଜ କର’ ନୀତିକୁ ଗୁରୁତ୍ବ ଦେଉଥିବା କୌଣସି କାର୍ଯ୍ୟକୁ ପଶ୍ଚିମବଙ୍ଗରେ ହେବାକୁ ଦିଆଯିବନି

by newsroom
Apr-10-2025 10:50 AM IST
in ଦେଶ ବିଦେଶ, ରାଜନୀତି
0
ପଶ୍ଚିମବଙ୍ଗରେ ଓ୍ବାକଫ ସଂଶୋଧନ ଆଇନ୍ ଲାଗୁ ହେବ ନାହିଁ: ମମତା
492
SHARES
1.4k
VIEWS
Share on FacebookShare on Twitter

 

ପଶ୍ଚିମବଙ୍ଗରେ ଓ୍ବାକଫ ସଂଶୋଧନ ଆଇନ୍ ଲାଗୁ ହେବ ନାହିଁ ବୋଲି  ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ  ଘୋଷଣା କରିନ୍ତି । ସଂଖ୍ୟାଲଘୁ  ଲୋକମାନଙ୍କର ସମ୍ପତ୍ତିକୁ ରକ୍ଷା କରାଯିବ ବୋଲି ସେ ସ୍ପଷ୍ଟ କରିଛନ୍ତି । କେନ୍ଦ୍ର ସରକାରଙ୍କ ତରଫରୁ   ନିଆଯାଇଥିବା ପଦକ୍ଷେପ ବିଷୟରେ ଆଲୋଚନା କରି ତାହାକୁ ’ଡିଭାଇଡ୍ ଏଣ୍ଡ ରୁଲ’ ବୋଲି ମମତା କହିବା ସହ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି ।  କୋଲକତାରେ ଜୈନ ସମ୍ପ୍ରଦାୟଙ୍କ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ରାଜ୍ୟରେ ଓ୍ବାକଫ ସଂଶୋଧନ ଆଇନ ଲାଗୁ ହେବ ନାହିଁ ବୋଲି ମମତା ସ୍ପଷ୍ଟ ଭାବେ କହିବା ପରେ ରାଜନୀତି ସରଗରମ ହୋଇଛି । ମମତା କହିଛନ୍ତି ’ବାଣ୍ଟ ଓ ରାଜ କର’ ନୀତିକୁ ଗୁରୁତ୍ବ ଦେଉଥିବା କୌଣସି କାର୍ଯ୍ୟକୁ ପଶ୍ଚିମବଙ୍ଗରେ ହେବାକୁ ଦିଆଯିବନି ବୋଲି ମମତା କହିଛନ୍ତି । ବାଂଲାଦେଶ ଭଳି ଏଠାରେ ହିଂସା ସୃଷ୍ଟିହେବାକୁ ଦିଆଯିବନାହିଁ ବୋଲି ସେ କହିଛନ୍ତି ।

Tags: Mamata BanerjeenationalnewspoliticsWaqf BillWest Bengalମମତା
Share197Tweet123
newsroom

newsroom

ଆଜିର ପାଗ

Bhubaneswar
March 22, 2026, 4:13 PM
 

W
Partly cloudy
33°C
2.4 m/s
Apparent: 33°C
Pressure: 1008 mb
Humidity: 35%
Winds: 2.4 m/s W
Windgusts: 7.9 m/s
UV-Index: 2.75
Precip.: 0mm /13% / Rain
Sunrise: 5:48 AM
Sunset: 5:57 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
SCB ଅଗ୍ନିକାଣ୍ଡ: ମନ୍ତ୍ରୀପଦ ଛାଡ଼ିବେ ମହାଲିଙ୍ଗ ! 

SCB ଅଗ୍ନିକାଣ୍ଡ: ମନ୍ତ୍ରୀପଦ ଛାଡ଼ିବେ ମହାଲିଙ୍ଗ ! 

March 22, 2026
ଆଜିର ରାଶିଫଳ

ଆଜିର ରାଶିଫଳ

March 22, 2026
କିଛି ଘଣ୍ଟାରେ ପ୍ରବଳ ବର୍ଷା 

କିଛି ଘଣ୍ଟାରେ ପ୍ରବଳ ବର୍ଷା 

March 21, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom