• Latest
  • Trending
ଅମରେଶ ଜେନାଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ

ଅମରେଶ ଜେନାଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ

Oct-17-2025 07:03 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

ଜଳୁଛି ମଧ୍ୟପ୍ରାଚ୍ୟ, କାହିଁକି ଚିନ୍ତାରେ ଭାରତ ? କହିଲେ ରବି ଦାସ…

Mar-02-2026 07:52 PM IST
  • About
  • Careers
  • Contact Us
Monday, March 9, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଅପରାଧ

ଅମରେଶ ଜେନାଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ

by M M
Oct-17-2025 07:03 PM IST
in ଅପରାଧ, ରାଜ୍ୟ
0
ଅମରେଶ ଜେନାଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ
492
SHARES
1.4k
VIEWS
Share on FacebookShare on Twitter

ଅମରେଶ ଜେନାଙ୍କୁ ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ ମିଳିଛି । ଦୁଷ୍କର୍ମ ମାମଲାରେ ଗିରଫ ଅମରେଶ ଜେନା ଓରଫ ବାୟାଁଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି ହାଇକୋର୍ଟ । ୨୫ ହଜାର ଟଙ୍କା ସହ ଦୁଇ ଜାମିନଦାର ବଦଳରେ ସର୍ତ୍ତମୂଳକ ଜାମିନ ମିଳିଛି । ପୀଡ଼ିତାଙ୍କ ଘର ଅଞ୍ଚଳକୁ ନଯିବାକୁ, ଧମକ ନଦେବାକୁ ସର୍ତ୍ତ ରହିଛି । ତଳ କୋର୍ଟ ତାଙ୍କୁ ଜାମିନ ଦେବାକୁ ଅଗ୍ରାହ୍ୟ କରିବା ପରେ ଅମରେଶ  ହାଇକୋର୍ଟ ଯାଇଥିଲେ । ଏହି ମାମଲାର ଶୁଣାଣି ପରେ ହାଇକୋର୍ଟ କର୍ପୋରେଟର ଅମରେଶ ଜେନାଙ୍କୁ ଦୁଷ୍କର୍ମ ମାମଲାରେ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ।  ବିଏମସିର କର୍ପୋରେଟର ଅମରେଶ ଜେନାଙ୍କୁ (ଓରଫ୍ ବାୟାଁ) ଏକ ଦୁଷ୍କର୍ମ ମାମଲାରେ ଗିରଫ କରାଯାଇଥିଲା । ଅମରେଶ ଜେନାଙ୍କୁ ଜୁଲାଇ ୨୭, ୨୦୨୫ରେ ଲାକ୍ଷ୍ମୀସାଗର ଥାନାରେ ଦାୟର ହୋଇଥିବା ଏକ ଦୁଷ୍କର୍ମ ମାମଲାରେ ଗିରଫ କରାଯାଇଥିଲେ। ପୀଡ଼ିତାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ଆଧାରରେ ଗିରଫ କରିଥିଲା ପୋଲିସ । ୨୦୨୪ ଫେବ୍ରୁଆରୀରେ ପୀଡ଼ିତା ନାବାଳିକା ଥିବାବେଳେ ତାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା ।

ଅମରେଶ ଜେନା ସେବେଠୁ ଝାରପଡ଼ା ଜେଲରେ ଥିଲେ । ହାଇକୋର୍ଟ ତାଙ୍କୁ କିଛି ସର୍ତ୍ତ ରଖି ଜାମିନ ପ୍ରଦାନ କରିଛନ୍ତି । ଅମରେଶ ଜେନାଙ୍କ ଗିରଫ ପରେ ବିଜେଡି ତାଙ୍କୁ ଦଳରୁ ସସ୍ପେଣ୍ଡ୍ କରିଥିଲା ।

ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ପ୍ରଥମେ ଫେରାର ଥିଲେ ବିଜେଡି କର୍ପୋରେଟର ଅମରେଶ ଜେନା  । ତାଙ୍କୁ ପୋଲିସ ବାଲେଶ୍ବର ଜିଲା ନୀଳଗିରି ଅଞ୍ଚଳରୁ ଗିରଫ କରିଥିଲା । ସେତେବେଳେ ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିବା ଏବଂ ଦୁଷ୍କର୍ମ କରିଥିବା ଅଭିଯୋଗ ଆଣିଥିଲେ ଯୁବତୀ । ପ୍ରଥମେ  କମିଶନରେଟ ପୁଲିସ ଅମରେଶ ଜେନାଙ୍କୁ ଫେରାର ହେବାରେ ସହଯୋଗ କରିଥିବା  ୫ଜଣ ସହଯୋଗୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା ।

Share197Tweet123
M M

M M

ଆଜିର ପାଗ

Bhubaneswar
March 9, 2026, 2:41 AM
 
S
Partly cloudy
25°C
1.8 m/s
Apparent: 30°C
Pressure: 1012 mb
Humidity: 84%
Winds: 1.8 m/s S
Windgusts: 9.1 m/s
UV-Index: 0
Precip.: 0mm /0% / Rain
Sunrise: 6:00 AM
Sunset: 5:53 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom