• Latest
  • Trending
ଆଜି ସୁଦ୍ଧା ନାମ ପଂଜୀକରଣ କଲେ ମିଳିବ 17ରେ ସୁଭଦ୍ରା ଟଙ୍କା

ଆଜି ସୁଦ୍ଧା ନାମ ପଂଜୀକରଣ କଲେ ମିଳିବ 17ରେ ସୁଭଦ୍ରା ଟଙ୍କା

Sep-15-2024 04:46 PM IST
ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

Oct-23-2025 12:37 PM IST
ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

Oct-23-2025 12:26 PM IST
କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

Oct-23-2025 12:03 PM IST
ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

ରୋହିତଙ୍କ ଅର୍ଧଶତକ, ବଡ଼ ସ୍କୋର ଅଭିମୁଖେ ଭାରତ

Oct-23-2025 11:07 AM IST
ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

ଭାରତର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ, ବିରାଟ ଶୂନରେ ଆଉଟ୍

Oct-23-2025 09:49 AM IST
ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

ଲଘୁଚାପର ପ୍ରଭାବରେ କିଛି ସ୍ଥାନରେ ହେବ ବର୍ଷା

Oct-23-2025 09:39 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-23-2025 09:15 AM IST

ଏସ୍‌ଆଇ ପରୀକ୍ଷା ସ୍କାମ୍ : ସିବିଆଇକୁ ମାମଲା ହସ୍ତାନ୍ତର କଲେ ରାଜ୍ୟ ସରକାର

Oct-22-2025 08:01 PM IST
ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?

ବିହାରରେ କାହା ସପକ୍ଷରେ ଯିବ ମହିଳା ଭୋଟ?

Oct-22-2025 07:10 PM IST
ଜଙ୍ଗଲ କ୍ଷେତ୍ରଫଳରେ ୯ମ ସ୍ଥାନକୁ ପହଞ୍ଚିଲା ଭାରତ

ଜଙ୍ଗଲ କ୍ଷେତ୍ରଫଳରେ ୯ମ ସ୍ଥାନକୁ ପହଞ୍ଚିଲା ଭାରତ

Oct-22-2025 06:48 PM IST
  • About
  • Careers
  • Contact Us
Thursday, October 23, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବିଶେଷ

ଆଜି ସୁଦ୍ଧା ନାମ ପଂଜୀକରଣ କଲେ ମିଳିବ 17ରେ ସୁଭଦ୍ରା ଟଙ୍କା

50 ପ୍ରତିଶତ ମହିଳା ନାମ ପଂଜୀକରଣ କରିନାହାଁନ୍ତି

by M M
Sep-15-2024 04:46 PM IST
in ବିଶେଷ, ରାଜ୍ୟ
0
ଆଜି ସୁଦ୍ଧା ନାମ ପଂଜୀକରଣ କଲେ ମିଳିବ 17ରେ ସୁଭଦ୍ରା ଟଙ୍କା
491
SHARES
1.4k
VIEWS
Share on FacebookShare on Twitter

ସୁଭଦ୍ରା ଯୋଜନା ପାଇଁ ଗାଁରୁ ସହର ମହିଳାମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି ହୋଇଛି । ତେବେ ଯେଉଁମାନେ ଆଜି ସୁଦ୍ଧା ନାମ ପଂଜୀକରଣ କରିବେ ସେମାନଙ୍କୁ 17 ତାରିଖରେ ଟଙ୍କା ମିଳିବ ।  ଏବେ ବି 50 ପ୍ରତିଶତ ମହିଳା ନାମ ପଂଜୀକରଣ କରିନାହାଁନ୍ତି ।  ଆସନ୍ତା ୧୭ ତାରିଖ ଦିନ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ମିଳିବାକୁ ଥିବାବେଳେ ଅନେକ ମହିଳା ଏବେ ବି ପଂଜୀକରଣ ପାଇଁ ଧାଡି ଲଗାଇଛନ୍ତି । ତେବେ ଏହି ଯୋଜନା ପାଇଁ ବର୍ତ୍ତମାନ ସୁଦ୍ଧା ୫୦ ଲକ୍ଷରୁ ଅଧିକ ମହିଳା ପଞ୍ଜୀକରଣ କରିସାରିଲେଣି ।  ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ତାଙ୍କ ସୂଚନା ଅନୁଯାୟୀ ଆସନ୍ତା ୧୫ ତାରିଖ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ୧୭ ତାରିଖରେ ପ୍ରଥମ କିସ୍ତି ପ୍ରଦାନ କରାଯିବ । ତେଣୁ ଆଜି ରବିବାର ଥିଲେ ମଧ୍ୟ ଅନେକ ସ୍ଥାନରେ ପଂଜୀକରଣ ପାଇଁ ଗହଳି ଦେଖିବାକୁ ମିଳିଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
October 23, 2025, 12:40 PM
 

NE
Partly cloudy
32°C
2.5 m/s
Apparent: 31°C
Pressure: 1011 mb
Humidity: 86%
Winds: 2.5 m/s NE
Windgusts: 5.6 m/s
UV-Index: 0
Precip.: 0mm /8% / Rain
Sunrise: 5:44 AM
Sunset: 5:17 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

ସ୍ନେହାଙ୍ଗିନୀଙ୍କ ବିଶାଳ ରାଲି; କାହିଁକି ନଥିଲେ ସ୍ଥାନୀୟଲୋକ ?

October 23, 2025
ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

ବିରାଟ କ’ଣ ସିଡ଼ନୀରେ ଅବସର ନେଇଯିବେ କି ?

October 23, 2025
କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

କମିଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି ?

October 23, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom