• Latest
  • Trending
ବିଦା ହେଲେ ବୀର ବିକ୍ରମ ଯାଦବ, ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ବିଦା ହେଲେ ବୀର ବିକ୍ରମ ଯାଦବ, ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

Jul-12-2024 09:12 AM IST
ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ

ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ

Oct-28-2025 07:47 PM IST
ବାତ୍ୟା ‘ମୋନ୍ଥା’କୁ ନେଇ ସତର୍କ ରହିବାକୁ ଅନୁରୋଧ କଲେ ନବୀନ ପଟ୍ଟନାୟକ

ବାତ୍ୟା ‘ମୋନ୍ଥା’କୁ ନେଇ ସତର୍କ ରହିବାକୁ ଅନୁରୋଧ କଲେ ନବୀନ ପଟ୍ଟନାୟକ

Oct-28-2025 01:21 PM IST
ନୂଆପଡ଼ାର ଉନ୍ନତି ମୋର ଏକମାତ୍ର ସଂକଳ୍ପ : ସ୍ନେହାଙ୍ଗିନୀ

ନୂଆପଡ଼ାର ଉନ୍ନତି ମୋର ଏକମାତ୍ର ସଂକଳ୍ପ : ସ୍ନେହାଙ୍ଗିନୀ

Oct-28-2025 11:59 AM IST
ଭୟଭୀତ ହେବା ନାହିଁ; ଧର୍ଯ୍ୟର ସହ ବାତ୍ୟାର ମୁକାବିଲା କରିବା : ମନମୋହନ ସାମଲ

ଭୟଭୀତ ହେବା ନାହିଁ; ଧର୍ଯ୍ୟର ସହ ବାତ୍ୟାର ମୁକାବିଲା କରିବା : ମନମୋହନ ସାମଲ

Oct-28-2025 11:38 AM IST
ସନ୍ଧ୍ୟା ପରେ ଆନ୍ଧ୍ର ଉପକୂଳ ଅତିକ୍ରମ କରି କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମୋନ୍ଥା’

ସନ୍ଧ୍ୟା ପରେ ଆନ୍ଧ୍ର ଉପକୂଳ ଅତିକ୍ରମ କରି କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମୋନ୍ଥା’

Oct-28-2025 10:50 AM IST
ମୋନ୍ଥା ପାଇଁ କେଉଁ ଟ୍ରେନ ବାତିଲ ଜାଣନ୍ତୁ

ମୋନ୍ଥା ପାଇଁ କେଉଁ ଟ୍ରେନ ବାତିଲ ଜାଣନ୍ତୁ

Oct-28-2025 09:30 AM IST
ବର୍ଷା ଆରମ୍ଭ : ରାଜ୍ୟ ସରକାର ପ୍ରସ୍ତୁତ

ବର୍ଷା ଆରମ୍ଭ : ରାଜ୍ୟ ସରକାର ପ୍ରସ୍ତୁତ

Oct-28-2025 09:25 AM IST
କ’ଣ ରହିଛି ଆପଣଙ୍କ ରାଶିଫଳ ?

କ’ଣ ରହିଛି ଆପଣଙ୍କ ରାଶିଫଳ ?

Oct-28-2025 09:23 AM IST
ନୂଆପଡ଼ାରେ ଜିତିବା ପାଇଁ ରଣନୀତି କରୁଛି ବିଜେପି, ଖରିଆର ରୋଡ଼ ଠାରେ ବିଜେପି ବୁଥ କାର୍ଯ୍ୟକର୍ତ୍ତାଙ୍କ ବୈଠକ

ନୂଆପଡ଼ାରେ ଜିତିବା ପାଇଁ ରଣନୀତି କରୁଛି ବିଜେପି, ଖରିଆର ରୋଡ଼ ଠାରେ ବିଜେପି ବୁଥ କାର୍ଯ୍ୟକର୍ତ୍ତାଙ୍କ ବୈଠକ

Oct-27-2025 07:44 PM IST
ରାପିଡୋ ଡ୍ରାଇଭର କଲେ ଏପରି କାମ, ପ୍ରଶଂସା କରୁଛନ୍ତି ସମସ୍ତେ

ରାପିଡୋ ଡ୍ରାଇଭର କଲେ ଏପରି କାମ, ପ୍ରଶଂସା କରୁଛନ୍ତି ସମସ୍ତେ

Oct-27-2025 07:03 PM IST
  • About
  • Careers
  • Contact Us
Wednesday, October 29, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଦା ହେଲେ ବୀର ବିକ୍ରମ ଯାଦବ, ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

by M M
Jul-12-2024 09:12 AM IST
in ବଡ଼ ଖବର
0
ବିଦା ହେଲେ ବୀର ବିକ୍ରମ ଯାଦବ, ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
491
SHARES
1.4k
VIEWS
Share on FacebookShare on Twitter

ପୁରୀ: ବଡ଼ ଠାକୁରଙ୍କ ପହଣ୍ଡି ଅଘଟଣ ପରେ ବିଦା ହେଲେ ବୀର ବିକ୍ରମ ଯାଦବ । ରଥ ଯାତ୍ରା ଅଘଟଣ ପରେ ଆକ୍ସନ ମୋଡ଼ରେ ରାଜ୍ୟ ସରକାର। ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢୀଙ୍କୁ ମିଳିଛି ଦାୟିତ୍ବ। ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ଅରବିନ୍ଦ ପାଢୀ ବର୍ତ୍ତମାନ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ରହିଥିବା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢୀଙ୍କର ମଧ୍ୟ ପୁରୁଣା ଅଭିଜ୍ଞତା ରହିଛି। ତେବେ କଥା ହେଉଛି ରତ୍ନଭଣ୍ଡାର ଖୋଲିବା, ରତ୍ନ ଭଣ୍ଡାର ମରାମତି କରିବା, ରତ୍ନର ଗଣତି ମଣତି କରିବା ନେଇ ଯେଉଁ ଚର୍ଚା ଚାଲିଛି ତାକୁ କିପରି ସୂଚାରୁ ରୂପେ କାର୍ଯ୍ୟ ସଂପାଦନ କରିବେ ତାହା ଶ୍ରୀ ପାଢ଼ୀଙ୍କ ପାଇଁ ଚ୍ୟାଲେଞ୍ଜ ରହିବ ।

Share196Tweet123
M M

M M

ଆଜିର ପାଗ

Bhubaneswar
October 29, 2025, 3:55 AM
 

ENE
Thunderstorm
25°C
1.6 m/s
Apparent: 30°C
Pressure: 1009 mb
Humidity: 97%
Winds: 1.6 m/s ENE
Windgusts: 9.4 m/s
UV-Index: 0
Precip.: 15.2mm /93% / Rain
Sunrise: 5:46 AM
Sunset: 5:13 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ

ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ

October 28, 2025
ବାତ୍ୟା ‘ମୋନ୍ଥା’କୁ ନେଇ ସତର୍କ ରହିବାକୁ ଅନୁରୋଧ କଲେ ନବୀନ ପଟ୍ଟନାୟକ

ବାତ୍ୟା ‘ମୋନ୍ଥା’କୁ ନେଇ ସତର୍କ ରହିବାକୁ ଅନୁରୋଧ କଲେ ନବୀନ ପଟ୍ଟନାୟକ

October 28, 2025
ନୂଆପଡ଼ାର ଉନ୍ନତି ମୋର ଏକମାତ୍ର ସଂକଳ୍ପ : ସ୍ନେହାଙ୍ଗିନୀ

ନୂଆପଡ଼ାର ଉନ୍ନତି ମୋର ଏକମାତ୍ର ସଂକଳ୍ପ : ସ୍ନେହାଙ୍ଗିନୀ

October 28, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom