• Latest
  • Trending
ଇସ୍କନର ଅଦିନିଆ ରଥଯାତ୍ରାକୁ ନିନ୍ଦା କଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ

ଇସ୍କନର ଅଦିନିଆ ରଥଯାତ୍ରାକୁ ନିନ୍ଦା କଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ

Oct-30-2024 08:06 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବିଶେଷ

ଇସ୍କନର ଅଦିନିଆ ରଥଯାତ୍ରାକୁ ନିନ୍ଦା କଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ

by M M
Oct-30-2024 08:06 PM IST
in ବିଶେଷ, ରାଜ୍ୟ
0
ଇସ୍କନର ଅଦିନିଆ ରଥଯାତ୍ରାକୁ ନିନ୍ଦା କଲେ ଜଗତଗୁରୁ ଶଙ୍କରାଚାର୍ଯ୍ୟ
491
SHARES
1.4k
VIEWS
Share on FacebookShare on Twitter

ଇସ୍କନର ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରା ଘଟଣାକୁ ନିନ୍ଦା କରିଛନ୍ତି ଜଗତଗୁରୁ ଶଙ୍କରାଚାର୍ଯ୍ୟ। ବିଧିବିଧାନକୁ ଉଲ୍ଲଂଘନ କରି ନିଜର ଖ୍ୟାତି ପାଇଁ ଇସ୍କନ ଏଭଳି କାର୍ଯ୍ୟ କରୁଛି ବୋଲି ସେ କହିଛନ୍ତି।  ସେପଟେ ଅଦିନିଆ ରଥଯାତ୍ରାକୁ ନେଇ ଗତକାଲି ଇସ୍କନ କର୍ତ୍ତୃପକ୍ଷଙ୍କୁ ଗଜପତି ଦିବ୍ୟସିଂହ ଦେବ ଚିଠି ଲେଖିଛନ୍ତି । ନଭେମ୍ବର ୩ରେ ସ୍ନାନଯାତ୍ରା ଓ ୯ରେ ରଥଯାତ୍ରା ଆୟୋଜନ ନକରିବାକୁ ହଷ୍ଟନ ଇସ୍କନ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଛନ୍ତି ଗଜପତି।  ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଆଷାଢ ଶୁକ୍ଲପକ୍ଷ ଦ୍ବିତୀୟ ତିଥିରେ ଅନୁଷ୍ଠିତ ହୋଇଥାଏ । ସନାତନ ବୈଦିକ ଧର୍ମରେ ବୈଷ୍ଣବ ପ୍ରଥା ଅନୁସାରେ ଇସ୍କନ ମଧ୍ୟ ସେହିଦିନରେ ରଥଯାତ୍ରା ଆୟୋଜନ କରିବାକୁ ଆମେ ଆଶା ରଖୁଛୁ ବୋଲି ଜଣାଇଛନ୍ତି ଗତପତି ଦିବ୍ୟସିଂହ ଦେବ । ଅଦିନ ରଥଯାତ୍ରା ପ୍ରଚଳିତ ପରମ୍ପରାର ବିରୁଦ୍ଧାଚରଣ କରୁଛି ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି । ଶ୍ରୀମନ୍ଦିର ପରମ୍ପରା ମୁତାବକ ରଥଯାତ୍ରା କରିବାକୁ ପୂର୍ବରୁ କୁହାଯାଇଛି । ଇସ୍କନ ପକ୍ଷରୁ ହେଉଥିବା ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ଶଙ୍କରାଚାର୍ଯ୍ୟ ଓ ଗଜପତି ଇସ୍କନ ସଂସ୍ଥାକୁ ଚିଠି ଲେଖିବା ଘଟଣାକୁ ସ୍ୱାଗତ କରିଛି ପୂଜାପଣ୍ଡା ନିଯୋଗ l

Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 5:28 PM
 
E
Mainly clear
27°C
1.2 m/s
Apparent: 23°C
Pressure: 1018 mb
Humidity: 88%
Winds: 1.2 m/s E
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom