• Latest
  • Trending

କାନାଡ଼ାରେ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ

Nov-04-2024 02:17 PM IST
odisha.newsroom.in

ସାନି ମତଦାନ ବେଳେ ବେଙ୍ଗଲରେ ଭୟଙ୍କର ହିଂସା…TMC – BJP କର୍ମୀ ହାତାହାତି

May-02-2026 05:59 PM IST
odisha.newsroom.in

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ …ଜାଣିବାକୁ ଏହି Link ରେ କ୍ଲିକ କରନ୍ତୁ…

May-02-2026 04:27 PM IST
odisha.newsroom.in

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ବଡ଼ ଝଟ୍‌କା…ଆବେଦନ ଖାରଜ…

May-02-2026 03:51 PM IST
odisha.newsroom.in

ଆପଣଙ୍କ ମୋବାଇଲକୁ ଆସିଲା କି ଏମର୍ଜେନ୍ସି ଆଲର୍ଟ ? ଭୟଭୀତ ହୁଅନ୍ତୁନି…

May-02-2026 12:44 PM IST
odisha.newsroom.in

ମାଡ଼ି ଆସୁଛି ବଡ଼ ଲଘୁଚାପ: ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ…

May-02-2026 12:20 PM IST
odisha.newsroom.in

EVM ଟାମ୍ପରିଂ ଅଭିଯୋଗ…ପଶ୍ଚିମବଙ୍ଗର ୧୫ଟି ବୁଥରେ ପୁନଃ ମତଦାନ ଆରମ୍ଭ…

May-02-2026 11:45 AM IST
odisha.newsroom.in

ବଲାଙ୍ଗିର ଜିଲ୍ଲାରେ ଭୂକମ୍ପ ଝଟକା…ଭୟରେ ଘରୁ ବାହାରି ଆସିଲେ ଲୋକେ…

May-02-2026 11:24 AM IST
Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 02: ଜାଣନ୍ତୁ ଆଜିର ରାଶିଫଳ…

May-02-2026 10:53 AM IST
odisha.newsroom.in

‘ଡିଜିଟାଲ୍ ଆରେଷ୍ଟ’ର କଳା କାହାଣୀ…ଜଳୁଥିଲା ଜୁଇ, ବାଜୁଥିଲା ଫୋନ୍…

May-01-2026 05:53 PM IST
odisha.newsroom.in

ଶିକ୍ଷା ବ୍ୟବସ୍ଥାରେ ନୂଆ ଅଧ୍ୟାୟ…୩ ଦିନରେ ୩ ଲକ୍ଷ ପରୀକ୍ଷାଖାତା ଦେଖିଲା AI…

May-01-2026 04:27 PM IST
  • About
  • Careers
  • Contact Us
Monday, May 4, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

କାନାଡ଼ାରେ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ

by M M
Nov-04-2024 02:17 PM IST
in ଦେଶ ବିଦେଶ, ଭିଡ଼ିଓ
0
491
SHARES
1.4k
VIEWS
Share on FacebookShare on Twitter

ଖଲିସ୍ତାନୀମାନେ ବ୍ରମ୍ପଟନରେ ହିନ୍ଦୁସଭା ମନ୍ଦିରକୁ ଆକ୍ରମଣ କରିବା ସହ କିଛି କର୍ମକର୍ତ୍ତାଙ୍କୁ ଠେଲାପେଲା କରି ମାଡ ମାରିଛନ୍ତି।  ଏହାକୁ ନେଇ କାନାଡା ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ନିନ୍ଦା କରାଯିବା ସହ କଡା ପ୍ରତିକ୍ରିୟା ପ୍ରକାଶ ପାଇଛି । କାନାଡାରେ ଥିବା ଭାରତୀୟଙ୍କ ସୁରକ୍ଷାକୁ ନେଇ ଉଦେବଗ ପ୍ରକାଶ ପାଇଛି । ବ୍ରମ୍ପଟନ ସ୍ଥିତ ହିନ୍ଦୁ ସଭା ମନ୍ଦିରରେ ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଖଲିସ୍ତାନୀ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ । ବର୍ତ୍ତମାନ ସୁଦ୍ଧା ଏହି ଘଟଣା ନେଇ କାହାକୁ ଗିରଫ କରାଯାଇନାହିଁ। କାନାଡା ସାଂସଦ ଚନ୍ଦ୍ର ଆର୍ଯ୍ୟ କହିଛନ୍ତି, ମୌଳବାଦୀଙ୍କ କାର୍ଯ୍ୟକଳାପ କାନାଡାରେ ଦିନକୁ ଦିନ ବଢିବାରେ ଲାଗିଛି। ହିନ୍ଦୁ ଧର୍ମାବଲମ୍ବୀଙ୍କୁ ଟାର୍ଗେଟ୍ କରି ବାରମ୍ବାର ଆକ୍ରମଣ ହେଉଥିବାରୁ ସେମାନଙ୍କର ଜୀବନ ପ୍ରତି ବିପଦ ସୃଷ୍ଟି ହୋଇଛି ।

Tags: internationalnewsnewsroom
Share196Tweet123
M M

M M

ଆଜିର ପାଗ

Bhubaneswar
May 4, 2026, 7:05 AM
 

S
Mainly clear
27°C
3.2 m/s
Apparent: 31°C
Pressure: 1007 mb
Humidity: 97%
Winds: 3.2 m/s S
Windgusts: 10.8 m/s
UV-Index: 0
Precip.: 0mm /62% / Rain
Sunrise: 5:15 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom