• Latest
  • Trending
ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର

Oct-25-2025 09:02 AM IST
ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

Oct-25-2025 10:17 AM IST
ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

Oct-25-2025 09:21 AM IST
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

Oct-25-2025 09:07 AM IST

ଜୀବନ ହାରିଲେ… ପାପୁଲିରେ ଲେଖିଲେ ସୁଇସାଇଡ୍ ନୋଟ୍

Oct-24-2025 05:56 PM IST
ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

ବାତ୍ୟା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ: ସୁରେଶ ପୂଜାରୀ

Oct-24-2025 05:32 PM IST
କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

କୋର୍ଟରେ ବିକ୍ରମ ପଣ୍ଡାଙ୍କ ନିର୍ଦ୍ଦୋଷ ପାଇଁ ଲଢ଼ିବେ ୪୪ ଓକିଲ

Oct-24-2025 04:08 PM IST
ଜେଲରୁ ବାହାରିଲେ ଅମରେଶ, କୋଳେଇ ନେଲେ ଜଗା- ଆଗକୁ କ’ଣ ହେବ ?

ଜେଲରୁ ବାହାରିଲେ ଅମରେଶ, କୋଳେଇ ନେଲେ ଜଗା- ଆଗକୁ କ’ଣ ହେବ ?

Oct-24-2025 03:29 PM IST
ବିହାରରେ ଜଙ୍ଗଲରାଜ ଆଉ ଆବଶ୍ୟକତା ନାହିଁ, ଲାଲୁ ପରିବାରଙ୍କୁ ଟାର୍ଗେଟ କଲେ ମୋଦି

ବିହାରରେ ଜଙ୍ଗଲରାଜ ଆଉ ଆବଶ୍ୟକତା ନାହିଁ, ଲାଲୁ ପରିବାରଙ୍କୁ ଟାର୍ଗେଟ କଲେ ମୋଦି

Oct-24-2025 03:02 PM IST
ଜଳିଗଲା ଚଳନ୍ତା ବସ, 20 ଜୀବନ୍ତ ଦଗ୍ଧ

ଜଳିଗଲା ଚଳନ୍ତା ବସ, 20 ଜୀବନ୍ତ ଦଗ୍ଧ

Oct-24-2025 10:18 AM IST
କ’ଣ କହୁଛି ଆପଣଙ୍କ ଭାଗ୍ୟଫଳ

କ’ଣ କହୁଛି ଆପଣଙ୍କ ଭାଗ୍ୟଫଳ

Oct-24-2025 09:40 AM IST
  • About
  • Careers
  • Contact Us
Saturday, October 25, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର

ଟସ ଜିତି ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ

by M M
Oct-25-2025 09:02 AM IST
in ଖେଳ
0
ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ: ଗିଲ୍ , କୋହଲିଙ୍କ ଉପରେ ନଜର
491
SHARES
1.4k
VIEWS
Share on FacebookShare on Twitter
ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ ମ୍ୟାଚ ଆଜି  ସିଡନିରେ  ଖେଳାଯାଉଛି ।  ସିଡନି କ୍ରିକେଟ୍ ଗ୍ରାଉଣ୍ଡ (ଏସସିଜି)ରେ ଭାରତ ବନାମ ଅଷ୍ଟ୍ରେଲିଆର ତୃତୀୟ ଦିନିକିଆ (ଓଡିଆଇ) ମ୍ୟାଚ ଆରମ୍ଭ ହୋଇଛି। ଟସ ଜିତି ଅଷ୍ଟ୍ରେଲିଆ ବ୍ୟାଟିଂ କରୁଛି ।  ଅଷ୍ଟ୍ରେଲିଆ ପ୍ରଥମ ଦୁଇଟି ମ୍ୟାଚରେ (ପର୍ଥରେ ୭ ଉଇକେଟରେ ଏବଂ ଆଡିଲେଡରେ ୨ ଉଇକେଟରେ) ଜିତି  ସିରିଜ୍ ୨-୦ରେ ଆଗୁଆ ଥାଇଛି। ଭାରତୀୟ ଟିମ୍ ପାଇଁ ଏହା ଅଷ୍ଟ୍ରେଲିଆ ବିରୋଧରେ ପ୍ରଥମ ବାର ସିରିଜ୍ ସ୍ୱୀପ୍ (୩-୦ ହାର) ରୋକିବାର ସୁଯୋଗ ଆଣିପାରେ ।
ଭାରତୀୟ ଅଧିନାୟକ ଶୁଭମାନ୍ ଗିଲ୍‌ଙ୍କ ନେତୃତ୍ୱରେ ଟିମ୍ ଏକ ଭଲ ପ୍ରଦର୍ଶନର ଆଶା ରଖୁଛି। ଭାରତୀୟ ଟିମ୍‌ରେ ନିତୀଶ୍ କୁମାର୍ ରେଡ୍ଡି , ଅର୍ଶଦୀପ ଆଜି ଖେଳୁନାହାଁନ୍ତି । ପ୍ରସିଦ୍ଧି କୃଷ୍ଣା, କୁଲଦୀପ୍ ୟାଦବ୍ ଆଜି ଖେଳୁଛନ୍ତି ।  ପ୍ରଥମ ଦୁଇଟି ମ୍ୟାଚରେ ଭାରତୀୟ ବ୍ୟାଟିଂ ଅସ୍ଥିର ରହିଛି। ପର୍ଥରେ ବର୍ଷା ପ୍ରଭାବରେ  ୧୮୮ ରନ କରିଥିଲା ଭାରତ ।  ଦ୍ୱିତୀୟ ମ୍ୟାଚରେ ରୋହିତ୍ ଶର୍ମା ୭୩ ରନ୍ କରି ଭାରତକୁ ୨୬୪/୯ରେ ପହଞ୍ଚାଇଥିଲେ, କିନ୍ତୁ ବିରାଟ୍ କୋହଲି ଦୁଇଟି ମ୍ୟାଚରେ ଶୂନରେ ଆଉଟ ହୋଇଥିଲେ । ଆଜି ତାଙ୍କଠାରୁ ବଡ଼ ଇନିଂଶ ଦର୍ଶକ ଆଶା ରଖିଛନ୍ତି ।
ପୂର୍ବ ମ୍ୟାଚରେ ବାର୍ଟଲେଟ୍‌ଙ୍କ ସ୍ୱିଙ୍ଗ୍ ଭାରତୀୟ ଟପ୍ ଅର୍ଡର୍‌କୁ ଭାଙ୍ଗିଥିଲା। ମ୍ୟାଟ୍ ଶର୍ଟ୍ ଏବଂ ଟ୍ରାଭିସ୍ ହେଡ୍‌ଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ସିଡନିରେ ଦେଖିବାକୁ ମିଳିବ ।  ଅଧିନାୟକ ମିଚେଲ୍ ମାର୍ଶ୍ ଫର୍ମରେ ଥିବାରୁ ଟପ୍ ଅର୍ଡର୍‌ରେ ସ୍ଥିରତା ଆଣିବେ। ଭାରତୀୟ ବୋଲିଂ ଆକ୍ରମଣ ସିରାଜ୍, ହର୍ଷିତ୍ ରାଣା, ପ୍ରସିଧ୍ କୃଷ୍ଣା ଏବଂ କୁଲଦୀପ୍ ୟାଦବଙ୍କ ଉପରେ ନିର୍ଭର କରିବ । 
ଏହି ମ୍ୟାଚରେ ଭାରତକୁ ଉନ୍ନତ ଫିଲ୍ଡିଂ ଏବଂ ବୋଲିଂ କରିବା ନିହାତି  ଆବଶ୍ୟକ। ଏହି ମ୍ୟାଚ୍‌ ଜିତି ଶୁବମନ ଗିଲ୍‌ଙ୍କ ଦଳ ସମ୍ମାନ ରକ୍ଷା ଆଶାରେ ରହିବ। ଅନ୍ୟପକ୍ଷରେ ମିଚେଲ୍‌ ମାର୍ସଙ୍କ ଦଳ ୩-୦ ଐତିହାସିକ ସଫଳତା ଲକ୍ଷ୍ୟରେ ରହିଛି। ‌ଏହି ମ୍ୟାଚ୍‌ ଜିତିଲେ ଭାରତ ବିପକ୍ଷରେ ପ୍ରଥମ ଥର ଲାଗି ଦିନିକିଆ ଶୃଙ୍ଖଳା ମୂଳପୋଛ କରିବ ଅଷ୍ଟ୍ରେଲିଆ।

ପ୍ରଥମ ଦୁଇ ମ୍ୟାଚ୍‌ରେ ଭାରତୀୟ ଶୀର୍ଷ କ୍ରମ ଜୋସ୍‌ ହାଜେଲ୍‌ଉଡ୍‌ଙ୍କ ବିପକ୍ଷରେ ଖେଳିବାରେ ବିଫଳ ‌ହୋଇଛନ୍ତି। ପର୍ଥ ପରି ଆଡିଲେଡ୍‌ରେ ମଧ୍ୟ ଅଧିନାୟକ ଶୁବମନ ଓ ବିରାଟ କୋହଲିଙ୍କ ୱିକେଟ୍‌ ଶୀଘ୍ର ହରାଇଥିଲା ଭାରତ। କୋହଲି ନିଜ ଦିନିକିଆ ଜୀବନରେ ପ୍ରଥମ ଥର ଲାଗି ଲଗାତାର ଦ୍ବିତୀୟ ଥର ଶୂନରେ ଆଉଟ ହୋଇ ଚର୍ଚାରେ ଅଛନ୍ତି । ରୋହିତ ଶର୍ମା ପ୍ରଥମ ମ୍ୟାଚ୍‌ରେ ବିଫଳ ହୋଇଥିଲେ ମଧ୍ୟ ଆଡିଲେଡ୍‌ରେ ୭୩ ରନ୍‌ର ପାଳି ଖେଳି ଫର୍ମକୁ ଫେରିବାର ସଙ୍କେତ ଦେଇଛନ୍ତି।

Share196Tweet123
M M

M M

ଆଜିର ପାଗ

Bhubaneswar
October 25, 2025, 12:31 PM
 

ENE
Mainly clear
32°C
2.6 m/s
Apparent: 32°C
Pressure: 1010 mb
Humidity: 92%
Winds: 2.6 m/s ENE
Windgusts: 6.7 m/s
UV-Index: 0
Precip.: 0mm /65% / Rain
Sunrise: 5:45 AM
Sunset: 5:15 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

ଜମ୍ମୁକାଶ୍ମୀରରେ ରାଜ୍ୟସଭା ନିର୍ବାଚନ, ସଂଖ୍ୟା ନଥାଇ ବିଜେପି ଜିତିଲା ଗୋଟିଏ ଆସନ

October 25, 2025
ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

ଲଘୁଚାପ ଆଣିବ କି ବାତ୍ୟା ? ଚିତ୍ର ଅସ୍ପଷ୍ଟ

October 25, 2025
କ’ଣ କହୁଛି ଆପଣଙ୍କ ରାଶିଫଳ

କ’ଣ କହୁଛି ଆପଣଙ୍କ ରାଶିଫଳ

October 25, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom