• Latest
  • Trending
ପ୍ରଥମ ଦିନିକିଆରେ ହାରିଲା ଭାରତ: ପ୍ରତ୍ୟାବର୍ତ୍ତନ ମ୍ୟାଚ୍‌ରେ ନିରାଶ କ‌ଲେ ବିରାଟ-ରୋହିତ

ପ୍ରଥମ ଦିନିକିଆରେ ହାରିଲା ଭାରତ: ପ୍ରତ୍ୟାବର୍ତ୍ତନ ମ୍ୟାଚ୍‌ରେ ନିରାଶ କ‌ଲେ ବିରାଟ-ରୋହିତ

Oct-19-2025 07:46 PM IST
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

Nov-17-2025 10:01 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Nov-17-2025 09:04 AM IST
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

Nov-16-2025 11:51 AM IST
ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

ବୈଭବ ସୂର୍ଯ୍ୟବଂଶୀଙ୍କ ଦମଦାର ଶତକକୁ ନେଇ ଚର୍ଚ୍ଚା

Nov-16-2025 11:13 AM IST
ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

ନାୟକର ନାଁ ନୀତିଶ କୁମାର; ଦଶ ହଜାରିଆ ଜିତିବାର ଫର୍ମୁଲା

Nov-16-2025 11:04 AM IST
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

Nov-16-2025 10:06 AM IST

କ’ଣ କହୁଛି ଆଜିର ରାଶିଫଳ

Nov-16-2025 10:01 AM IST
କିଏ ଜିତିବ କୋଲକତା ଟେଷ୍ଟ ?

କିଏ ଜିତିବ କୋଲକତା ଟେଷ୍ଟ ?

Nov-15-2025 07:06 PM IST
ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

ଜିତିପାରିଲେନି ଜନସୁରାଜ ଦଳର ମନୀଷ କଶ୍ୟପ, ବିଜେପି ପ୍ରାର୍ଥୀଙ୍କୁ ହରାଇଲେ

Nov-15-2025 06:59 PM IST

ବିର୍ସା ମୁଣ୍ଡା ଦେଶର ସଂସ୍କୃତିର ରକ୍ଷକ ଥିଲେ: ଡ. ଯତୀନ ମହାନ୍ତି

Nov-15-2025 06:50 PM IST
  • About
  • Careers
  • Contact Us
Tuesday, November 18, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ପ୍ରଥମ ଦିନିକିଆରେ ହାରିଲା ଭାରତ: ପ୍ରତ୍ୟାବର୍ତ୍ତନ ମ୍ୟାଚ୍‌ରେ ନିରାଶ କ‌ଲେ ବିରାଟ-ରୋହିତ

by M M
Oct-19-2025 07:46 PM IST
in ଖେଳ
0
ପ୍ରଥମ ଦିନିକିଆରେ ହାରିଲା ଭାରତ: ପ୍ରତ୍ୟାବର୍ତ୍ତନ ମ୍ୟାଚ୍‌ରେ ନିରାଶ କ‌ଲେ ବିରାଟ-ରୋହିତ
491
SHARES
1.4k
VIEWS
Share on FacebookShare on Twitter

ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିଆ ଭାରତକୁ ୭ ୱିକେଟରେ ପରାସ୍ତ କରିଛି। ବର୍ଷା ଯୋଗୁଁ ମ୍ୟାଚ ବାଧାପ୍ରାପ୍ତ ହେବାରୁ ଡିଏଲ୍ ମେଥଡ୍ ଅନୁସାରେ ଫଳାଫଳ ନିର୍ଦ୍ଧାରଣ ହୋଇଥିଲା ।

ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତ ଆରମ୍ଭରୁ ହିଁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା । ରୋହିତ, ବିରାଟ, ଗିଲ,ଶ୍ରେୟସଙ୍କ ଉଇକେଟ ଶୀଘ୍ର ଯିବା ଯୋଗୁଁ ଭାରତ ବଡ଼ ସ୍କୋର କରିପାରିନଥିଲା ।  ଭାରତ ପକ୍ଷରୁ କେଏଲ ରାହୁଲ ୩୮ ରନ କରିଥିବାବେଳେ ଅକ୍ଷର ପଟେଲ ୩୧ ରନ କରିଥିଲେ । ନୀତୀଶ ରେଡ୍ଡି ୧୯ ରନ କରିଥିବାବେଳେ ଶ୍ରେୟସ ଆୟର ୧୧ ରନ କରିଥିଲେ । ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଓ ରୋହିତ ଶର୍ମା ଯଥାକ୍ରମେ ୦ ଓ ୮ ରନ କରି ବିଫଳ ହୋଇଥିଲେ ।  ବର୍ଷା ଯୋଗୁଁ ଖେଳ ବନ୍ଦ ହେବାରୁ ଭାରତ ୨୬ ଓଭରରେ ୯ ଓ୍ବିକେଟ ହରାଇ ୧୩୬ ରନ କରିଥିଲା । ଏହାର ଜବାବରେ ଅଷ୍ଟ୍ରେଲିଆ ୨୧.୧ ତମ ଓଭରରେ ୩ ଓ୍ବିକେଟ ହରାଇ ୧୩୧ ରନ କରିଥିଲା । ଡକଓ୍ବର୍ଥ ଲୁଇସ ମେଥଡ ଅନୁସାରେ ଅଷ୍ଟ୍ରେଲିଆକୁ ବିଜୟୀ ଘୋଷଣା କରାଯାଇଥିଲା ।

ଚାମ୍ପିଅନ୍ସ ଟ୍ରଫି ବିଜୟ ପରର ଲମ୍ବା ବ୍ୟବଧାନ ପରେ ରୋହିତ ଶର୍ମା ଓ ବିରାଟ କୋହଲି ଏକଦିବସୀୟ ଶୃଙ୍ଖଳାକୁ ଫେରିଥିଲେ । ଆଜି ବିରାଟ କୋହଲି ଏବଂ ରୋହିତ ଶର୍ମା ବିଶେଷ ଭଲ ପ୍ରଦର୍ଶନ କରିପାରିନଥିବାରୁ ପ୍ରଶଂସକମାନେ ନିରାଶ ହୋଇଛନ୍ତି । ରୋହିତ ଶର୍ମା ୧୪ ବଲ୍‌ରେ ୮ ରନ୍ କରିଥିବା ବେଳେ କୋହଲି ୮ ବଲ୍‌ ଖେଳି ନିଜର ଖାତା ଖୋଲିପାରି ନଥିଲେ। ପ୍ରଥମ ଥର ପାଇଁ କୋହଲି  ଅଷ୍ଟ୍ରେଲିଆରେ ଏକଦିବସୀୟ ମ୍ୟାଚ୍‌ରେ ଶୂନରେ ଆଉଟ ହୋଇଛନ୍ତି। କୋହଲି ଏପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ବିପକ୍ଷରେ ୩୦ଟି ଦିନିକିଆ ଇନିଂସ ଖେଳିସାରିଛନ୍ତି। ଏହି ଶୃଙ୍ଖଳାକୁ‌ ନେଇ ଯେତିକି ଚର୍ଚ୍ଚା ହେଉନଥିଲା, ତା’ଠାରୁ ଅଧିକ ଚର୍ଚ୍ଚା ହେଉଥିଲା ଗିଲ୍‌ଙ୍କ ଅଧୀନରେ ରୋହିତ, କୋହଲି ଖେଳିବା। ପ୍ରଥମ ମ୍ୟଚରେ  ଦୁହେଁ ନିଜର ପ୍ରଶଂସକଙ୍କୁ ନିରାଶ କରିଛନ୍ତି। ଦ୍ବିତୀୟ ମ୍ୟାଚ ଆଡିଲେଡ ଓଭାଲରେ ଆସନ୍ତା 23 ତାରିଖରେ ଅନୁଷ୍ଠିତ ହେବ ।

Share196Tweet123
M M

M M

ଆଜିର ପାଗ

Bhubaneswar
November 18, 2025, 12:10 AM
 

N
Partly cloudy
17°C
0.8 m/s
Apparent: 17°C
Pressure: 1016 mb
Humidity: 75%
Winds: 0.8 m/s N
Windgusts: 7.6 m/s
UV-Index: 0
Precip.: 0mm /0% / Rain
Sunrise: 5:57 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

ବିଷୋଦ୍‌ଗାର କଲେ ମେୟର: ‘କଳଙ୍କିତ ଅଧ୍ୟାୟ ଯୋଡ଼ିଲେ ଜିଲ୍ଲାପାଳ’

November 17, 2025
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

November 17, 2025
ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

ପଞ୍ଚମଥର ପାଇଁ ଶପଥ ନେବେ ନୀତୀଶ କୁମାର , କାହିଁକି ଜାଣନ୍ତୁ

November 16, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom