M M

M M

ପଞ୍ଚଭୂତରେ ବିଲୀନ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ପଞ୍ଚଭୂତରେ ବିଲୀନ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଜୟପୁର: ପଞ୍ଚଭୂତରେ ବିଲୀନ ହୋଇଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ଆଜି ଜନ୍ମମାଟି ପାତ୍ରପୁଟ ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ତାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି ।...

Read more

ସର୍ବଦଳୀୟ ବୈଠକ ଶେଷ

ସର୍ବଦଳୀୟ ବୈଠକ ଶେଷ

ଭୁବନେଶ୍ବର: ସୋମବାରଠୁ ଆରମ୍ଭ ହେଉଛି ବିଧାନସଭା ଅଧିବେସନ । ଏହା ପୂର୍ବରୁ ଶେଷ ହୋଇଛି ସର୍ବଦଳୀୟ ବୈଠକ । ସର୍ବଦଳୀୟ ବୈଠକରେ  ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ...

Read more

ଆସନ୍ତାକାଲିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

ଆସନ୍ତାକାଲିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

ଆସନ୍ତାକାଲିଠୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ସେଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି ।  ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେଉଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା...

Read more

ଇନ୍‌ଷ୍ଟା ପୋଷ୍ଟକୁ ଲାଇକ୍ କରି ଚର୍ଚ୍ଚା ବଢ଼ାଇଲେ ଅଭିଷେକ

ଇନ୍‌ଷ୍ଟା ପୋଷ୍ଟକୁ ଲାଇକ୍ କରି ଚର୍ଚ୍ଚା ବଢ଼ାଇଲେ ଅଭିଷେକ

ବଲିଉଡ୍‌ର ସବୁଠୁ ଲୋକପ୍ରିୟ ଦମ୍ପତ୍ତି ଅଭିଷେକ ବଚ୍ଚନ ଓ ଐଶ୍ବର୍ଯ୍ୟା ରାୟ ବଚ୍ଚନଙ୍କ ଛାଡ଼ପତ୍ର ଖବରକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଗତ କିଛି ମାସ...

Read more

ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମୋହନ

ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମୋହନ

ଆସନ୍ତାକାଲି ସୋମବାରଠୁ ବିଧାନସଭା ଅଧିବେଶନ ହେବାକୁ ଯାଉଛି। ଏଥିପାଇଁ ସର୍ବଦଳୀୟ ବୈଠକ ରବିବାର ବାଚସ୍ପତି ସୁରମା ପାଢୀଙ୍କ ଅଧ୍ଯକ୍ଷତାରେ ବୈଠକ ବସିବ। ବିଧାନସଭା ଅଧିବେସନ ପୂର୍ବରୁ ମୁଖ୍ୟମନ୍ତ୍ରୀ...

Read more

କାଲି ଘୋଷଣା, ଆଜି ଓହରିଲେ

କାଲି ଘୋଷଣା, ଆଜି ଓହରିଲେ

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ବଦଳାଇ ଦେବାର ଗୋଟିଏ ଦିନ ପରେ ୟୁ-ଟର୍ନ ନେଇଛନ୍ତି ରାଜ୍ୟ ସରକାର। ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ...

Read more

କଂଗ୍ରେସରେ ଆମୂଳଚୁଳ ପରିବର୍ତ୍ତନ: କଂଗ୍ରେସ ବିଧାନସଭା ଦଳର ନେତା ହେଲେ ରାମଚନ୍ଦ୍ର କାଡାମ

କଂଗ୍ରେସରେ ଆମୂଳଚୁଳ ପରିବର୍ତ୍ତନ: କଂଗ୍ରେସ ବିଧାନସଭା ଦଳର ନେତା ହେଲେ ରାମଚନ୍ଦ୍ର କାଡାମ

ଭୁବନେଶ୍ବର:  ଏଆଇସିସି ପକ୍ଷରୁ ଓଡ଼ିଶା କଂଗ୍ରେସର ସମସ୍ତ କମକିଟିକୁ ଭାଙ୍ଗି ଦିଆଯାଇଛି । ପିସିସିର ସବୁ ପଦାଧିକାରୀଙ୍କୁ ବାଦ୍ ଦିଆଯାଇଛି ।  ଓଡିଶା ବିଧାନସଭାରେ କଂଗ୍ରେସ ବିଧାନସଭା...

Read more

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ହେବନି: ମୁଖ୍ୟମନ୍ତ୍ରୀ

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ହେବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ପରିବର୍ତ୍ତନ ହେବନି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ଗଣମାଧ୍ୟମରେ ପ୍ରକାଶ କରିଛନ୍ତି । ରାଜ୍ୟସ୍ତରରେ କୃତୀ...

Read more

ଶଙ୍ଖ ଭବନ ଯେଉଁ ଜମି ଉପରେ ନିର୍ମାଣ ହୋଇଛି, ତାହା ସମ୍ପୂର୍ଣ୍ଣ ଆଇନ ସମ୍ମତ: ବିଜେଡି

ଶଙ୍ଖ ଭବନ ଯେଉଁ ଜମି ଉପରେ ନିର୍ମାଣ ହୋଇଛି, ତାହା ସମ୍ପୂର୍ଣ୍ଣ ଆଇନ ସମ୍ମତ: ବିଜେଡି

ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡ଼ି ମୁଖପାତ୍ର ଦେବୀ ମିଶ୍ର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ...

Read more
Page 143 of 153 1 142 143 144 153

Instagram Photos