• Latest
  • Trending
ICC ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍ ପାଇଁ 15 ଜଣିଆ ସ୍କ୍ୱାଡ ଘୋଷଣା କଲା ବିସିସିଆଇ

ICC ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍ ପାଇଁ 15 ଜଣିଆ ସ୍କ୍ୱାଡ ଘୋଷଣା କଲା ବିସିସିଆଇ

Aug-27-2024 06:17 PM IST
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

Feb-02-2026 07:06 PM IST
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

Feb-02-2026 07:03 PM IST
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

Feb-02-2026 07:00 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଖେଳ

ICC ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍ ପାଇଁ 15 ଜଣିଆ ସ୍କ୍ୱାଡ ଘୋଷଣା କଲା ବିସିସିଆଇ

by M M
Aug-27-2024 06:17 PM IST
in ଖେଳ
0
ICC ଟି-ଟ୍ୱେଣ୍ଟି ମହିଳା ବିଶ୍ୱକପ୍ ପାଇଁ 15 ଜଣିଆ ସ୍କ୍ୱାଡ ଘୋଷଣା କଲା ବିସିସିଆଇ
491
SHARES
1.4k
VIEWS
Share on FacebookShare on Twitter

ଅକ୍ଟୋବର 3ରୁ ୟୁଏଇରେ ମହିଳା ଟି-20 ବିଶ୍ୱକପ ଆରମ୍ଭ ହେବ।  ଏହି ଆଇସିସି ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ହରମନପ୍ରୀତ କୌରଙ୍କ ନେତୃତ୍ୱରେ ବିଶ୍ୱକପ୍ ଖେଳିବ ମହିଳା କ୍ରିକେଟ୍ ଟିମ୍ । ହରମନପ୍ରୀତ କୌର (କ୍ୟାପ୍ଟେନ), ସ୍ମୃତି ମନ୍ଧାନା (ଉପଅଧିନାୟକ), ଶେଫାଳୀ ବର୍ମା, ଦୀପ୍ତି ଶର୍ମା, ଜେମିମା ରୋଡ୍ରିଗୁସ୍, ରିଚା ଘୋଷ (ୱିକେଟ୍ କିପର୍), ୟସ୍ତିକା ଭାଟିଆ (ୱିକେଟ କିପର୍) *, ପୂଜା ଭାସ୍ତ୍ରକର, ଅରୁନ୍ଧତୀ ରେଡ୍ଡୀ , ରେଣୁକା ସିଂହ ଠାକୁର, ଦୟାଲାନ ହେମାଲତା, ଆଶା ସୋଭନା, ରାଧା ଯାଦବ, ଶ୍ରେୟଙ୍କା ପାଟିଲ , ସାଜନା ସଜୀବନ। ଦୁବାଇ ଏବଂ ଶାରଜା ଷ୍ଟାଡିୟମରେ ସମସ୍ତ ମ୍ୟାଚ୍ ଖେଳାଯିବ। 10ଟି ଟିମ୍ ବିଶ୍ୱକପ୍ ଖେଳୁଥିବା ବେଳେ ମୋଟ୍ 23ଟି ମ୍ୟାଚ୍ ଅନୁଷ୍ଠିତ ହେବ।

Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 7:30 PM
 
S
Mainly clear
23°C
2.8 m/s
Apparent: 23°C
Pressure: 1018 mb
Humidity: 88%
Winds: 2.8 m/s S
Windgusts: 6.3 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

ଦେଶର ବାର୍ଷିକ ବଜେଟ୍, ଓଡ଼ିଶାକୁ ମିଳିଲା କଣ ? କହିଲେ ରାଜାରାମ

February 2, 2026
ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

ରାଜଧାନୀରେ କିନ୍ନରଙ୍କୁ ଵୀଭତ୍ସ ହତ୍ୟା

February 2, 2026
କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

କେନ୍ଦ୍ର ବଜେଟ, ରବି ଦାସଙ୍କ ନଜର, ଆମଆଦମୀଙ୍କୁ କାହିଁକି ସନ୍ତୁଷ୍ଟ କଲାନି ଏଥର ବଜେଟ ?

February 2, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom