• Latest
  • Trending

ଲେହରେ ବଡ଼ ଦୁର୍ଘଟଣା : ଗଭୀର ଖାଇରେ ଖସିପଡ଼ିଲା ସ୍କୁଲବସ୍           

Aug-22-2024 06:26 PM IST
odisha.newsroom.in

ବଙ୍ଗଳା ଓ ଆସାମରେ ବିଜେପିର ଦବଦବା…ତାମିଲନାଡୁରେ ବିଜୟଙ୍କ ‘ବ୍ଲକବଷ୍ଟର’ ଏଣ୍ଟ୍ରି

May-04-2026 06:52 PM IST
odisha.newsroom.in

ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ କିଏ ? ଚର୍ଚ୍ଚାରେ ଏହି ନେତାଙ୍କ ନାମ…

May-04-2026 06:12 PM IST
odisha.newsroom.in

ତାମିଲନାଡୁରେ ଅଟୋ ଚାଳକଙ୍କ କମାଲ…ବଡ଼ ନେତାଙ୍କୁ ହରାଇଦେଲେ

May-04-2026 05:13 PM IST
odisha.newsroom.in

TMC କାର୍ଯ୍ୟାଳୟ ଖାଁ ଖାଁ…ମମତାଙ୍କ ଘର ଆଗରେ ‘ଜୟ ଶ୍ରୀରାମ’ ନାରା

May-04-2026 03:02 PM IST
odisha.newsroom.in

ପୁଡୁଚେରୀ ନିର୍ବାଚନ ଫଳାଫଳ: ପୁଣି ଥରେ କ୍ଷମତା ଆଡ଼କୁ ବିଜେପି ମେଣ୍ଟ, ପଛରେ ପଡ଼ିଲା କଂଗ୍ରେସ

May-04-2026 12:42 PM IST
odisha.newsroom.in

ତାମିଲନାଡୁରେ’TVK’ ମ୍ୟାଜିକ୍: ବିଜୟଙ୍କ ଘର ଆଗରେ ପୋଲିସ୍ ଛାଉଣୀ କାହିଁକି ?

May-04-2026 12:18 PM IST
odisha.newsroom.in

କେରଳରେ ବଡ଼ ବିଜୟ ଆଡ଼କୁ UDF…LDF କର୍ମୀଙ୍କ ମଧ୍ୟରେ ନିରାଶା…

May-04-2026 11:58 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କ ଦବଦବା…ଛତ୍ରଭଙ୍ଗ ଦେଲେଣି DMK କର୍ମୀ

May-04-2026 11:20 AM IST
odisha.newsroom.in

ବେଙ୍ଗଲରେ ବିଜେପି ଆଗରେ, ତାମିଲନାଡୁରେ ବିଜୟଙ୍କ TVK ର କମାଲ

May-04-2026 10:37 AM IST
odisha.newsroom.in

ପ୍ରାରମ୍ଭିକ ଟ୍ରେଣ୍ଡରେ ମମତାଙ୍କୁ ପଛରେ ପକାଇଲେ ଶୁଭେନ୍ଦୁ ଅଧିକାରୀ

May-04-2026 09:54 AM IST
  • About
  • Careers
  • Contact Us
Tuesday, May 5, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଦେଶ ବିଦେଶ

ଲେହରେ ବଡ଼ ଦୁର୍ଘଟଣା : ଗଭୀର ଖାଇରେ ଖସିପଡ଼ିଲା ସ୍କୁଲବସ୍           

by M M
Aug-22-2024 06:26 PM IST
in ଦେଶ ବିଦେଶ, ବଡ଼ ଖବର
0
491
SHARES
1.4k
VIEWS
Share on FacebookShare on Twitter

ଲେହ: ଲଦାଖର ଲେହରୁ ଏକ ବଡ଼ ଦୁର୍ଘଟଣାର ଖବର ଆସୁଛି। ଏକ ସ୍କୁଲ ବସ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ୬ ଜଣ ପ୍ରାଣ ହରାଇଛନ୍ତି ।ପୁଲିସର ସୂଚନା ଅନୁସାରେ ବସଟି ୨୦୦ ମିଟର ଗଭୀର ଘାଟିକୁ ଖସି ପଡ଼ିବାରୁ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୨ ଜଣ ଆହତ ହୋଇଛନ୍ତି। ଖବର ପାଇ ସୁରକ୍ଷାବାହିନୀର ଟିମ୍ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।୨୮ ଜଣ ଯାତ୍ରୀଙ୍କୁ ନେଇ ଏକ ସ୍କୁଲବସଟି ଲେହରୁ ଦୁର୍ବୁକ୍ ଅଭିମୁଖେ ଯାଉଥିଲା। ପାହାଡ଼ିଆ ଅଞ୍ଚଳର ଡୁକ୍ବୁକ୍ ନିକଟରେ ଏହି ଦୁର୍ଘଟଣା ଘଟି ତାହା ୨୦୦ ମିଟର ଗଭୀରତାକୁ ଖସି ପଡ଼ିଥିଲା। ବସଟି ଖାଇକୁ ଖସି ପଡ଼ିବାରୁ ବସରୁ ଯାତ୍ରୀମାନଙ୍କ ଆର୍ତ୍ତଚିତ୍କାର ଶୁଣାଯାଇଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି । ଖବରପାଇ ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ଓ ଭାରତୀୟ ସେନାର ଯବାନ ପହଞ୍ଚିଥିଲେ। ସୁରକ୍ଷାବାହିନୀ ଆମ୍ବୁଲାନ୍ସ ଯୋଗେ ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନା ନେଇଥିଲେ, ଯେଉଁଠାରେ ଡାକ୍ତର ୬ ଜଣଙ୍କୁ ମୃତ ଘୋଷଣା କରିଥିଲେ। ବାକି ୨୨ ଜଣ ଆହତ ଚିକିତ୍ସାଧୀନ ଅଛନ୍ତି। ପୁଲିସ ଶବ ବ୍ୟବଚ୍ଛେଦ କରିବା ସହ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

 

 

Tags: nationalnewsnewsroomschool buss accident
Share196Tweet123
M M

M M

ଆଜିର ପାଗ

Bhubaneswar
May 5, 2026, 4:08 AM
 

ESE
Thunderstorm
26°C
0.5 m/s
Apparent: 33°C
Pressure: 1009 mb
Humidity: 93%
Winds: 0.5 m/s ESE
Windgusts: 9.7 m/s
UV-Index: 0
Precip.: 20.3mm /96% / Rain
Sunrise: 5:14 AM
Sunset: 6:11 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom