• Latest
  • Trending
ସମ୍ଭାବ୍ୟ ବାତ୍ୟାକୁ ନେଇ ଆସିଲା ବଡ଼ ଖବର, ଜାଣନ୍ତୁ ଓଡ଼ିଶା ଉପରେ କଣ ରହିବ ଏହାର ପ୍ରଭାବ ?

ସମ୍ଭାବ୍ୟ ବାତ୍ୟାକୁ ନେଇ ଆସିଲା ବଡ଼ ଖବର, ଜାଣନ୍ତୁ ଓଡ଼ିଶା ଉପରେ କଣ ରହିବ ଏହାର ପ୍ରଭାବ ?

May-10-2026 10:16 AM IST
ସାବଧାନ ! ସାବୁନରେ ଧୋଉଛନ୍ତି କି ମୁଣ୍ଡ ? ଜାଣନ୍ତୁ କଣ କହୁଛନ୍ତି ବିଶେଷଜ୍ଞ

ସାବଧାନ ! ସାବୁନରେ ଧୋଉଛନ୍ତି କି ମୁଣ୍ଡ ? ଜାଣନ୍ତୁ କଣ କହୁଛନ୍ତି ବିଶେଷଜ୍ଞ

May-10-2026 10:58 AM IST
ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ

ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ

May-10-2026 10:31 AM IST
ପଞ୍ଚମ ଥର ପାଇଁ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ହେବେ ରଙ୍ଗା ସ୍ୱାମୀ, ମେ ୧୩ରେ ନେବେ ଶପଥ

ପଞ୍ଚମ ଥର ପାଇଁ ପୁଡୁଚେରୀର ମୁଖ୍ୟମନ୍ତ୍ରୀ ହେବେ ରଙ୍ଗା ସ୍ୱାମୀ, ମେ ୧୩ରେ ନେବେ ଶପଥ

May-10-2026 09:31 AM IST
ଆଜିଠୁ ଥାଲାପତି ବିଜୟ ସରକାର, ୧୦ଟାରେ ନେବେ ଶପଥ

ଆଜିଠୁ ଥାଲାପତି ବିଜୟ ସରକାର, ୧୦ଟାରେ ନେବେ ଶପଥ

May-10-2026 08:55 AM IST
ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ପଢନ୍ତୁ…

ଆଜି କେମିତି କଟିବ ଆପଣଙ୍କ ଦିନ? କ’ଣ କହୁଛି ଆପଣଙ୍କ ରାଶିଫଳ? ପଢନ୍ତୁ…

May-10-2026 08:15 AM IST
ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ

ବାତ୍ୟା ଦ୍ୱନ୍ଦ୍ୱ ମଧ୍ୟରେ ସୃଷ୍ଚି ହେଲା ଘୂର୍ଣ୍ଣିବଳୟ, ଦିନକ ପରେ ନେବ ଲଘୁଚାପର ରୂପ

May-09-2026 03:55 PM IST
‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ !

‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ !

May-09-2026 03:42 PM IST
ଭାତ ଖାଇଲେ ବଢ଼େ କି ମୋଟା ପଣ , ଜାଣନ୍ତୁ ଏହା ପଛର ସତ ?

ଭାତ ଖାଇଲେ ବଢ଼େ କି ମୋଟା ପଣ , ଜାଣନ୍ତୁ ଏହା ପଛର ସତ ?

May-09-2026 01:22 PM IST
ଶୁଭେନ୍ଦୁ ଅଧିକାରୀଙ୍କ ସହିତ ଶପଥ ନେଇଥିବା ପାଞ୍ଚ ଜଣ ମନ୍ତ୍ରୀ କିଏ ?

ଶୁଭେନ୍ଦୁ ଅଧିକାରୀଙ୍କ ସହିତ ଶପଥ ନେଇଥିବା ପାଞ୍ଚ ଜଣ ମନ୍ତ୍ରୀ କିଏ ?

May-09-2026 01:08 PM IST
ପଶ୍ଚିମବଙ୍ଗରେ ଚାଲିଥିଲା ଶପଥ ଗ୍ରହଣ ଉତ୍ସବ; ପାଦ ଛୁଇଁ ମୁଣ୍ଡିଆ ମାରିଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ସେ କିଏ?

ପଶ୍ଚିମବଙ୍ଗରେ ଚାଲିଥିଲା ଶପଥ ଗ୍ରହଣ ଉତ୍ସବ; ପାଦ ଛୁଇଁ ମୁଣ୍ଡିଆ ମାରିଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ ସେ କିଏ?

May-09-2026 01:02 PM IST
  • About
  • Careers
  • Contact Us
Sunday, May 10, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଆଜିର ପାଗ

ସମ୍ଭାବ୍ୟ ବାତ୍ୟାକୁ ନେଇ ଆସିଲା ବଡ଼ ଖବର, ଜାଣନ୍ତୁ ଓଡ଼ିଶା ଉପରେ କଣ ରହିବ ଏହାର ପ୍ରଭାବ ?

by M M
May-10-2026 10:16 AM IST
in ଆଜିର ପାଗ, ବଡ଼ ଖବର, ମୁଖ୍ୟ ଖବର
0
ସମ୍ଭାବ୍ୟ ବାତ୍ୟାକୁ ନେଇ ଆସିଲା ବଡ଼ ଖବର, ଜାଣନ୍ତୁ ଓଡ଼ିଶା ଉପରେ କଣ ରହିବ ଏହାର ପ୍ରଭାବ ?
491
SHARES
1.4k
VIEWS
Share on FacebookShare on Twitter

ଓଡ଼ିଶାକୁ ସମ୍ଭାବ୍ୟ ବାତ୍ୟାକୁ ନେଇ ଆଶଙ୍କା ବଢୁଛି । ଦକ୍ଷିଣ ଆଣ୍ଡାମାନ ସାଗରରେ ବର୍ତ୍ତମାନ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା ୧୨ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେବ। ସମୁଦ୍ର ଭିତରେ ଅଧିକ ଘନୀଭୂତ ହୋଇ ଗଭୀର ଅଵପାତରେ ପରିଣତ ହେବା ସମ୍ଭାବନା ରହିଛି । କିନ୍ତୁ ଓଡିଶା ଉପରେ ଏହାର କ’ଣ ପ୍ରଭାବ ରହିବ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ। ୧୩ ତାରିଖ ପରେ ବାତ୍ୟା ନେଇ ଚିତ୍ର ସ୍ପଷ୍ଟ ହେବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ।

ଆଇଏମ୍‌ଡି କରିଥିବା ପୂର୍ବାନୁମାନ ଅନୁସାରେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ତଥା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଥିବା ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ୧୩ରୁ ୧୬ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ । ଏହା ବାତ୍ୟା ରୂପ ନେବାର ସମ୍ଭାବନା କମ୍‌ ରହିଥିବା‌ ଆଇଏମ୍‌ଡି ପକ୍ଷରୁ କୁହାଯାଇଛି ।

ଅନ୍ୟପଟେ ଓଡିଶା ଉପରେ ଥିବା ଟ୍ରପଲାଇନ ପ୍ରଭାବରେ କାଳବୈଶାଖୀ ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୧୨ ତାରିଖରୁ ପୁଣି ରାଜ୍ୟରେ ବଢିବ ଦିନ ତାପମାତ୍ରା । ୨ରୁ ୪ ଡିଗ୍ରୀ ଯାଏଁ ଦିନର ତାପମାତ୍ରା ବୃଦ୍ଧି ପାଇବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

Tags: newsnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
May 10, 2026, 11:21 AM
 
SSE
Mainly clear
32°C
1.9 m/s
Apparent: 32°C
Pressure: 1010 mb
Humidity: 90%
Winds: 1.9 m/s SSE
Windgusts: 9.2 m/s
UV-Index: 0
Precip.: 10.2mm /77% / Rain
Sunrise: 5:12 AM
Sunset: 6:13 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom