• Latest
  • Trending

ବାତ୍ୟା ବେଳେ କ’ଣ ଯମ ଆସିବନି ?ବାତ୍ୟାକୁ ନେଇ ବଡ଼ ବିତର୍କ

Oct-26-2024 11:21 PM IST
odisha.newsroom.in

ତାମିଲନାଡୁରେ ‘ବିଜୟ’ ସରକାର…୧୧୮ ବିଧାୟକଙ୍କ ସମର୍ଥନ ମାଗିଲେ ରାଜ୍ୟପାଳ…

May-06-2026 06:03 PM IST
odisha.newsroom.in

TMC କାର୍ଯ୍ୟାଳୟ ଭଙ୍ଗାରୁଜା…କୋଲକାତା ନ୍ୟୁ ମାର୍କେଟରେ ବୁଲିଲା ବୁଲଡୋଜର…

May-06-2026 04:49 PM IST
odisha.newsroom.in

ମହୁ ସଂଗ୍ରହ କରିବାକୁ ପଥର ଖୋଲରେ ମୁଣ୍ଡ ପୂରାଇଦେଲେ ନାବାଳକ …କାଢ଼ିବାକୁ ଅଗ୍ନିଶମବାହିନୀ ନାକେଦମ

May-06-2026 03:58 PM IST
odisha.newsroom.in

TVK ମୁଖ୍ୟ ବିଜୟଙ୍କ ଗାଡ଼ି ନମ୍ବର TN 07 CM 2026…କଣ ରହସ୍ୟ ?

May-06-2026 12:24 PM IST
odisha.newsroom.in

ଏବେ ବି ନିଜ ଜିଦରେ ଅଟଳ ମମତା…ଜାଣନ୍ତୁ ବେଙ୍ଗଲରେ ଆଗକୁ କଣ ହେବ ?

May-06-2026 11:34 AM IST
odisha.newsroom.in

ତାମିଲନାଡୁରେ ବିଜୟଙ୍କୁ କଂଗ୍ରେସର ସମର୍ଥନ: ଜାଣନ୍ତୁ କଣ ରଖିଲା ସର୍ତ୍ତ

May-06-2026 10:49 AM IST
odisha.newsroom.in

ମଝି ଆକାଶରେ ଆତଙ୍କ: ଇଣ୍ଡିଗୋ ବିମାନ ଭିତରେ ଫାଟିଲା ପାୱାରବ୍ୟାଙ୍କ

May-06-2026 10:17 AM IST
Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

Horoscope 2026 May 06: ଜାଣନ୍ତୁ ଆଜିର ରାଶିଫଳ…

May-06-2026 09:50 AM IST
odisha.newsroom.in

“ଇସ୍ତଫା ଦେବାର ପ୍ରଶ୍ନ ଉଠୁନି, ମୁଁ ନିର୍ବାଚନ ହାରିନି”…ପରାଜୟ ପରେ ମମତାଙ୍କ ବଡ଼ ବୟାନ…

May-05-2026 05:43 PM IST
odisha.newsroom.in

ଶେଷ ହେଲା ମମତାଙ୍କ ‘ଆଳୁ ପଲିଟିକ୍ସ’: ଓଡ଼ିଶାକୁ ଏବେ ସହଜରେ ଆସିବ ପଶ୍ଚିମବଙ୍ଗ ଆଳୁ

May-05-2026 04:07 PM IST
  • About
  • Careers
  • Contact Us
Thursday, May 7, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବାତ୍ୟା ବେଳେ କ’ଣ ଯମ ଆସିବନି ?ବାତ୍ୟାକୁ ନେଇ ବଡ଼ ବିତର୍କ

by M M
Oct-26-2024 11:21 PM IST
in ବଡ଼ ଖବର, ବିଶେଷ
0
491
SHARES
1.4k
VIEWS
Share on FacebookShare on Twitter

ବାତ୍ୟା ଦାନାର ମୁକାବିଲା ନେଇ ସରକାରଙ୍କୁ ଟାର୍ଗେଟ କରିଛି ବିଜେଡି । ବାତ୍ୟା  ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ ବିଜୁ ଜନତା ଦଳ ତରଫରୁ କୁହାଯାଇଛି ଯେ ରାଜ୍ୟ ସରକାର ବାତ୍ୟା ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ।

ବିଜେଡି ମୁଖପାତ୍ର ଡଃ ଲେଖାଶ୍ରୀ ସାମନ୍ତସିଂହାର କହିଥିଲେ, ରାଜ୍ୟ ବିଜେପି ସରକାରଙ୍କ ଫୋକସ, ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନୁହେଁ ବରଂ କେବଳ ପ୍ରଶଂସା ସାଉଁଟିବା ପ୍ରାଥମିକତା ରହିଛି ।

ରାଜ୍ୟ ସରକାର ଜିରୋ କାଜୁଆଲିଟି କଥା କହୁଥିବା ବେଳେ  ଅତିକମ୍‌ରେ ଚାରି ଜଣ ଲୋକଙ୍କର ମୃତ୍ୟୁ ହୋଇଛି । ତଥାପି ରାଜ୍ୟ ସରକାର ଶୂନ୍ୟ ମୃତ୍ୟୁ ଦାବି କରିବା ହାସ୍ୟାସ୍ପଦ। ରାଜନଗରରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ନେଇ ବିଜେପି ମଧ୍ୟ ବିଜେଡିକୁ ଉତ୍ତର ଦେଇଛି । କଂଗ୍ରେସ ମଧ୍ୟ ସରକାରଙ୍କ ପାରିବା ପଣିଆକୁ ନେଇ ପ୍ରଶ୍ନ ଉଠାଇଛି ।

Share196Tweet123
M M

M M

ଆଜିର ପାଗ

Bhubaneswar
May 7, 2026, 3:26 AM
 

SSW
Clear sky
26°C
3.1 m/s
Apparent: 32°C
Pressure: 1007 mb
Humidity: 94%
Winds: 3.1 m/s SSW
Windgusts: 8.3 m/s
UV-Index: 0
Precip.: 0mm /32% / Rain
Sunrise: 5:13 AM
Sunset: 6:12 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom