• Latest
  • Trending
ଶିଶୁ ସୁରକ୍ଷା ଆଇନର ଖୋଲାଖୋଲି ଉଲ୍ଲଂଘନ କରିଛି ବିଜେଡି: ବିଜେପି

ଶିଶୁ ସୁରକ୍ଷା ଆଇନର ଖୋଲାଖୋଲି ଉଲ୍ଲଂଘନ କରିଛି ବିଜେଡି: ବିଜେପି

Nov-06-2025 04:41 PM IST

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

Dec-07-2025 06:45 PM IST
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

Dec-07-2025 11:11 AM IST
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

Dec-07-2025 11:07 AM IST

ବିଶାଖାପାଟନମରେ ଭାରତର ଦମଦାର ବିଜୟ

Dec-07-2025 10:19 AM IST
ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

ମୁମ୍ବାଇ ବିମାନବନ୍ଦରରେ ହଙ୍ଗାମା, ଆଫ୍ରିକୀୟ-ଆମେରିକୀୟ ମହିଳାଙ୍କ କ୍ରୋଧର ଭିଡିଓ ଭାଇରାଲ

Dec-07-2025 08:41 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-07-2025 08:33 AM IST
ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

ବିଭିନ୍ନ ସ୍ଥାନରୁ ଆଜି ମଧ୍ୟ ଇଣ୍ଡିଗୋ ବିମାନ ରଦ୍ଦ: ଯାତ୍ରୀ ହଇରାଣୀ ବଢ଼ିଲା

Dec-06-2025 09:51 AM IST
କ’ଣ କହୁଛି ଆଜିର ରାଶିଫଳ

କ’ଣ କହୁଛି ଆଜିର ରାଶିଫଳ

Dec-06-2025 09:46 AM IST
ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

ସୁସ୍ଥ ମୃତ୍ତିକା ହେଉଛି କୃଷିର ଜୀବନରେଖା : କେ ଭି ସିଂହଦେଓ

Dec-05-2025 05:33 PM IST
ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

ରେପୋ ରେଟ୍ ୫.୨୫% କୁ ହ୍ରାସ କଲା RBI, ସୁଧ ହାର କମିବା ସମ୍ଭାବନା

Dec-05-2025 01:20 PM IST
  • About
  • Careers
  • Contact Us
Sunday, December 7, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ଶିଶୁ ସୁରକ୍ଷା ଆଇନର ଖୋଲାଖୋଲି ଉଲ୍ଲଂଘନ କରିଛି ବିଜେଡି: ବିଜେପି

by M M
Nov-06-2025 04:41 PM IST
in ରାଜନୀତି, ରାଜ୍ୟ
0
ଶିଶୁ ସୁରକ୍ଷା ଆଇନର ଖୋଲାଖୋଲି ଉଲ୍ଲଂଘନ କରିଛି ବିଜେଡି: ବିଜେପି
492
SHARES
1.4k
VIEWS
Share on FacebookShare on Twitter

ଶିଶୁ ସୁରକ୍ଷା ଆଇନର ଖୋଲାଖୋଲି ଉଲ୍ଲଂଘନ କରିଛି ବିଜେଡି । ଏଭଳି ଅଭିଯୋଗ ଆଣିଛି ବିଜେପି । ବିଜେପି କହିବା କଥା ଛୋଟ ଛୋଟ ପିଲାମାନେ ବିଜେଡିର ଦଳୀୟ ପତକା, ପୋଷାକ ପରିଧାନ କରି ସ୍ଲୋଗାନ ଦେଉଥିବାର ଦୃଶ୍ୟ ଗଣମାଧ୍ୟମ ତଥା ସାମାଜିକ ଗଣମାଧ୍ୟମରେ ପ୍ରକାଶିତ ହେଉଛି । ଯାହା କି ନିର୍ବାଚନ ବେଳେ ବେଆଇନ କାର୍ଯ୍ୟ । ଏହା ସଂପୂର୍ଣ୍ଣ ଭାବେ ଆଦର୍ଶ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ । ଯାହାର ଭିଡିଓ ଓ ଫଟୋକୁ ନେଇ ତଥ୍ୟ ସହିତ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଏଥିରେ ସଂପୃକ୍ତ ଦୋଷୀଙ୍କ ବିରୁଦ୍ଧରେ ବିହୀତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ବିଜେପି ପ୍ରତିନିଧିମଣ୍ଡଳ ଦାବୀ କରିଛି ବୋଲି ବରିଷ୍ଠ ବିଜେପି ନେତା  ଗୋଲକ ମହାପାତ୍ର କହିଛନ୍ତି ।

ସେ କହିଛନ୍ତି ଯେ  ସଶକ୍ତ ଓ ସୁଦୃଢ଼ ଗଣତାନ୍ତ୍ରିକ ରାଷ୍ଟ୍ର ପାଇଁ ନିର୍ବାଚନ ମେରୁଦଣ୍ଡ ସଦୃଶ । ନିର୍ବାଚନ ମୁକ୍ତ, ଅବାଧ ଓ ନିରପେକ୍ଷ ହେବା ଉଚିତ, ଯାହା ଗଣତନ୍ତ୍ର ପାଇଁ ଶୁଭଙ୍କର ଅଟେ । କିନ୍ତୁ ଦୁଃଖର ବିଷୟ ବିଜୁ ଜନତା ଦଳ ୨୫ବର୍ଷ ଓଡ଼ିଶାକୁ ଶାସନ କରିଥିଲେ ମଧ୍ୟ ନିର୍ବାଚନ ସମୟରେ ଅଗଣତାନ୍ତ୍ରିକ ପଦ୍ଧତିରେ ନିର୍ବାଚନ ପାରହେବା ପାଇଁ ଅପଚେଷ୍ଟା ଚଳାଇଛି ।

ନିର୍ବାଚନ ହାରିବା ଭୟରେ ଶାସକ ଦଳ ନିଜର ହିତାହିତ ଜ୍ଞାନ ହରାଇବସିଛି । ଶେଷରେ ବିଜେଡିର ଶେଷ ଭରସା କୁନି କୁନି ପିଲା ସାଜିଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନୂଆପଡା ନିର୍ବାଚନମଣ୍ଡଳୀ ନିର୍ବାଚନୀ ପ୍ରଚାର ଅବସରରେ ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ ହେବାର ଦୃଶ୍ୟ ଦେଖିବାକୁ ମିଳିଥିଲା । ନବୀନ ବାବୁଙ୍କୁ ସ୍ୱାଗତ ଜଣାଇବା ପାଇଁ କୋମନା ବ୍ଲକର ତରାବୋଡା ଗ୍ରାମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଜେଡି ନେତାମାନେ କୋମଳମତି ଛୋଟ ଛୋଟ ପିଲାଙ୍କୁ ବ୍ୟବହାର କରିଥିଲେ ।

ଛୋଟ ଛୋଟ ପିଲାମାନେ ବିଜେଡିର ଦଳୀୟ ପତକା, ପୋଷାକ ପରିଧାନ କରି ସ୍ଲୋଗାନ ଦେଉଥିବାର ଦୃଶ୍ୟ ଗଣମାଧ୍ୟମ ତଥା ସାମାଜିକ ଗଣମାଧ୍ୟମରେ ପ୍ରକାଶିତ ହେଉଛି । ଶିଶୁ ସୁରକ୍ଷା ଆଇନର ଖୋଲାଖୋଲି ଉଲ୍ଲଂଘନ କରିଛି ବିଜେଡି । ଏହା ସଂପୂର୍ଣ୍ଣ ଭାବେ ଆଦର୍ଶ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ । ଯାହାର ଭିଡିଓ ଓ ଫଟୋକୁ ନେଇ ତଥ୍ୟ ସହିତ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଏଥିରେ ସଂପୃକ୍ତ ଦୋଷୀଙ୍କ ବିରୁଦ୍ଧରେ ବିହୀତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ବିଜେପି ପ୍ରତିନିଧିମଣ୍ଡଳ ଦାବୀ କରିଛି ବୋଲି ବରିଷ୍ଠ ବିଜେପି ନେତା ଶ୍ରୀ ଗୋଲକ ମହାପାତ୍ର କହିଛନ୍ତି ।

Share197Tweet123
M M

M M

ଆଜିର ପାଗ

Bhubaneswar
December 7, 2025, 9:29 PM
 

E
Partly cloudy
19°C
0.9 m/s
Apparent: 16°C
Pressure: 1017 mb
Humidity: 76%
Winds: 0.9 m/s E
Windgusts: 5.4 m/s
UV-Index: 0
Precip.: 0mm /0% / Rain
Sunrise: 6:09 AM
Sunset: 5:06 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

ଶ୍ରୀମୟୀଙ୍କ କଟାକ୍ଷ, ବିଜେଡି ଘାଇଲା

November 16, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

‘ମେହବୁବା’ ଗୀତ ବାଜୁଥିବା ବେଳେ କ୍ଲବରେ ମୃତ୍ୟୁର ତାଣ୍ଡବ : ଅଗ୍ନିକାଣ୍ଡରେ ୨୫ ମୃତ

December 7, 2025
ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

ସମୃଦ୍ଧ ଓଡିଶା ଗଠନ ପାଇଁ ଏନର୍ଜି ସପ୍ଲାଇ ଚେନ୍‍କୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି : ମୁଖ୍ୟମନ୍ତ୍ରୀ

December 7, 2025
ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

ବିଶ୍ୱ ଅକ୍ଷୟ ଶକ୍ତି ବୃଦ୍ଧିର ଭାରତ ଏକ ପ୍ରମୁଖ ବାହକ: କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଜୋଶୀ

December 7, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom