• Latest
  • Trending
ଶଙ୍ଖ ଭବନ’ ନିର୍ମାଣ ଅଭିଯୋଗର ତଦନ୍ତ ହେବ କାହିଁକି କହିଲେ ମନ୍ତ୍ରୀ

ଶଙ୍ଖ ଭବନ’ ନିର୍ମାଣ ଅଭିଯୋଗର ତଦନ୍ତ ହେବ କାହିଁକି କହିଲେ ମନ୍ତ୍ରୀ

July 20, 2024
ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି କାହାକୁ ଦେବ ଭୋଟ ?

ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି କାହାକୁ ଦେବ ଭୋଟ ?

September 8, 2025
ଭାରତ ଏସିଆ କପ୍ ହକି ଚାମ୍ପିଆନ୍

ଭାରତ ଏସିଆ କପ୍ ହକି ଚାମ୍ପିଆନ୍

September 8, 2025
ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

September 5, 2025

ଅନଲାଇନରେ ଟଙ୍କା ରୋଜଗାର ନିଶା ଛାଡିଗଲା, ଠକାମି ପରେ ଥାନାର ଦ୍ବାରସ୍ଥ ହେଲେ ଲୋକେ

September 5, 2025
ଶତାଧିକ ଗୁରୁଙ୍କୁ ସମ୍ମାନ ଜଣାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ

ଶତାଧିକ ଗୁରୁଙ୍କୁ ସମ୍ମାନ ଜଣାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ

September 5, 2025
ଜିଏସଟି ବନାମ ଟାରିଫ

ଜିଏସଟି ବନାମ ଟାରିଫ

September 5, 2025
ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ

ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ

September 5, 2025
ଏମ୍ଏସ୍ଏମ୍ଇ ଗୁଡ଼ିକର ପରିଚାଳନାଗତ ବୋଝ ହ୍ରାସ କରିବା ଲାଗି  ସଂସ୍କାର GST

ଏମ୍ଏସ୍ଏମ୍ଇ ଗୁଡ଼ିକର ପରିଚାଳନାଗତ ବୋଝ ହ୍ରାସ କରିବା ଲାଗି ସଂସ୍କାର GST

September 5, 2025
‘୨୦୪୭ ସୁଦ୍ଧା ସମସ୍ତଙ୍କ ପାଇଁ ବୀମା’

‘୨୦୪୭ ସୁଦ୍ଧା ସମସ୍ତଙ୍କ ପାଇଁ ବୀମା’

September 5, 2025
ଜିଏସଟି ସଂସ୍କାରକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ

ଜିଏସଟି ସଂସ୍କାରକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ

September 5, 2025
  • About
  • Careers
  • Contact Us
Monday, September 8, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଶଙ୍ଖ ଭବନ’ ନିର୍ମାଣ ଅଭିଯୋଗର ତଦନ୍ତ ହେବ କାହିଁକି କହିଲେ ମନ୍ତ୍ରୀ

by M M
July 20, 2024
in ବଡ଼ ଖବର, ବିଶେଷ, ମୁଖ୍ୟ ଖବର, ରାଜନୀତି, ରାଜ୍ୟ
0
ଶଙ୍ଖ ଭବନ’ ନିର୍ମାଣ ଅଭିଯୋଗର ତଦନ୍ତ ହେବ କାହିଁକି କହିଲେ ମନ୍ତ୍ରୀ
491
SHARES
1.4k
VIEWS
Share on FacebookShare on Twitter

 

ପୁରୀ: ବିଜେଡିର ପାର୍ଟି ଅଫିସ୍ ‘ଶଙ୍ଖ ଭବନ’କୁ ନେଇ ବିବାଦ ସୃଷ୍ଟି ହୋଇଛି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଏହାର ତଦନ୍ତ ହେବ। ବିଜେଡିର ଶଙ୍ଖ ଭବନକୁ ନେଇ ଅନେକ ଦିନ ଧରି ଅଭିଯୋଗର ଉତ୍ତର ରଖିଛନ୍ତି ମନ୍ତ୍ରୀ।  ମନ୍ତ୍ରୀଙ୍କ କହିବା କଥା ସଡ଼କ କିସମ ଜାଗାକୁ ଘରବାଡ଼ିରେ ପରିବର୍ତ୍ତନ କରାଯାଇଛି । ତେଣୁ ଶଙ୍ଖ ଭବନ ବେଆଇନ ଭାବେ ନିର୍ମାଣ ହୋଇଛି   । ସବୁ ନିୟମ କାନୁନକୁ ମୋଡ଼ି ମକଚି ଏହି ଜାଗାକୁ ସରକାରଙ୍କଠାରୁ କମ ଦରରେ କିଣାଯାଇଥିବା କୁହାଯାଇଛି ।

୪ଟି ପ୍ଲଟକୁ ମିଶାଇ ୧ ଏକର ୧୮୩ ଡିସିମିଲି ଜାଗା ଉପରେ ନିର୍ମାଣ ହୋଇଛି ଶଙ୍ଖ ଭବନ। ସେଗୁଡ଼ିକ ହେଉଛି ଗଙ୍ଗନଗର ମୌଜାର ପ୍ଲଟ୍ ନଂ ୭୯୭, ପ୍ଲଟ୍ ନଂ ୮୦୦, ପ୍ଲଟ୍ ନଂ ୭୯୭/୮୪୯ ଏବଂ ପ୍ଲଟ୍ ନଂ ୭୯୮। ପ୍ରଥମ ତିନୋଟି ପ୍ଲଟର କିସମ ଘରବାଡ଼ି ଥିଲା, ଆଉ ଚତୁର୍ଥ ପ୍ଲଟ୍ ଅର୍ଥାତ୍ ୭୯୮ଜାଗାର କିସମ ହେଉଛି ରୋଡ୍ ବା ସଡ଼କ। ଏହି ଜାଗାକୁ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ଆବେଦନକାରୀ ବିଜେଡିକୁ ଲିଜ୍ ସୂତ୍ରରେ ଦେଇଛନ୍ତି। ଏହାର କିସମ ପରିବର୍ତ୍ତନ ହୋଇପାରିବ ନାହିଁ ବୋଲି ଲିଜ୍ ଡିଲରେ ସ୍ପଷ୍ଟ ଭାବରେ ଉଲ୍ଲେଖ କରାଯାଇଛି। ଏକ ପ୍ରାଇଭେଟ୍ ପାର୍ଟି ବା ବିଜେଡି ଦଳକୁ ସାଧାରଣ ଜନତାଙ୍କ ବ୍ୟବହାର ପାଇଁ ଉଦ୍ଦିଷ୍ଟ ସଡ଼କ ଉପରେ ଘର ନିର୍ମାଣ ପାଇଁ ଅନୁମତି ଦିଆଯାଇଛି। ତେଣୁ ଏହାର ତଦନ୍ତ ହେବ ବୋଲି କହିଛନ୍ତି ଶ୍ରୀ ପୂଜାରୀ ।

Tags: bjdbjpnaveennewsnewsroomodishapolitics
Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି କାହାକୁ ଦେବ ଭୋଟ ?

ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି କାହାକୁ ଦେବ ଭୋଟ ?

September 8, 2025
ଭାରତ ଏସିଆ କପ୍ ହକି ଚାମ୍ପିଆନ୍

ଭାରତ ଏସିଆ କପ୍ ହକି ଚାମ୍ପିଆନ୍

September 8, 2025
ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

ଛଣଗିରି ସ୍ଵର୍ଣ୍ଣ ଅଳଙ୍କାରରୁ ଲୁଟ ମାମଲାରେ ଧରାପଡ଼ିଲେ ଲୁଟେରା

September 5, 2025

Weather

Bhubaneswar
September 8, 2025, 7:26 pm
 

E
Overcast
27°C
0.2 m/s
Apparent: 34°C
Pressure: 1006 mb
Humidity: 92%
Winds: 0.2 m/s E
Windgusts: 5.2 m/s
UV-Index: 0
Precip.: 0mm /33% / Rain
Sunrise: 5:32 am
Sunset: 5:55 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom