• Latest
  • Trending

ବିଧାନସଭାରେ ବିଧାୟକ ନେବେ ପ୍ରଶିକ୍ଷଣ ! କେନ୍ଦ୍ରମନ୍ତ୍ରୀଙ୍କୁ ଅତିଥି କରିବାକୁ ନେଇ ପ୍ରଶ୍ନ କଲା ବିଜେଡି

Aug-14-2024 07:07 PM IST
odisha.newsroom.in

ବିଜୁ-ନବୀନ ଟ୍ରଷ୍ଟକୁ ନେଇ ପୋଷ୍ଟର ଯୁଦ୍ଧ…ସତ ଜାଣିବାକୁ ବିଜେପିର ଜିଦ

Mar-25-2026 01:46 PM IST
odisha.newsroom.in

ଆପଣ ନୂଆ ଘର ତିଆରି କରୁଛନ୍ତି କି…ବାସ୍ତୁର ଏହି ନିୟମ ନିଶ୍ଚୟ ମାନନ୍ତୁ

Mar-25-2026 01:15 PM IST
odisha.newsroom.in

ଲଗାତାର ହ୍ରାସ ପରେ ଆଜି ପୁଣି ବଢ଼ିଗଲା ସୁନା, ଜାଣନ୍ତୁ କେତେ

Mar-25-2026 12:55 PM IST
odisha.newsroom.in

ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ ଅଛି ଦେଢ଼ କ୍ୱିଣ୍ଟାଲ ସୁନା, ରୁପା କେତେ ?

Mar-25-2026 12:39 PM IST
odisha.newsroom.in

ଆମେରିକା ସହ କଥାବାର୍ତ୍ତା ପାଇଁ ଇରାନ ରଖିଲା ବଡ଼ ସର୍ତ୍ତ

Mar-25-2026 12:11 PM IST
odisha.newsroom.in

ବିଧାନସଭାରେ କଳା ଟି-ସାର୍ଟ ପିନ୍ଧି ବିଜେଡି- କଂଗ୍ରେସ ଭାଇ ଭାଇ

Mar-25-2026 11:38 AM IST
ଆଜିର ରାଶିଫଳ

ଆଜିର ରାଶିଫଳ

Mar-25-2026 09:23 AM IST
odisha.newsroom.in

ଇରାନରେ ଏବେ ଏମିତି କଟୁଛି ଜୀବନ…ଖଣ୍ଡିଏ ରୁଟିର ଦାମ ହଜାରେ ଟଙ୍କାରୁ ଅଧିକ…

Mar-25-2026 11:15 AM IST
ଯୁଦ୍ଧ କରିବାକୁ ଟ୍ରମ୍ପଙ୍କୁ ଉସୁକାଇଥିଲେ ଏହି ବ୍ୟକ୍ତି 

ଯୁଦ୍ଧ କରିବାକୁ ଟ୍ରମ୍ପଙ୍କୁ ଉସୁକାଇଥିଲେ ଏହି ବ୍ୟକ୍ତି 

Mar-24-2026 05:21 PM IST
odisha.newsroom.in

ଗ୍ୟାସ ସଙ୍କଟ ବେଳେ ଆହାର କେନ୍ଦ୍ର ଭରସା, ହେଲେ ଖୋଲୁ ଖୋଲୁ ଶେଷ

Mar-24-2026 04:03 PM IST
  • About
  • Careers
  • Contact Us
Wednesday, March 25, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଧାନସଭାରେ ବିଧାୟକ ନେବେ ପ୍ରଶିକ୍ଷଣ ! କେନ୍ଦ୍ରମନ୍ତ୍ରୀଙ୍କୁ ଅତିଥି କରିବାକୁ ନେଇ ପ୍ରଶ୍ନ କଲା ବିଜେଡି

by M M
Aug-14-2024 07:07 PM IST
in ବଡ଼ ଖବର, ରାଜନୀତି, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର : ବିଧାୟକ ପ୍ରଶିକ୍ଷଣକୁ ନେଇ ରାଜନୀତି । କେନ୍ଦ୍ରମନ୍ତ୍ରୀଙ୍କୁ ଅତିଥି କରିବାକୁ ନେଇ ବିଜେପିକୁ ଟାର୍ଗେଟ କରିଛି ବିଜେଡି । ବିଜେଡିର ବରିଷ୍ଠ ନେତା ତଥା ଦଳର ବରିଷ୍ଠ ମୁଖପାତ୍ର ତଥା ଦଳର ଉପମୁଖ୍ୟ ସଚେତକ ପ୍ରତାପ ଦେବ ଓ ବିଧାୟକ ଗଣେଶ୍ୱର ବେହେରା ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖ ଭଵନ ଠାରେ ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ  ବିଧାନସଭାରେ ଅନୁଷ୍ଠିତ ହେବାକୁ ଥିବା ବିଧାୟକ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀଙ୍କୁ ଅତିଥି କରିବା ନିଷ୍ପତ୍ତି ଉପରେ ପ୍ରଶ୍ନବାଚୀ ସୃଷ୍ଟି କରି ଏହା ଏକ ଅସଙ୍ଗତି ବୋଲି କହିଛନ୍ତି। ଶ୍ରୀ ଦେବ କହିଥିଲେ, ବିଧାନସଭାରେ ବିଧାୟକମାନଙ୍କୁ ନେଇ ହେଉଥିବା କାର୍ଯ୍ୟକ୍ରମର ସାଧାରଣତଃ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତି ଅତିଥି ଭାବେ ରହିଥାନ୍ତି। କିନ୍ତୁ ରାଜ୍ୟର ବିଜେପି ସରକାର ପ୍ରଥମ ଥର ପାଇଁ ନିର୍ବାଚିତ ହୋଇଥିବା ବିଧାୟକମାନଙ୍କ ପାଇଁ ଅଗଷ୍ଟ ୧୭ ତାରିଖରେ ହେବାକୁ ଥିବା ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦଘାଟନ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଗଷ୍ଟ ୧୮ ତାରିଖରେ ଉଦଯାପନୀ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ ପି ନଡ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଉଭୟ ନେତା କେନ୍ଦ୍ର ମନ୍ତ୍ରୀ ହୋଇଥିଲେ ମଧ୍ୟ ସେ ବିଧାନସଭାର ସଦସ୍ୟ ନୁହଁନ୍ତି। ତେଣୁ ତାଙ୍କୁ ଅତିଥି କରିବା ଗୃହର ମର୍ଯ୍ୟଦାହାନି  ହେବା ସହ ଏହା ଏକ ଦଳୀୟ କାର୍ଯ୍ୟକ୍ରମ ପରି ମନେ ହେଉଛି। ତେଣୁ ରାଜ୍ୟ ସରକାର ଏଥିରୁ କ୍ଷାନ୍ତ ହୁଅନ୍ତୁ ଓ ପରମ୍ପରା ଭାଙ୍ଗନ୍ତୁ ନାହିଁ।

ବିଜେଡି ନେତା ତଥା କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା କହିଥିଲେ, ବିଧାନସଭା ପରିସରରେ କେନ୍ଦ୍ରମନ୍ତ୍ରୀଙ୍କୁ ଅତିଥି କରିବା ଏକ ବଡ଼ ଅସଙ୍ଗତି। ତାଛଡ଼ା ଏହି କାର୍ଯ୍ୟକ୍ରମରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଗୁତୁତ୍ୱ ଦିଆ ଯାଇନାହିଁ। ଏହି ପ୍ରଶିକ୍ଷଣ ବ୍ୟତୀତ, ବିଜେପିର ରାଜ୍ୟ ମୁଖ୍ୟାଳୟ ଠାରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ବିଧାନସଭାର ବାଚସ୍ପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବାଚସ୍ପତି ଦଳୀୟ କାର୍ଯ୍ୟକ୍ରମରୁ ଉର୍ଦ୍ଧ୍ୱରେ ରହି କାର୍ଯ୍ୟ କରିବାର ପରମ୍ପରା ରହିଥିଲାବେଳେ ସେ ଦଳୀୟ କାର୍ଯ୍ୟକ୍ରମରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗ ଦେବା ଏକ ଅସଙ୍ଗତି ଓ ଏହା ତାଙ୍କ ନିରପେକ୍ଷତା ଉପରେ ପ୍ରଶ୍ନ ସୃଷ୍ଟି କରୁଛି।

Share196Tweet123
M M

M M

ଆଜିର ପାଗ

Bhubaneswar
March 25, 2026, 3:26 PM
 

SSW
Overcast
33°C
3.2 m/s
Apparent: 30°C
Pressure: 1009 mb
Humidity: 85%
Winds: 3.2 m/s SSW
Windgusts: 7.9 m/s
UV-Index: 0
Precip.: 0mm /58% / Rain
Sunrise: 5:46 AM
Sunset: 5:58 PM
© 2026 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In

Add New Playlist

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom