• Latest
  • Trending
ବିଜେପି ସରକାର ବିରୋଧରେ ରାଜଭବନ ଆଗରେ ବିଜେଡିର ବିକ୍ଷୋଭ

ବିଜେପି ସରକାର ବିରୋଧରେ ରାଜଭବନ ଆଗରେ ବିଜେଡିର ବିକ୍ଷୋଭ

Jul-18-2024 05:20 PM IST
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

Feb-01-2026 06:32 PM IST
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

Feb-01-2026 06:29 PM IST
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

Feb-01-2026 06:26 PM IST
କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

କେନ୍ଦ୍ର ବଜେଟରେ ଓଡ଼ିଶାର ଭାଗ କେତେ ?ବୁଝାଇ ଦେଲେ ଧର୍ମେନ୍ଦ୍ର

Feb-01-2026 06:22 PM IST
ବଜେଟ ପରେ ସୁନା ବଢ଼ିଲା ନା କମିଲା ?

ବଜେଟ ପରେ ସୁନା ବଢ଼ିଲା ନା କମିଲା ?

Feb-01-2026 06:18 PM IST
ବଜେଟ୍ ୨୦୨୬ , ବଡ଼ ଆଶା

ବଜେଟ୍ ୨୦୨୬ , ବଡ଼ ଆଶା

Feb-01-2026 11:20 AM IST
ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବ ‘ଗୋପାଳପୁର ବେଳାଭୂମି ମହୋତ୍ସବ

Jan-31-2026 11:30 PM IST
T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

T20 ବିଶ୍ବକପ ବିବାଦରେ ସମୟ ବିତୁଛି ; ଚିନ୍ତା ବଢୁଛି; ଡ୍ରାମା କରୁଛି ପାକିସ୍ତାନ

Jan-31-2026 11:27 PM IST
ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

ବିଜେଡି ବଞ୍ଚିବାର ଫର୍ମୁଲା କଣ ? ଇତିହାସ କହିଲେ ରାଜାରାମ

Jan-31-2026 11:25 PM IST
ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

ସୁଶାନ୍ତ ସିଂଙ୍କ ପରେ କଳିକେଶଙ୍କୁ ନେଇ ଚର୍ଚ୍ଚା; ପଛରେ କିଏ କରୁଛି ରାଜନୀତି ?

Jan-31-2026 11:22 PM IST
  • About
  • Careers
  • Contact Us
Monday, February 2, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ଭିଡ଼ିଓ

ବିଜେପି ସରକାର ବିରୋଧରେ ରାଜଭବନ ଆଗରେ ବିଜେଡିର ବିକ୍ଷୋଭ

by M M
Jul-18-2024 05:20 PM IST
in ଭିଡ଼ିଓ, ମୁଖ୍ୟ ଖବର, ରାଜନୀତି
0
ବିଜେପି ସରକାର ବିରୋଧରେ ରାଜଭବନ ଆଗରେ ବିଜେଡିର ବିକ୍ଷୋଭ
491
SHARES
1.4k
VIEWS
Share on FacebookShare on Twitter

ଏଏସଓ ବୈକୁଣ୍ଠ ପ୍ରଧାନଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ ମାରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି କରି ବିଜେପି ସରକାର ବିରୋଧରେ ରାଜଭବନ ଆଗରେ ବିକ୍ଷୋଭ କରିଛି ବିଜେଡି ଯୁବ ଛାତ୍ର ସଙ୍ଗଠନ । ବୈକୁଣ୍ଠକୁ ମାଡ ମାରିବା ଘଟଣାକୁ ୧୧ ଦିନ ବିତି ଯାଇଥିଲେ ମଧ୍ୟ ଏଯାଏଁ ରାଜ୍ୟପାଳଙ୍କ ପୁଅ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନି ତାହାକୁ ନେଇ ପ୍ରଶ୍ନ କରିଛନ୍ତି ବିଜେଡିର ଯୁବ ଛାତ୍ର ନେତା । ଏହି ଘଟଣାରେ ରାଜ୍ୟ ସରକାର ଧ୍ରୁତରାଷ୍ଟ ସାଜିଛନ୍ତି ବୋଲି କହିଛନ୍ତି ବିଜେଡି ବିଧାୟକ ଦେବୀରଞ୍ଜନ ତ୍ରିପାଠୀ ।ଓଡ଼ିଆ ସରକାରୀ କର୍ମଚାରୀଙ୍କୁ ଜଣେ ଅଣ ଓଡ଼ିଆ ମାଡ ମାରିବା ଏବଂ ପୀଡ଼ିତଙ୍କୁ ନ୍ୟାୟ ନମିଳିବା ଓଡ଼ିଆ ଅସ୍ମିତା ପ୍ରତି ବିପଦ ବୋଲି ଦଳ କହିଛି। ଏହା ଓଡ଼ିଆ ସ୍ୱାଭିମାନ ପ୍ରତି କୁଠାରଘାତ ବୋଲି କହିଛନ୍ତି ଦେବୀରଞ୍ଜନ । ସେହିଭଳି ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ କହିଛନ୍ତି, ନବୀନ ସରକାରରେ ଯିଏ ଭୁଲ କରୁଥିଲେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଉଥିଲା । ଏବେ ଓଡ଼ିଆ ଅସ୍ମିତାର କଥା କହି ସରକାରକୁ ଆସିଥିବା ମୋହନ ସରକାର, ବୈକୁଣ୍ଠ ପ୍ରଧାନଙ୍କୁ ମାଡ ଘଟଣାରେ ନୀରବଦ୍ରଷ୍ଟା ସାଜିଛନ୍ତି । ଯଦି ବୈକୁଣ୍ଠକୁ ନ୍ୟାୟ ନ ମିଳେ ଏବଂ ରାଜ୍ୟପାଳଙ୍କ ପୁଅ ଗିରଫ ନ ହୁଅନ୍ତି ତେବେ ଏହି ବିକ୍ଷୋଭ ଓ ଗଣ ଆନ୍ଦୋଳନ ଆହୁରି ତୀବ୍ରତର ହେବ ବୋଲି କହିଛନ୍ତି ବ୍ୟୋମକେଶ ।

Tags: newsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
February 2, 2026, 4:27 AM
 
NNE
Overcast
18°C
0.7 m/s
Apparent: 23°C
Pressure: 1018 mb
Humidity: 88%
Winds: 0.7 m/s NNE
Windgusts: 6.5 m/s
UV-Index: 0
Precip.: 0mm /0% / Rain
Sunrise: 6:21 AM
Sunset: 5:38 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଜାଣନ୍ତୁ ଆଜିର ରାଶିଫଳ

ଜାଣନ୍ତୁ ଆଜିର ରାଶିଫଳ

February 1, 2026
ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

ନିର୍ମଳାଙ୍କ ବଜେଟ: କଣ କମିଲା ..କଣ ବଢ଼ିଲା

February 1, 2026
ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

ମଦ ଦାମ ବଢ଼ିଲେ ମଦୁଆ କମିବେ କି ?ବଜେଟ ପରେ ନ୍ୟୁଜରୁମରେ ବିତର୍କ

February 1, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom