• Latest
  • Trending
ବିଜେଡି ପ୍ରକାଶ କଲା ଷ୍ଟାର ପ୍ରଚାରକ ତାଲିକା, ଜାଣନ୍ତୁ କିଏ ଅଛନ୍ତି ତାଲିକାରେ

ବିଜେଡି ପ୍ରକାଶ କଲା ଷ୍ଟାର ପ୍ରଚାରକ ତାଲିକା, ଜାଣନ୍ତୁ କିଏ ଅଛନ୍ତି ତାଲିକାରେ

Oct-17-2025 09:44 AM IST

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

Oct-21-2025 07:32 PM IST
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

Oct-21-2025 05:15 PM IST
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

Oct-21-2025 04:38 PM IST
ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

ହମାସକୁ ଧମକ ଦେଲେ ଟ୍ରମ୍ପ, କହିଲେ କଥା ନମାନିଲେ ଧ୍ବଂସ କରିଦେବୁ

Oct-21-2025 04:08 PM IST
ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ପୂର୍ବରୁ ଋଷଭ ପନ୍ତଙ୍କୁ ମିଳିଲା ଅଧିନାୟକ ଦାୟିତ୍ବ

Oct-21-2025 03:37 PM IST
ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

ସକାଳୁ ସକାଳୁ ପବନରେ ବିଷ, ଚାରିଆଡ଼େ କୁହୁଡ଼ିର ଭ୍ରମ , ଦିଲ୍ଲୀ କଥା ନକହିବା ଭଲ

Oct-21-2025 01:20 PM IST
ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

ଗୋଟିଏ ଆସନରେ ମହାଗଠବନ୍ଧନର ଦୁଇ ପ୍ରାର୍ଥୀ, ଫାଇଦା କାହାର ହେବ ?

Oct-21-2025 12:39 PM IST
ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

ଲଘୁଚାପ ପ୍ରଭାବ, ଆସୁଛି ବଡ଼ ବର୍ଷା

Oct-21-2025 12:19 PM IST
କଣ କହୁଛି ଆପଣଙ୍କ ରାଶିଫଳ

କଣ କହୁଛି ଆପଣଙ୍କ ରାଶିଫଳ

Oct-21-2025 07:07 AM IST
ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

ନିଜ ଦମରେ ଲଢ଼ିଲେ ବିଜୟ ସୁନିଶ୍ଚିତ :ମୋଦି

Oct-20-2025 12:43 PM IST
  • About
  • Careers
  • Contact Us
Tuesday, October 21, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ରାଜନୀତି

ବିଜେଡି ପ୍ରକାଶ କଲା ଷ୍ଟାର ପ୍ରଚାରକ ତାଲିକା, ଜାଣନ୍ତୁ କିଏ ଅଛନ୍ତି ତାଲିକାରେ

by M M
Oct-17-2025 09:44 AM IST
in ରାଜନୀତି, ରାଜ୍ୟ
0
ବିଜେଡି ପ୍ରକାଶ କଲା ଷ୍ଟାର ପ୍ରଚାରକ ତାଲିକା, ଜାଣନ୍ତୁ କିଏ ଅଛନ୍ତି ତାଲିକାରେ
498
SHARES
1.4k
VIEWS
Share on FacebookShare on Twitter

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି।  ତାଲିକାରେ ନିରଂଜନ ପୂଜାରୀ, ସଞ୍ଜୟ ଦାସ ବର୍ମା, ଅରୁଣ ସାହୁ, ପ୍ରତାପ ଜେନା, କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ପ୍ରୀତିରଞ୍ଜନ ଘଢାଇ, ଧ୍ରୁବ ସାହୁ, ମନୋହର ରାନ୍ଧାରୀ, ପ୍ରଦିପ ଦିସାରୀ, ତୁଷାରକାନ୍ତୀ ବେହେରା, ବ୍ରଜ କିଶୋର ପ୍ରଧାନ, ରମେଶ ଚନ୍ଦ୍ର ବେହେରା, ସାରଦା ପ୍ରସନ୍ନ ଜେନା, ସୁଦର୍ଶନ ହରିପାଲ, ପ୍ରଶାନ୍ତ କୁମାର ବେହେରା, ଦେବୀ ରଂଜନ ତ୍ରିପାଠୀ,  ନିହାର ରଂଜନ ବେହେରା ଅଛନ୍ତି । ଏହା ସହ ଅତନୁ ସାବ୍ୟସାଚୀ ନାୟକ, ସାରଦା ପ୍ରସାଦ ନାୟକ, ଦେବେଶ ଆଚାର୍ଯ୍ୟ, ଶ୍ରୀମତୀ ମନୋରାମା ମହାନ୍ତି, ଦୀପାଲି ଦାସ, ଆୟୁବ ଖାନ, ଶ୍ରୀମତୀ ରୀତା ସାହୁ, ସ୍ବରୂପ ଦାସ ଅଛନ୍ତି।

ଏମାନଙ୍କ ମଧ୍ୟରୁ ନୂଆପଡ଼ା ବ୍ଲକ ପାଇଁ ୧୮ ଓ ଏନଏସି ପାଇଁ ୮ ନେତାଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି କୋମନା ବ୍ଲକ ଦାୟିତ୍ୱରେ ୧୮ ଜଣ ନେତା ଥିବା ବେଳେ, ଖରିଆର ରୋଡ୍ ଏନଏସି ପାଇଁ ୮ ନେତାଙ୍କୁ ଦାୟିତ୍ୱ ଦିଆଯାଇଛି ।

ଦାୟିତ୍ୱ ବଣ୍ଟନ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ନୂଆପଡ଼ା ବ୍ଲକ ପାଇଁ ନିରଞ୍ଜନ ପୂଜାରୀ, ସଂଜୟ ଦାସବର୍ମା, ଅରୁଣ ସାହୁ, ପ୍ରତାପ ଜେନା, ପ୍ରୀତିରଂଜନ ଘଡ଼େଇ, ଦିବ୍ୟଶଙ୍କର ମିଶ୍ର, ଧ୍ରୁବ ସାହୁ, ମନୋହର ରନ୍ଧାରୀ, ପ୍ରଦୀପ ଦିଶାରୀ, ତୁଷାରକାନ୍ତି ବେହେରା, ବ୍ରଜ ପ୍ରଧାନ, ରମେଶ ଚନ୍ଦ୍ର ବେହେରା, ସାରଦା ଜେନା, ରୋମାଞ୍ଚ ରଂଜନ ବିଶ୍ୱାଳ, ସୁଦର୍ଶନ ହରିପାଲ, ପ୍ରଶାନ୍ତ ବେହେରା, ଦେବୀ ରଂଜନ ତ୍ରିପାଠୀ ଓ ନୀହାର ରଂଜନ ବେହେରାଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି କୋମନା ବ୍ଲକ ପାଇଁ ପ୍ରଣବ ପ୍ରକାଶ ଦାସ, ପ୍ରତାପ ଦେବ, ଅଧିରାଜ ପାଣିଗ୍ରାହୀ, ପୁଷ୍ପେନ୍ଦ୍ର ସିଂହଦେଓ, ଯୋସେଫ ସିଂ, ରବି ନନ୍ଦ, ପ୍ରଦୀପ ମାଝୀ, ନଳିନୀକାନ୍ତ ପ୍ରଧାନ, ବ୍ୟୋମକେଶ ରାୟ, ସୁଶାନ୍ତ ରାଉତ, ଶୁଭାଶିଷ ଖୁଣ୍ଟିଆ, ଜଗନ୍ନାଥ ସାରକା, ସରୋଜ ମେହେର, ବିଶ୍ୱରଂଜନ ମଲ୍ଲିକ, ଅବିନାଶ ସାମଲ, ଈଶ୍ୱର ପାଣିଗ୍ରାହୀ, ରୋହିତ ଯୋସେଫ ତିର୍କୀ ଓ ଉମାକାନ୍ତ ସାମନ୍ତରାୟଙ୍କୁ ଦାୟିତ୍ୱ ଦେଇଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ।

ଏହାସହ ନୂଆପଡ଼ା ଏନଏସି ପାଇଁ ଅତନୁ ସବ୍ୟସାଚୀ ନାୟକ, ସାରଦା ନାୟକ, ଦେବେଶ ଆଚାର୍ଯ୍ୟ, ମନୋରମା ମହାନ୍ତି, ଦୀପାଳି ଦାସ, ଆୟୁବ ଖାନ, ରୀତା ସାହୁ, ସ୍ୱରୂପ ଦାସ ଓ ଖରିଆର ରୋଡ ପାଇଁ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିକ୍ରମ ପଣ୍ଡା, କଳିକେଶ ସିଂହଦେଓ, ସୌଭିକ ବିଶ୍ୱାଳ, ପ୍ରଦ୍ୟୁମ୍ନ ତ୍ରିପାଠୀ, ଗୌତମବୁଦ୍ଧ ଦାସ, ପ୍ରଶାନ୍ତ ମୁଦୁଲି ଓ ରୁଦ୍ର ପ୍ରସାଦ ମହାରଥିଙ୍କ ଦାୟିତ୍ବ ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ।

 

Share199Tweet125
M M

M M

ଆଜିର ପାଗ

Bhubaneswar
October 21, 2025, 10:07 PM
 

E
Mainly clear
27°C
0.5 m/s
Apparent: 31°C
Pressure: 1010 mb
Humidity: 97%
Winds: 0.5 m/s E
Windgusts: 8.9 m/s
UV-Index: 0
Precip.: 0mm /53% / Rain
Sunrise: 5:43 AM
Sunset: 5:18 PM
© 2025 Powered by Open-Meteo
 
  • Trending
  • Comments
  • Latest
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

ନୂଆପଡ଼ା ନିର୍ବାଚନରେ କିଏ ଜିତିବ, ସୁଜିତ କୁମାର କହିଲେ ବଡ଼ କଥା

October 14, 2025
ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

ମହିଳାଙ୍କୁ କାର୍‌ ଦେବେ ସରକାର, ୪ ବର୍ଷରେ ୧୧୦୦ ମହିଳାଙ୍କୁ ମିଳିବ କାର

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଆସୁଛି ବଡ଼ ବାତ୍ୟା, ସପ୍ତାହେ ଧରି ଛେଚିବ- କାଚିବ

October 21, 2025
ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

ଟୋଲ୍ ପ୍ଲାଜାରେ ନଥିଲେ କର୍ମଚାରୀ- ଦଶ ଘଣ୍ଟା ଫ୍ରିରେ ଚାଲିଲା ଯାନବାହନ

October 21, 2025
ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

ଅମାବାସ୍ୟା ରାତିରେ କଲିକତାରୁ ମାହାଙ୍ଗା ହଡାସାହିକୁ ଆସିଥିଲେ ମା କାଳୀ

October 21, 2025
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom