• Latest
  • Trending

ନବ-ନିର୍ବାଚିତ ବିଧାୟକଙ୍କ ଶକ୍ତି ବଢ଼ାଇବାକୁ ଟ୍ରେନିଂ ଦେଲେ ବିଜେଡି ସୁପ୍ରିମୋ

Aug-25-2024 01:14 PM IST
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

Mar-09-2026 08:48 PM IST
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

Mar-03-2026 11:05 PM IST
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

Mar-03-2026 11:02 PM IST
ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

ଚନ୍ଦ୍ର ଗ୍ରହଣ ବିତର୍କ ବେଳେ .

Mar-03-2026 10:59 PM IST
ଜାଣନ୍ତୁ ରାଶି ଅନୁସାରେ  କପରି କଟିବ ଆଜିର ଦିନ

ଜାଣନ୍ତୁ ରାଶି ଅନୁସାରେ କପରି କଟିବ ଆଜିର ଦିନ

Mar-03-2026 02:01 PM IST
ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧ, ଲେବାନନରେ ଆକ୍ରମଣ, ୩୧ ହିଜବୁଲ୍ଲା ଆତଙ୍କବାଦୀ ନିହତ

Mar-03-2026 01:50 PM IST
ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

ଖାମନେଇଙ୍କ ଏହି ଛୋଟ ଭୁଲ୍ ତାଙ୍କୁ ମୃତ୍ୟୁମୁଖରେ ପକାଇଲା

Mar-03-2026 01:25 PM IST
ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

ବିଜେପି ତୃତୀୟ ପ୍ରାର୍ଥୀ ଦେବ ନାହିଁ, କାହିଁକି କହିଲେ ରବି ଦାସ ?

Mar-03-2026 12:58 PM IST
କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

କନ୍ଦେଇବ ପେଟ୍ରୋଲ ଆଉ ଡିଜେଲ, ଇରାନ ବନ୍ଦ କଲା ଷ୍ଟ୍ରେଟ ଅଫ ହରମୋଜ

Mar-03-2026 12:55 PM IST
BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

BJPର ୪ ଭାଗ୍ୟଶାଳୀ ନେତା ଗୁପ୍ତ ବୈଠକରୁ ଆସିଲା ବଡ଼ ଖବର!

Mar-02-2026 07:56 PM IST
  • About
  • Careers
  • Contact Us
Friday, March 13, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ନବ-ନିର୍ବାଚିତ ବିଧାୟକଙ୍କ ଶକ୍ତି ବଢ଼ାଇବାକୁ ଟ୍ରେନିଂ ଦେଲେ ବିଜେଡି ସୁପ୍ରିମୋ

by M M
Aug-25-2024 01:14 PM IST
in ବଡ଼ ଖବର, ଭିଡ଼ିଓ, ରାଜନୀତି, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ଶଙ୍ଖ ଭବନ ରେ ଆଜି ଆରମ୍ଭ ହୋଇଛି ବିଜେଡି ର ନବନିର୍ବାଚିତ ବିଧାୟକ ମାନଙ୍କ ପାଇଁ ଦିନିକିଆ ପ୍ରଶିକ୍ଷଣ ଶିବିର ।  ନବ ନିର୍ବାଚିତ ବିଧାୟକ ଙ୍କ ସହ ବିଜେଡି ର ସମସ୍ତ ବିଧାୟକ ପୂର୍ବତନ ବିଧାୟକ ସାଂସଦ ମାନେ ମଧ୍ୟ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଛନ୍ତି. ଆଉ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଲଢ଼େଇ କରିବାର ମନ୍ତ୍ର ଫୁଙ୍କିଛନ୍ତି । କାର୍ଯ୍ୟକ୍ରମ କୁ ଉଦଘାଟନ କରି ବିରୋଧୀ ଦଳ ନେତା  ନବୀନ ପଟ୍ଟନାୟକ ଓଡିଶା ତଥା ଓଡିଶା ବାସୀଙ୍କ ସ୍ୱାର୍ଥ ର ସୁରକ୍ଷା ପାଇଁ ଲଢେଇ ଜାରି ରଖିବାକୁ ଆହ୍ବାନ ଦେଇଛନ୍ତି ।

ଦଳ ର ବିଧାୟକ ମାନଙ୍କୁ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗଣତନ୍ତ୍ର ରେ ସରକାର ଙ୍କ ର ଯେତିକି ଦାୟିତ୍ୱ ରହିଛି ବିରୋଧୀ ଦଳ ର ତା ଠାରୁ ଅଧିକ ଦାୟିତ୍ୱ ରହିଛି । ବିରୋଧୀ ଦଳ ହିଁ ଗଣତନ୍ତ୍ର ର ଶ୍ରେଷ୍ଠ ସୁରକ୍ଷାକାରୀ ବୋଲି  ନବୀନ କହିଛନ୍ତି ।

ଶ୍ରୀ ପଟ୍ଟନାୟକ କହିଛନ୍ତି ନୂଆ ବିଧାୟକ ମାନଙ୍କୁ ବିଧାନସଭାର ନୀତି ନିୟମ ଏବଂ କାର୍ଯ୍ୟ ପରିଚାଳନା ବିଷୟ ରେ ସମ୍ୟକ ଜ୍ଞାନ ଦେବା ଏ ତାଲିମ ଶିବିର ର ମୁଖ୍ୟ ଉଦେଶ୍ୟ ।  ଗୃହ ପରିଚାଳନା ନୁହେଁ ସରକାର ଙ୍କୁ ଉତ୍ତରଦାୟୀ କରିବାରେ ମଧ୍ୟ ଗୃହ ର ନୀତି ନିୟମ ହେଉଛି ଅସ୍ତ୍ର. ତେଣୁ ବିଧାୟକ ଭାବରେ ନିଜ ଦାୟିତ୍ୱ କୁ ନିର୍ବାହ କରିବାପାଇଁ ଗୃହ ର ନୀତି ନିୟମ ସହ ବିଭିନ୍ନ ସଂସଦୀୟ ପରମ୍ପରା ଆଦି ଉପରେ ବିଶେଷ ଧ୍ୟାନ ଦେବା ଉପରେ ଶ୍ରୀ ପଟ୍ଟନାୟକ ଗୁରୁତ୍ୱ ଆରୋପ କରିଥିଲେ.

ମୁଲତବି ପ୍ରସ୍ତାବ, ଦୃଷ୍ଟିଆକର୍ଷଣ କାରୀ ପ୍ରସ୍ତାବ ପ୍ରଶ୍ନୋତ୍ତର, ଶୂନ୍ୟକାଳ ଆଦି ଜରିଆରେ ରେ ସରକାରଙ୍କୁ ଉତ୍ତରଦାୟୀ କରିବା ସହ ବିଭିନ୍ନ କମିଟି କାର୍ଯ୍ୟ ରେ ମଧ୍ୟ ସକ୍ରିୟ ଭାବରେ ଅଂଶଗ୍ରହଣ କରିବା ଉପରେ ଶ୍ରୀ ପଟ୍ଟନାୟକ ଗୁରୁତ୍ୱ ଆରୋପ କରିଥିଲେ. ।

ବିଧାନସଭା ଦ୍ୱାରା ଆୟୋଜିତ ତାଲିମ ଶିବିର ଆୟୋଜନ ରେ ରାଜନୈତିକ ଅଭିସନ୍ଧି ଥିଲା. ତା ସହିତ ସେ କାର୍ଯ୍ୟକ୍ରମରେ ଆମ ମୁଖ୍ୟମନ୍ତ୍ରୀଙ୍କ ସମ୍ମାନ ଓ ମର୍ଯ୍ୟାଦା ନିଜ ରାଜ୍ୟରେ କ୍ଷୁର୍ଣ ହୋଇଥିବା ଅନୁଭବ କରି ବିଜେଡି ସେ କାର୍ଯ୍ୟକ୍ରମରୁ ଦୁରେଇ ରହିଥିଲା ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ.

51 ବିଧାୟକ ଙ୍କୁ ନେଇ ବିଜେଡି ଆଜି ଏକ ଶକ୍ତିଶାଳୀ ବିରୋଧୀ ଦଳ ଭାବରେ କାର୍ଯ୍ୟ କରୁଛି ତେଣୁ ସରକାର ଙ୍କୁ ଉତ୍ତର ଦାୟୀ କରିବା ପାଇଁ କୋଣସି ସୁଯୋଗ ଆମେ ହାତଛଡା ନ କରିବାକୁ ଶ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଜଣାଇଥିଲେ.

Tags: bjdbjpnewsnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
March 13, 2026, 8:30 AM
 
SSW
Partly cloudy
27°C
3.4 m/s
Apparent: 32°C
Pressure: 1011 mb
Humidity: 78%
Winds: 3.4 m/s SSW
Windgusts: 10 m/s
UV-Index: 2.6
Precip.: 0mm /0% / Rain
Sunrise: 5:56 AM
Sunset: 5:55 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025

କିମ୍ବଦନ୍ତି କ୍ରିକେଟର ଅଂଶୁମାନ ଗାଏକ୍ୱାଡଙ୍କ ଦେହାନ୍ତ

0

 ୱାୟନାଡ ଭୁସ୍ଖଳନ ଘଟଣାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟ ସରକାରଙ୍କୁ ଦୋଷ ଦେଲେ ଶାହ

0

ରାଜ୍ୟ କଂଗ୍ରେସ ନେତା ଦିଲ୍ଲୀ ମୁହାଁ: କିଏ ହେବେ ସଭାପତି

0
​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

​ରାଜଧାନୀ ସରକାରୀ ଆୟୁର୍ବେଦ ହସ୍ପିଟାଲ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

March 9, 2026
ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

ରାଜ୍ୟସଭା ନିର୍ବାଚନ ‘ଆମେ ଜିତିବୁ’ 

March 3, 2026
କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

କେମିତି ଜିତିବେ ଦିଲ୍ଲୀପ? ଖେଳ ବୁଝାଇଲେ ରାଜାରାମ

March 3, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom