• Latest
  • Trending
ଶ୍ରୀକ୍ଷେତ୍ରରେ ଯେଉଁ ଅଘଟଣ ଘଟିଲା କୋଟି କୋଟି ଲୋକଙ୍କ ଭାବାବେଗକୁ ଆଘାତ ଦେଇଛି: ବିଜେଡି

ଶ୍ରୀକ୍ଷେତ୍ରରେ ଯେଉଁ ଅଘଟଣ ଘଟିଲା କୋଟି କୋଟି ଲୋକଙ୍କ ଭାବାବେଗକୁ ଆଘାତ ଦେଇଛି: ବିଜେଡି

Jul-10-2024 05:20 PM IST
ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

Jan-15-2026 06:21 AM IST
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

Jan-15-2026 06:13 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-15-2026 05:34 AM IST
“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

“ବିକଶିତ ଗାଁରୁ ବିକଶିତ ଭାରତ: ନୂଆ ରୋଜଗାର ଆଇନକୁ ନେଇ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା।”

Jan-14-2026 03:12 PM IST

ଶୁଭାରମ୍ଭ ହେଲା ମାତୃଭାଷାରେ ଶିକ୍ଷା: ‘ଆମେ ପଢ଼ିବା ଆମ ଭାଷାରେ’ ଯୋଜନା

Jan-14-2026 06:07 AM IST
ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

ସୁପ୍ରିମକୋର୍ଟଙ୍କ ବଡ଼ ରାୟ: କୁକୁର କାମୁଡ଼ିଲେ ରାଜ୍ୟ ସରକାର ଦେବେ ଭାରୀ କ୍ଷତିପୂରଣ ଦାୟୀ ରହିବେ ‘ଖାଦ୍ୟଦାତା’

Jan-14-2026 06:05 AM IST
ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର, ୧୮ ତାରିଖ ସୁଦ୍ଧା ମିଳିବ ଟଙ୍କା

Jan-14-2026 05:59 AM IST
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

Jan-14-2026 05:53 AM IST
ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

ପୋଷ୍ଟରରେ ଥିବା ଯୁବ ଚେହେରା ଯୋଗଦେଲେନି କାହିଁକି ?

Jan-13-2026 06:06 AM IST
ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

ମୋକିମଙ୍କ ସଭାରେ ସୋଫିଆ ଅତିଥି; କେତେ ଠିକ୍..କେତେ ଭୁଲ ?

Jan-13-2026 06:03 AM IST
  • About
  • Careers
  • Contact Us
Thursday, January 15, 2026
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ଶ୍ରୀକ୍ଷେତ୍ରରେ ଯେଉଁ ଅଘଟଣ ଘଟିଲା କୋଟି କୋଟି ଲୋକଙ୍କ ଭାବାବେଗକୁ ଆଘାତ ଦେଇଛି: ବିଜେଡି

by M M
Jul-10-2024 05:20 PM IST
in ବଡ଼ ଖବର
0
ଶ୍ରୀକ୍ଷେତ୍ରରେ ଯେଉଁ ଅଘଟଣ ଘଟିଲା କୋଟି କୋଟି ଲୋକଙ୍କ ଭାବାବେଗକୁ ଆଘାତ ଦେଇଛି: ବିଜେଡି
491
SHARES
1.4k
VIEWS
Share on FacebookShare on Twitter

ଭୁବନେଶ୍ବର: ବଡ଼ଠାକୁର ବଳଭଦ୍ର ଆଡ଼ପ ପହଣ୍ଡି ବେଳେ ଖସିପଡ଼ିବାକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ରଖିଛି । ଏହା ଏକ ଅକ୍ଷମଣୀୟ ତ୍ରୁଟି । କୋଟି କୋଟି ଓଡ଼ିଆ ଓ ଜଗନ୍ନାଥପ୍ରେମୀଙ୍କୁ ଏହା ଗଭୀର ଭାବେ ଆଘାତ ଦେବା ସହ ଏହି ଘଟଣା ମର୍ମାହତ କରିଛି । ଗତକାଲି ପୁରୀରେ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଛି ତାହା କେବଳ ମତେ ବ୍ୟଥିତ କରିନାହିଁ ବରଂ ସାଢେ ୪ କୋଟି ଓଡିଶାବାସୀ ତଥା ବିଶ୍ୱର କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଗଭୀର ଆଘାତ ଦେଇଛି । ସଭିଏଁ ମର୍ମାହତ, ଦୁଃଖିତ ଏବଂ ଲଜ୍ଜିତ ମଧ୍ୟ । ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ଭୁବନେଶ୍ୱର ମେୟର୍ ତଥା ବିଜେଡି ନେତ୍ରୀ ଶ୍ରୀମତି ସୁଲୋଚନା ଦାସ ।
ଶ୍ରୀମତୀ ଦାସ କହିଛନ୍ତି, ଚତୁର୍ଦ୍ଧାମୂର୍ତିଙ୍କ ଆଡପମଣ୍ଡପ ବିଜେ ବେଳେ ମହାପ୍ରଭୁ ବଳଭଦ୍ର ମୁହଁ ମାଡି ତଳେ ପଡିଯିବା ଘଟଣା ସଭିଙ୍କ ମନରେ ଗଭୀର ଦୁଃଖ ଓ କଷ୍ଟ ଦେଇଛି । ଏହା ଅତ୍ୟନ୍ତ ନିନ୍ଦନୀୟ ଏବଂ ଆଦୈା ଗ୍ରହଣଯୋଗ୍ୟ ନୁହଁ ।
ଏଭଳି ଅକ୍ଷମଣୀୟ ତ୍ରୁଟି କାହିଁକି ହେଲା ତାକୁ ଅନୁଧ୍ୟାନ କରିବା ବଦଳରେ ଉପ-ମୁଖ୍ୟମନ୍ତ୍ରୀ ଏବଂ ଆଇନମନ୍ତ୍ରୀ ଦାୟିତ୍ୱହୀନ ମନ୍ତବ୍ୟ ପ୍ରଦାନ କରିଛନ୍ତି । ଏହାକୁ ମହାପ୍ରଭୁଙ୍କ ଇଛା ବୋଲି ସେମାନେ ରଖିଥିବା ଉକ୍ତି କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ପ୍ରତି ଉପହାସ ସଦୃଶ । ଏଭଳି ପ୍ରତିକ୍ରିୟା ସଭିଁଙ୍କ ମନରେ ଗଭୀର ଆଘାତ ଦେଇଛି ବୋଲି ଶ୍ରୀମତି ଦାସ କହିଛନ୍ତି ।ସେ ଆହୁରି ମଧ୍ୟ କହିଛନ୍ତି ଯେ, ଆମେ ଆଶା କରୁଛୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ରଥଯାତ୍ରାର ସମସ୍ତ କାର୍ଯ୍ୟକୁ ସୁଚାରୁ ରୂପେ ସମାପନ କରିବାକୁ ସରକାର ଯତ୍ନବାନ ହେବେ । ଏଥିପାଇଁ ଆମେ ସଭିଁଙ୍କୁ ନିବେଦନ କରୁଛୁ ।

Tags: bjdbjpnewsnewsroomodisha
Share196Tweet123
M M

M M

ଆଜିର ପାଗ

Bhubaneswar
January 15, 2026, 9:12 AM
 
N
Clear sky
18°C
0.9 m/s
Apparent: 16°C
Pressure: 1015 mb
Humidity: 91%
Winds: 0.9 m/s N
Windgusts: 5.6 m/s
UV-Index: 0
Precip.: 0mm /0% / Rain
Sunrise: 6:24 AM
Sunset: 5:26 PM
© 2026 Powered by Open-Meteo
 
  • Trending
  • Comments
  • Latest
ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

ସାଂସଦ , ବିଧାୟକଙ୍କ ଦରମା ବଢ଼ାଇବାକୁ ନେଇ କଣ କହିଛନ୍ତି ସୁପ୍ରିମକୋର୍ଟ ?

December 13, 2025
କଣ କହୁଛି ଆଜିର ରାଶିଫଳ

କଣ କହୁଛି ଆଜିର ରାଶିଫଳ

December 12, 2025
ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

ଖୁବ୍ ଶୀଘ୍ର ଲାଗୁ ହେବ ଅଷ୍ଟମ ବେତନ କମିଶନ? ଜାଣନ୍ତୁ କେତେ ବଢ଼ିବ ଦରମା ?

October 14, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0
ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

ଶ୍ରୀକାନ୍ତ-ମନୋରଂଜନ ବିତର୍କ, ମାଗଣା ବିଜୁଳି ଦେଲେ ଚାଷୀଙ୍କ ଭାଗ୍ୟ ବଦଳିଯିବ କି ?

January 15, 2026
ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

ସନା ସରକାର ଭୁଶୁଡିବା ପରେ.. ମୋହନଂ ଶରଣମ୍ ଗଚ୍ଛାମୀ

January 15, 2026
କ’ଣ ରହିଛି ଆଜିର ରାଶିଫଳ

କ’ଣ ରହିଛି ଆଜିର ରାଶିଫଳ

January 15, 2026
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଆପଣଙ୍କ ଭାଗ୍ୟ
  • ଆଜିର ପାଗ
  • ଆପଣଙ୍କ କଥା
  • ଭିଡିଓ

Copyright © 2025 Odisha Newsroom