• Latest
  • Trending

ବିଜେପିରେ ପରିବାରବାଦ ଚଳେନାହିଁ,

September 26, 2024

ଯଦି ବିଜେଡି ନିଜକୁ ପୁନର୍ଜୀବିତ ନ କରେ, ଓଡ଼ିଶାରେ ଏକ ନୂତନ ଆଞ୍ଚଳିକ ମୋର୍ଚ୍ଚା ଏକ ସମ୍ଭାବନା ହୋଇପାରେ

August 13, 2025

ଭଲ ଖାଦ୍ୟ ଖାଉଥିଲେ, ମୋନିକାଙ୍କୁ କେମିତି ହେଲା କ୍ୟାନସର

August 13, 2025

ଟଙ୍କା କେଉଁଠି କରିବେ ନିବେଶ

August 11, 2025

ମୁନିର ବନିବେ କି ପାକିସ୍ତାନ ମୁଖ୍ୟ

August 11, 2025
              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

              +3 ଶ୍ରେଣୀରେ 2ୟ ପର୍ଯ୍ୟାୟ ନାମଲେଖା ବିଜ୍ଞପ୍ତି ତୁରନ୍ତ ପ୍ରକାଶ ପାଇଁ ଦାବି

August 10, 2025
ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

ଟ୍ରମ୍ପଙ୍କ 50 ପ୍ରତିଶତ ଟାରିଫ 100 ପ୍ରତିଶତ ଧୋକା

August 9, 2025

ଏବେ ବିଦେଶୀ ନୁହେଁ ସ୍ବଦେଶୀ ! କଣ ପଡ଼ିବ ପ୍ରଭାବ

August 9, 2025

ଭୋଟ ଚୋରି

August 9, 2025

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଜାମିନ

August 6, 2025

ରିସେପ୍ସନ ଦେଲେ ପିନାକୀ-ମହୁଆ

August 6, 2025
  • About
  • Careers
  • Contact Us
Saturday, August 16, 2025
Odisha News Room
  • ହୋମ
  • ରାଜ୍ୟ
  • ବଡ଼ ଖବର
  • ଦେଶ ବିଦେଶ
  • ରାଜନୀତି
  • ଖେଳ
  • ମନୋରଞ୍ଜନ
  • ବିଶେଷ
  • ଭିଡ଼ିଓ
No Result
View All Result
Odisha News Room
No Result
View All Result
Home ବଡ଼ ଖବର

ବିଜେପିରେ ପରିବାରବାଦ ଚଳେନାହିଁ,

by M M
September 26, 2024
in ବଡ଼ ଖବର, ରାଜ୍ୟ
0
491
SHARES
1.4k
VIEWS
Share on FacebookShare on Twitter

ବିଜେପି  ଆଦର୍ଶରେ ଚାଲୁଥିବା ଦଳ । ଏଠି ନେତା ପୁଅ ନେତା ହୁଏ ନାହିଁ । କର୍ମୀ ନେତା ହୁଏ ।  ଭାରତରେ ୫ ହଜାର ପାର୍ଟି, ୫୦ରୁ ଅଧିକ ଆକ୍ଟିଭ ପାର୍ଟି ଅଛି । ବିଜେପି ଏକମାତ୍ର କ୍ୟାଡର୍ ପାର୍ଟି, ଯାହାର ସଦସ୍ୟତା ପ୍ରଣାଳୀ ସବୁଠୁ ସ୍ୱଚ୍ଛ। ଏଠି  ଗ୍ରାଉଣ୍ଡରୁ ଆସୁଥିବା ବ୍ୟକ୍ତି ନେତା ହୁଏ। ଆଜି କିଛି ଏଭଳି ଭାବେ ଦଳୀୟ ନେତା ଓ କର୍ମୀଙ୍କୁ ସମ୍ବୋଧନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱର ଗସ୍ତ କରି ଦଳର ସଦସ୍ୟତା ଅଭିଯାନକୁ ବ୍ୟାପକ କରିଛନ୍ତି। ଏହି ଅବସରରେ ବିରୋଧୀଙ୍କୁ ନିଶାନା କରିଛନ୍ତି ନଡ୍ଡା।

ସେ କହିଛନ୍ତି, ଦେଶ ଏବେ ବିକାଶର ଦ୍ରୁତ ପଥରେ ଆଗକୁ ବଢ଼ି ଚାଲିଛି। ନା ନନେଇ ରାହୁଲ ଓ ପ୍ରିୟଙ୍କା ଗାନ୍ଧିଙ୍କୁ ସମାଲୋଚନା କରି କହିଛନ୍ତି, ଭାଇ ଭଉଣୀଙ୍କୁ ବିକାଶ ଦେଖାଯାଇନି। କେବଳ ବେକାରୀ ଓ ମହଙ୍ଗା କଥା କହୁଛନ୍ତି। ଆମେରିକା, ୟୁରୋପ, ଅଷ୍ଟ୍ରେଲିଆର ଅର୍ଥନୀତି ଅସ୍ଥିର। ଭାରତର ଅର୍ଥନୀତି କ୍ରମଶଃ ଅଗ୍ରଗତି କରୁଛି, ଏକଥା ବୋଧେ ସେମାନଙ୍କୁ ଦେଖାଯାଉନି। ପଶ୍ଚିମବଙ୍ଗରେ ବାମ ଦଳ ପରସ୍ପର ସହ ଲଢ଼ୁଛନ୍ତି କିନ୍ତୁ ଦିଲ୍ଲୀରେ ସାଥି ହେଉଛନ୍ତି। ଟ୍ରିପଲ୍ ତଲାକ ହଟାଇ ସମାଜରେ ସମାନତା ଆଣିଛି ବିଜେପି।

Share196Tweet123
M M

M M

  • Trending
  • Comments
  • Latest
ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

ମା ଭୈରବୀ ପୀଠରେ କେବି ଏକାଡେମୀ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କ ବନ୍ଧୁମିଳନ

February 10, 2025
ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

ଆଇ.ଟି.ଆଇ. ଲିମିଟେଡ ବୋର୍ଡର ସ୍ୱାଧୀନ ନିର୍ଦ୍ଦେଶକ ହେଲେ ଗୋପିନାଥ ସାହୁ

July 9, 2025
ସମ୍ମାନଜନକ  ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

ସମ୍ମାନଜନକ ଡ଼କ୍ଟରେଟ ପାଇଲେ ଡ଼କ୍ଟର କମଳାକାନ୍ତ ବିଶ୍ୱାଳ

May 21, 2025
ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

ବଡ଼ଚଣାରେ ବର୍ଷା,ଆସୁଛନ୍ତି ଅନୁଭବ

0
ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

ଭୋଟ ପାଇଁ ଦୁବାଇରୁ ସମ୍ବଲପୁର

0
ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ

0

ଯଦି ବିଜେଡି ନିଜକୁ ପୁନର୍ଜୀବିତ ନ କରେ, ଓଡ଼ିଶାରେ ଏକ ନୂତନ ଆଞ୍ଚଳିକ ମୋର୍ଚ୍ଚା ଏକ ସମ୍ଭାବନା ହୋଇପାରେ

August 13, 2025

ଭଲ ଖାଦ୍ୟ ଖାଉଥିଲେ, ମୋନିକାଙ୍କୁ କେମିତି ହେଲା କ୍ୟାନସର

August 13, 2025

ଟଙ୍କା କେଉଁଠି କରିବେ ନିବେଶ

August 11, 2025

Weather

Bhubaneswar
August 16, 2025, 4:31 am
 

ESE
Slight rain showers
30°C
2.5 m/s
Apparent: 33°C
Pressure: 1000 mb
Humidity: 94%
Winds: 2.5 m/s ESE
Windgusts: 7.5 m/s
UV-Index: 0
Precip.: 7.6mm /55% / Rain
Sunrise: 5:26 am
Sunset: 6:15 pm
© 2025 Powered by Open-Meteo
 
Odisha News Room

Copyright © 2025 Odisha Newsroom

Navigate Site

  • About
  • Careers
  • Contact Us

Follow Us

No Result
View All Result
  • About
  • Contact Us
  • Home 1
  • sitemap

Copyright © 2025 Odisha Newsroom